-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ରାଜନୀତି

କେନ୍ଦ୍ର ସରକାରଙ୍କ ଅହେତୁକ ଦରଦାମ୍ ବୃଦ୍ଧି ପ୍ରତିବାଦରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ଉପଜିଲ୍ଲାପାଳ ଜରିଆରେ ରାଷ୍ଟ୍ରପତି ଙ୍କୁ ଦାବି ପତ୍ର ପ୍ରଦାନ

01-Nov-2021



 ପାଟଣାଗଡ(ପୁର୍ଣ୍ଣ ଶଶୀ ଶେଖର ରାଓ ) କେନ୍ଦ୍ର ସରକାର ଙ୍କ ମନମୁଖି ଅହେତୁକ ପେଟ୍ରୋଲ, ଡିଜେଲ, ନିତ୍ୟବ୍ୟବହାର୍ଯ୍ୟ ଜିନିଷ ର ଦରଦାମ ଯେମିତି କି ଖାଇବା ତେଲ,ଡାଲି ରନ୍ଧନ ଗ୍ୟାସ ଏପରି  କି ଔଷଧ ପତ୍ରର ଦରଦାମ ଆକାଶ ଛୁଆଁ ହେବାରେ ଲାଗିଛି lଏଥିପାଇଁ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ରୂପେ ବିଫଳ ହୋଇ ସାରିଛି lଏହାର ପ୍ରତିବାଦରେ ଆଜି  ବିଜୁ

ମହିଳା ଜନତାଦଳ ପକ୍ଷରୁ ପାଟଣାଗଡ଼ ବିଜେଡି କାର୍ଯ୍ୟାଳୟରୁ ଏକ ଶୋଭାଯାତ୍ରାରେ ବାହାରି ଉପଜିଲ୍ଲାପାଳ କାର୍ଯ୍ୟାଳୟ କୁ ପହଞ୍ଚି କାର୍ଯ୍ୟାଳୟ  ସମ୍ମୁଖରେ ଧାରଣା ଦେବା ସହ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି lପାଟଣାଗଡ  ବ୍ଳକ ବିଜୁ ମହିଳା ଜନତାଦଳ ର ସଭାନେତ୍ରୀ  ଶ୍ରୀମତୀ ବିଦ୍ୟୁଶ୍ମୀତା ମେହେର , ପାଟଣାଗଡ଼  ବିଜ୍ଞାପିତ ଅଞ୍ଚଳ ପରିଷଦ ବିଜୁମହିଳା ସଭାନେତ୍ରୀ ସଂଯୁକ୍ତା ବନଗୁଲା , ପାଟଣାଗଡ଼ ଉପସଭାନେତ୍ରୀ ଭାନୁ ପ୍ରିୟା ନାଏକ , ସଂପାଦିକା କସ୍ତୁରୀ ସେଠ , ଜିଲ୍ଲା ସାଧାରଣ ସମ୍ପାଦିକା ସଂଯୁକ୍ତା ପ୍ରଧାନ ,ଗିତାଞ୍ଜଳୀ ମିଶ୍ର ,  ଉଲବା ପଞ୍ଚାୟତ ସଂପାଦିକା ଜୟଶ୍ରୀ ମେହେର , କେନ୍ଦୁମୁଣ୍ଡି ପଞ୍ଚାୟତ ସଂପାଦିକା  ସଂଯୁକ୍ତା ମହାପାତ୍ର , ସ୍ବର୍ଣ୍ଣ ପ୍ରଭା ପ୍ରଧାନ , ତମିଆଁ ପଞ୍ଚାୟତ 

ସଂପାଦିକା  ସସ୍ମିତା ମେହେର  ଙ୍କ ସମେତ ପାଟଣାଗଡ ଉପଖଣ୍ଡ ଅଞ୍ଚଳ ର ସମସ୍ତ ସଭାପତି କାର୍ଯ୍ୟକର୍ତ୍ତା ଙ୍କ ନେତୃତ୍ବରେ ଶତାଧିକ  ମହିଳା କର୍ମୀ ଏକ ବିରାଟ ଶୋଭାଯାତ୍ରାରେ ବାହାରି କେନ୍ଦ୍ର ସରକାର ଙ୍କ ବିଫଳତା କୁ ପାଥେୟ କରି ଆଜି  ରାଷ୍ଟ୍ରପତି ଙ୍କ ଉଦ୍ଦେଶ୍ୟ ରେ ବିଭିନ୍ନ ସ୍ଳୋଗାନ ମାନ ଦେଇ ପାଟଣାଗଡ଼ ଉପଜିଲ୍ଲାପାଳ ବିଜୟା ନନ୍ଦ ସେଠୀଙ୍କୁ ଏକ ଦାବି ପତ୍ର ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like