-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||     

HOME   ଜିଲ୍ଲା

ଗୁଦେରପାଲିରେ ୮ଘଣ୍ଟିଆ ବନ୍ଦ, ଅଖଚକ ସବୁ ଠପ

01-Nov-2021



ଗୁଦେରପାଲି(ନିରଞ୍ଜନ ତ୍ରିପାଠୀ) -ବିଜେପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗାଇସିଲେଟ ବ୍ଲକର  ବିଭିନ୍ନ ସ୍ଥାନରେ ମମିତା ମେହେର ହତ୍ୟା ଓ ତୋରାର ଗୋବିନ୍ଦ କୁମ୍ଭାର ହାଜତ ମୃତ୍ୟୁର ସିବିଆଇ ତଦନ୍ତ ଦାବିକରି ବନ୍ଦ ପାଳିତ ହୋଇଯାଇଛି। ଗୁଦେରପାଲି ମଣ୍ଡଳର ତାଲପାଲି .ଗୁଦେରପାଲି.ଏବଂକେର୍ମେଲି ଚାରିଛକ ଠାରେ ଗାଇସିଲାଟ ମଣ୍ଡଳର ଗାଇସିଲାଟ ଠାରେ ବନ୍ଦ ପାଳିତ ହୋଇଯାଇଛି।   ମ ମିତା ମେହେର ହତ୍ୟା କାଣ୍ଡ ଘଟଣାରେ ମନ୍ତ୍ରୀ ଦିବ୍ଯଶଙ୍କର ମିଶ୍ର ଙ୍କ ଗିରଫ ସହ ବହିଷ୍କାର ଦାବି କରିଛି ବିଜେପି।ବିଭିନ୍ଣ ସ୍ଥାନରେ ବରଗଡ ଜିଲ୍ଲାପରିସଦ ଉପାଧ୍ୟକ୍ଷ ମଦନ ଦୀପ. ବରଗଡ ଲୋକସଭା ସାଂସଦ ପ୍ରତିନିଧି ପ୍ରବିଣ ପାଣିଗ୍ରାହି. ଜିଲ୍ଲାପରିସଦ ସଦସ୍ୟା ସସ୍ମିତା ଡନସନା . ଜିଲ୍ଲା କମିଟି ସଦସ୍ୟ ବିନାୟକ ପ୍ରସାଦ ଗୁରୁ .ଜିଲ୍ଲା କିସାନ ମୋର୍ଚ୍ଚା  ଉପ ସଭାପତି ଘନଶ୍ୟାମ ସାହୁ . ଗୁଦେରପାଲି ମଣ୍ଡଳ ସଭାପତି ବିପିନ ବିହାରି ସାହୁ ଗାଇସିଲାଟ ମଣ୍ଡଳ ସଭାପତି ଆନନ୍ଦ ମଟାରି ବରିଷ୍ଟ କାର୍ଯ୍ୟକର୍ତ୍ତା  ଝସକେତନ ସାହୁ.ଅନିଳ ବାଗ . ଭରବାନ ପୁଟେଳ . ଝସକେତନ ପଧାନ ଙ୍କ ନେତୃତ୍ବ ନେଇଥିଲେ ସମସ୍ତ ବିଜେପି କର୍ମକର୍ତ୍ତା ସାମିଲ ହୋଇଥିଲେ। ଜରୁରୀ କାଲିନ ଶେବା କୁ ଛାଡି ସମସ୍ତ ଦୋକାନ ବଜାର ସହ  ଗାଡି ମଟର ଚଳାଚଳ ଠପ୍ ହୋଇଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026

You Might Also Like