-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଭବିଷ୍ୟତ ନିଧି ଅବସରପ୍ରାପ୍ତ କର୍ମଚାରୀ ସଂଘର ଆନ୍ଦୋଳନ ଚେତାବନୀ

01-Nov-2021



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ): ସରକାରଙ୍କ ବୈମାତୃକ ମନୋଭାବ ନେଇ ଭବିଷ୍ୟନିଧି ଅବସରପ୍ରାପ୍ତ କର୍ମଚାରୀ ସଂଘ କନ୍ଧମାଳ ର ଏକ ବୈଠକ ମାଷ୍ଟରପଡା ଫୁଲବାଣୀଠାରେ ଅନୁଷ୍ଠିତ ହୋଇଯାଇଛି ।ସରକାର ଭବିଷ୍ୟନିଧି ଅବସରପ୍ରାପ୍ତ କର୍ମଚାରୀ ଙ୍କୁ ମାସିକ ତିନି ହଜାର ଟଙ୍କା ପେନସନ ଦେଉଥିବା ବେଳେ ସେହି ସମାନ କାମ କରିଥିବା ଅନ୍ୟ ଅବସରପ୍ରାପ୍ତ କର୍ମଚାରୀଙ୍କୁ ୨୦-୨୫ହଜାର ପେନସନ ଦେଉଥିବା ଅଭିଯୋଗ କରିଛନ୍ତି ଇପିଏଫ ବା ଭବାଷ୍ୟନିଧି ପେନସନ ପାଉଥିବା କର୍ମଚାରୀ।ତିନି ହଜାର ଟଙ୍କାରେ ପରିବାର ପ୍ରତିପୋଷଣ କରିବା ସମ୍ଭବ ହେଉନଥିବାରୁ ସରକାରଙ୍କ ଦ୍ୱାରସ୍ଥ ହେଉଛନ୍ତି। ମାତ୍ର ସରକାର କର୍ଣ୍ଣପାତ କରୁନାହାନ୍ତି। ମାତ୍ର ଅଧିକ ପେନସନ ପାଉଥିବା ଅବସରପ୍ରାପ୍ତ କର୍ମଚାରୀଙ୍କର ନିୟମିତ ବ୍ୟବଧାନରେ ପେନସନ ବୃଦ୍ଧି ମଧ୍ୟ ହେଉଛି। ଦେଶରେ ପ୍ରାୟ ୭୦ଲକ୍ଷ ଭବିଷ୍ୟନିଧି ପେନସନ ପାଉଥିବା କର୍ମଚାରୀଙ୍କ ପରିବାର ଦୟନୀୟ ଅବସ୍ଥାରେ ଦିନ କାଟୁଛନ୍ତି। ଦେଶର ଗୋଟିଏ ଆଇନରେ କେତେ ପାତର ଅନ୍ତର ତାହା ଆପଣମାନେ ଅନୁସନ୍ଧାନ କରନ୍ତୁ। ଆଗାମି ଦିନରେ ଆନ୍ଦୋଳନ କରିବାକୁ ସଂଘ ପ୍ରସ୍ତୁତ ହେଉଥିବା ରାଜ୍ୟ ସମ୍ପାଦକ ଭାଗ୍ୟଧର ଜେନା ସୁଚନା ଦେଇଛନ୍ତି।ଆଜିର କାର୍ଯ୍ୟକ୍ରମରେ କନ୍ଧମାଳ ଅବସରପ୍ରାପ୍ତ ଇପିଏଫ ସଂଘର ସଭାପତି ସମ୍ପାଦକ ଓ କର୍ମକର୍ତ୍ତା ମାନେ ବୈଠକରେ ଯୋଗ ଦେଇ ମୂଲ୍ୟବାନ ମତାମତ ଦେଇଥିବା ସଦସ୍ୟ ରଘୁନାଥ ରାଇ ସୁଚନା ଦେଇଥିଲେ।ସରକାର ଅବସରପ୍ରାପ୍ତ ଭବିଷ୍ୟନିଧି କର୍ମଚାରୀ ଙ୍କ ପ୍ରତି ଦୃଷ୍ଟି ଦେବାକୁ ଦାବୀ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like