-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର, ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ କେନ୍ଦ୍ର ସରକାର ବିରୁଦ୍ଧ ରଣ ହୁଙ୍କାର ଦେଇଛି ବଲାଙ୍ଗିର ନିର୍ବାଚନ ମଣ୍ଡଳୀର ବିଜୁ ମହିଳା ଜନତା ଦଳ

01-Nov-2021



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର) ବିଜୁ ମହିଳା ଜନତା ଦଳ ପକ୍ଷରୁ ଜିଲ୍ଲା ସଭାନେତ୍ରୀ ଦମୟନ୍ତୀ ବାଗଙ୍କ ନେତୃତ୍ବରେ  ସ୍ଥାନୀୟ ଜିଲ୍ଲାପାଳ ଅଫିସ ସମ୍ମୁଖରେ ରେ ମହିଳା କର୍ମୀ ମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଦିନକୁ ଦିନ ଇନ୍ଧନ ଗ୍ଯାସ, ଡାଲି , ଖାଇବା ତେଳ ରୁ ଆରମ୍ଭ କରି ପେଟ୍ରୋଲ ଡିଜେଲ ଦର ବଢି ବଢି ଚାଲିଛି । କେନ୍ଦ୍ର ସରକାର ଶାସନକୁ ଆସିବା ପୁର୍ବରୁ ପ୍ରଧାନମନ୍ତ୍ରୀ ନିର୍ବାଚନ ସମୟରେ “ଅଚ୍ଛେ ଦିନ ଆଏଙ୍ଗେ, ଦେଶ ବଦ୍‌ଲେଗା” କହି ଲୋକଙ୍କ ଭୋଟ ପାଇଥିଲେ । କେନ୍ଦ୍ରରେ ବିଜେପି ଶାସନ କରିବା ଦିନଠୁ ସବୁ ସାମଗ୍ରୀର ଦରଦାମ ବୃଦ୍ଧି ପାଉଛିଁ । ବିଶେଷ କରି ପେଟ୍ରୋଲ, ଡିଜେଲ ବୃଦ୍ଧି ପାଉଥିବା ଯୋଗୁଁ ଟ୍ରାନ୍ସପୋଟିଙ୍ଗ ଖର୍ଚ୍ଚ ମଧ୍ୟ ବଢୁଛି । ଯାହା ଫଳରେ ଖାଇବା ଠୁ ଆରମ୍ଭ କରି ନିତି ଦିନିଆ ବ୍ୟବହାର ସାମଗ୍ରୀର ଦର ବଢି ବଢି ଚାଲିଛି । କେନ୍ଦ୍ର ସରକାର ଦରଦାମ ବୃଦ୍ଧି ନିୟନ୍ତ୍ରଣ କରୁପାରୁନାହିଁ କହି ମୋଦି ସରକାର ବିରୁଦ୍ଧ ରେ ନାରାବାଜି କରି ଅଭିନବ ଢଙ୍ଗରେ ଗ୍ଯାସ ସିଲିଣ୍ଡର ମୁଣ୍ଡରେ ବୋହି କାଠ ଚୁଲି ଜାଳି ବିକ୍ଷୋଭ ପ୍ରଦର୍ଶନ କରିଥିଲେ ବିଜୁ ମହିଲା ଜନତା ଦଳର କର୍ମୀ ।  ଏହି ବିକ୍ଷୋଭ ପ୍ରଦର୍ଶନ ସମୟରେ ବିଜୁ ମହିଲା ଦଳ ରାଜ୍ୟ ବରିଷ୍ଠ ଉପସଭାନେତ୍ରି ଡ ଜ୍ଯୋତି ପାଣିଗ୍ରାହୀ  , ଜିଲ୍ଲା ଉପସଭାପତି

ସନ୍ତୋଷିନୀ ବେହେରା , ଜିଲ୍ଲା ସାଧାରଣ ସଂପାଦିକା ଲୀପିଶ୍ରୀ ସାଏ , ସମ୍ପାଦିକା ମମତା ଜେନା , ଗାୟତ୍ରୀ ଚନ୍ଦନ , ଅହଲ୍ଯା ସାହୁ , ତୃପ୍ତି ପଧାନ , ଗୋଲାପି ବରାଡ,  ରିବିକା ବେହେରା , ସରିତା ଦାଶ , ବାସନ୍ତି ସିଂ ବୁଡେକ୍ ,  ନିଲିମା ପଟେଲ , କଲ୍ପନା ସାହୁ , ରୀନା ଭରାସାଗର,  ମମତା କୁମରା , ସୁଜାତା ସେଠ , ଜାନକୀ ମେହେର, ଙ୍କ ସହିତ ଶତାଧିକ ମହିଳା କର୍ମକର୍ତ୍ତା ବିକ୍ଷୋଭ  ପ୍ରଦର୍ଶନ କରିଥଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like