-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||     

HOME   ଜିଲ୍ଲା

ଦରଦାମ ବୃଦ୍ଧି ପ୍ରତିବାଦ ରେ ବିଜେଡି ମହିଳା ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଓ ରାଷ୍ଟ୍ରପତି ଙ୍କ ଉଦେଶ୍ୟରେ ଦାବିପତ୍ର

01-Nov-2021



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ):ଦରଦାମ ବୃଦ୍ଧି ପ୍ରତିବାଦରେ ଆଜିଠାରୁ ୭ ତାରିଖ ଯାଏଁ ଶାସକ ବିଜେଡିର ରାଜ୍ୟବ୍ୟାପୀ ବିକ୍ଷୋଭ ଚାଲିବ । ଆଜି ରାଜ୍ୟର ସମସ୍ତ ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରତିବାଦ ସଭା ଅବସରରେ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ ର ଟିକାବାଲି ବ୍ଲକ ରେ ମଧ୍ୟ ବ୍ଲକ ବିଜେଡି ମହିଳା ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରି ଭାରତର ରାଷ୍ଟ୍ରପତି ଙ୍କ ଉଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି | ଆଗାମୀ ଦିନ ଗୁଡିକରେ ସ୍ଥାନୀୟ ପେଟ୍ରୋଲ ପମ୍ପ ଆଗରେ ଧାରଣା ଦିଆଯିବା ସହ ଜୋରଦାର ବିକ୍ଷୋଭ କରାଯିବ ବୋଲି ସୂଚନା ମିଳୁଛି।ଏନେଇ ଗତକାଲି ମଧ୍ୟ ଦରଦାମ ବୃଦ୍ଧି ପ୍ରତିବାଦ ରେ ଭୁବନେଶ୍ୱର ସହରରେ ରାଜରାସ୍ତାକୁ ଓହ୍ଲାଇଥିଲା ଦଳ । ଯୁବ ବିଜେଡି ଓ ଛାତ୍ର ବିଜେଡି ପକ୍ଷରୁ ସାଇକେଲ ରାଲି ମଧ୍ୟ ବାହାର କରାଯିବା ସହ ରାଜଭବନ ଆଗରେ ଧାରଣା ଦିଆଯାଇଥିଲା । କାଲିର ସେହି କାର୍ଯ୍ୟକ୍ରମ ରେ ଦଳର ବିଭିନ୍ନ ନେତା ସାମିଲ ହୋଇଥିଲେ । କେନ୍ଦ୍ର ସରକାରଙ୍କ ଭୁଲ୍ ଆର୍ଥିକ ନୀତି ଯୋଗୁଁ ଜନସାଧାରଣଙ୍କ ଉପରେ ମହଙ୍ଗା ମାଡ ହେଉଛି ବୋଲି ଦଳୀୟ ନେତାମାନେ କହିଥିଲେ ।ଆଜିର ଏହି ବିକ୍ଷୋଭ ରେ ଟିକାବାଲି ବିଜେଡି ଦଳର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଆକାଂକ୍ଷା ପ୍ରଧାନ,ଟିକାବାଲି ବିଜେଡି ବ୍ଲକ ସଭାପତି ରୋଦନ ମଲିକ,ଟିକାବାଲି ବିଜେଡି ମହିଳା ସଭାନେତ୍ରୀ ଅପସରି ଦିଗାଳ, ଟିକାବାଲି ଜିଲ୍ଲା ପରିଷଦ  ପ୍ରଦୀପ ଦିଗାଳ,ବିଧାୟକ ପ୍ରତିନିଧି ତନୁଜ ଭୋଇ, ସାଂସଦ ପ୍ରତିନିଧି ଶୃଜନ ନାୟକ, ଚକାପାଦ ସାଂସଦ ପ୍ରତିନିଧି  ପ୍ରଦୀମନ ଦିଗାଳ, ପୂର୍ବତନ ସରପଞ୍ଚ ଦିଲ୍ଲୀପ କହଁର ଏବଂ ବ୍ଲକରୁ ଶତାଧିକ ମହିଳା ମାନେ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026

You Might Also Like