-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||     

HOME   ଜିଲ୍ଲା

ମରୁଡି ଘୋଷଣା ଦାବିରେ ବିଡ଼ିଓ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

01-Nov-2021



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ପାଟଣାଗଡ଼ ଉପଖଣ୍ଡ ରେ ଚଳିତ ବର୍ଷ ବର୍ଷା ଅଭାବରୁ ଚାଷ ଜମି ଗୁଡିକ ପଡ଼ିଆ ପଡ଼ିଥିବା ବେଳେ କୃଷି ବିଭାଗ ର ଅବହେଳା ଯୋଗୁଁ ପାଟଣାଗଡ଼ ଉପଖଣ୍ଡ କୁ ଠିକ୍ ଭାବରେ ମରୁଡି ଘୋଷଣା କରିନାହାନ୍ତି।ଫଲରେ ଅନେକ ଚାଷୀ ଙ୍କ ମନରେ ଅସନ୍ତୋଷ ଦେଖାଦେଇଛି। ସୂଚନାଯୋଗ୍ୟ ଯେ ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଳକ ରେ ଶତାଧିକ ଚାଷୀ ବଲାଙ୍ଗିର ଜିଲ୍ଲା କୃଷକ ସଂଗଠନ ନିର୍ଦ୍ଦେଶନା ରେ ଆଜି ବିଡ଼ିଓ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଖପ୍ରାଖୋଲ ଅଞ୍ଚଳ ହେଉଛି ଗରିବ ନିରିହ ଆଦିବାସୀ ଅଞ୍ଚଳ। ଯେଉଁଠି କି

ଲୋକେ ଚାଷବାସ ଉପରେ ନିର୍ଭର କରିଥାନ୍ତି। ଏଭଳି ପରିସ୍ଥିତି ଲୋକ ଭୋକ ଉପାସରେ ବ୍ୟାକୁଳ ହୋଇଥିବା ବେଳେ ଏହି ବ୍ଳକ କୁ କୃଷି ବିଭାଗ ଅଣଦେଖା କରି ମରୁଡି ଘୋଷଣା କରିନଥିବା ଅଭିଯୋଗ ହେଉଛି। ଆଜି ଯେଉଁ ଦାବିପତ୍ର ଦେଇଥିଲେ ସେଥିରେ ଦାବି ଥିଲା କି ଖପ୍ରାଖୋଲ ବ୍ଳକ କୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରାଯାଉ, ସମସ୍ତ ଚାଷୀ ମାନଙ୍କୁ ଋଣ ଛାଡ ସହ ଫିଜ ଛାଡ଼ କରାଯାଉ ଓ ନୂତନ ଋଣ ର ସୁବିଧା କରାଯାଉ, ସିଧାସଳଖ ମରୁଡି ହୋଇଥିବା ଯୋଗୁଁ ଚାଷୀ କୁ ଏକର ପ୍ରତି ୨୫୦୦୦ ଟଙ୍କା ପ୍ରଦାନ କରାଯାଉ,ଧାନ ଫସଲ ନଷ୍ଟ ହେତୁ କପା ଚାଷ ରେ ୨୦୦୦ ଲେଖାଏଁ ବୋନସ ଦିଆଯାଉ।ରବି ଚାଷୀ ମାନଙ୍କୁ ସାର, ବିହନ ଠିକ୍ ଭାବରେ ଯୋଗାଇ ଦିଆଯାଉ,ଅଚଳ ହୋଇପଡିଥିବା ଉଠା ଜଳସେଚନ ନଳକୂପ କୁ ଗଭୀର କରି ଠିକ୍ ପରିମାଣରେ ପାଣି ଯୋଗାଇବା ସହ ମାଗଣା ବିଦ୍ୟୁତ ଦିଆଯାଉ, ସ୍ଥାୟୀ ଉଠାଜଳସେଚନ କରିବା ସଙ୍ଗେ ସଙ୍ଗେ ପୁରୁଣା ବନ୍ଧ,କଟା , କୂଅକୁ ପୁନଃ ଉଦ୍ଧାର କରାଯାଉ,ସମସ୍ତ ପ୍ରକଳ୍ପ ଗୁଡିକକୁ ଯୁଦ୍ଧକାଳୀନ ଭିତ୍ତିରେ ଲଗାଯାଉ, ଖପ୍ରାଖୋଲ ବ୍ଳକ ରେ ଏକ ଶୀତଳ ଭଣ୍ଡାର ନିର୍ମାଣ କରାଯାଉ, ବଲାଙ୍ଗିର ଜିଲ୍ଲାରେ ଥିବା ବିଜୟାନନ୍ଦ ଚିନିକଳ କୁ ସରକାର ହାତକୁ ନେଇ ଚଲାନ୍ତୁ , ପ୍ରତ୍ୟେକ ଚାଷୀ ମାନଙ୍କୁ ପରିଚୟ ପତ୍ର ଦେବା ସହ ଚାଷୀ ପେନସନ ଯୋଜନା ତିଆରି

କରାଯାଉ ,। ଓଡ଼ିଶାର ଉଠାଜଳସେଚନ ନିଗମ ଦ୍ବାରା କାର୍ଯ୍ୟକାରୀ ହେଉଥିବା ଗଭୀର ନଳକୂପ ଦିଆଯାଇଥିବା ସମସ୍ତ ଯୋଜନା କାର୍ଯ୍ୟକାରୀ କରାଯାଉ, ଖପ୍ରାଖୋଲ ବ୍ଳକ ରେ ବିଗତ ବର୍ଷ ଚାଷୀମାନଙ୍କ ଦେଇଥିବା ପ୍ରଧାନମନ୍ତ୍ରୀ ଫସଳ ବୀମା କାର୍ଯ୍ୟକାରୀ କରାଯାଉ, ମରୁଡି ସମୟରେ ବ୍ଳକ ରେ ଦୁଗ୍ଧ ଚାଷୀ ମାନଙ୍କୁ ରୋଜଗାର ଦେଉଥିବାରୁ  ଚାଷୀ ମାନଙ୍କୁ ପ୍ରୋତ୍ସାହନ ଦିଅନ୍ତୁ,ଗତ ବର୍ଷ ଉତ୍କଟ ସାର୍ ଅଭାବ ଦେଖା ଯାଉଥିବା ବେଳେ ଯେଉଁ କଳାବଜାରୀ ଚାଲୁଥିଲା ତାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯାଉ। ଏସବୁ ଦାବି ଯଦି ପୂରଣ ନ ହୁଏ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର ହେବ ବୋଲି ବଲାଙ୍ଗିର ଜିଲ୍ଲା କୃଷକ ସଂଗଠନ ସଭାପତି ଚେତାବନୀ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026

You Might Also Like