-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଢେଙ୍କାନାଳ ବିଜୁ ମହିଳା ଜନତା ଦଳର ଅହେତୁକ ଦର ଦାମ ବୃଦ୍ଧି ବିରୁଦ୍ଧରେ ପ୍ରତିବାଦ ସଭା

01-Nov-2021



ଢେଙ୍କାନାଳ, ଓଡିଶାର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ସାରା ରାଜ୍ୟରେ ପେଟ୍ରୋଲ , ଡିଜେଲ , ରନ୍ଧନ ଗ୍ୟାସ , ଖାଇବା ତେଲ , ଡାଲି ସମେତ ଅନ୍ୟ ଅତ୍ୟାବଶ୍ୟକୀୟ ସାମଗ୍ରୀର ଦର ଦାମ ଅହେତୁକ ବୃଦ୍ଧି ଯୋଗୁ ସମସ୍ତ ଜିଲ୍ଲାରେ ପ୍ରତିବାଦ ସଭାମାନ ଅନୁଷ୍ଠିତ କରାଯାଇ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି । ଏହି ଅବସରରେ ଢେଙ୍କାନାଳ ବିଧାୟକ ସୁଧର କୁମାର ସାମଲ ଓ ବିଜେଡି ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ କୁମାର ନାୟକଙ୍କ ନିର୍ଦ୍ଦେଶରେ ଢେଙ୍କାନାଳ ବିଜୁ ମହିଳା ଜନତା ଦଳ ସଭାପତି ସାଗରୀକା ମିଶ୍ର ଓ କାର୍ଯ୍ୟକାରୀ ସଭାପତି ରୁବି ବିଶ୍ବାଳଙ୍କ ପ୍ରତ୍ୟକ୍ଷ ତତ୍ବାବଧାନ ଏବଂ ଯୁବ ବିଜେଡ ଓ ଛାତ୍ର ବିଜେଡିର ସହେଯାଗରେ ସୋମବାର ପୁର୍ବାହ୍ନରେ ଢେଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମୁଖରେ ଏକ ପ୍ରତିବାଦ ସଭା ଅନିଶ୍ଚିତ ହୋଇଥିଲା । ଏହି ସଭାରେ ରାଜ୍ୟ ଓ ଜିଲ୍ଲା ଏବଂ ଢେଙ୍କାନାଳ ନିର୍ବାଚନ ମଣ୍ଡଳୀର କର୍ମକ ମାନଙ୍କ ସମେତ ବହୁ ମହିଳା , ଯୁବ , ଓ ଛାତ୍ର ଏବଂ ବିଜେଡି ନେତୃମଣ୍ଡଳୀ ଯୋଗଦେଇ କେନ୍ଦ୍ର ସରକାରଙ୍କ ଏହି ଦରଦାମ ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ କରିଥିଲେ । ମୁଖ୍ୟ ଅତିଥିଭାବେ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ବିଜୟ କୁମାର ନାୟକ ଯୋଗଦେଇ କେନ୍ଦ୍ର ସରକାର ବିରୁଦ୍ଧରେ କହିଥିଲେ ଯେ କେନ୍ଦ୍ର ସରକାର ନିର୍ବାଚନ ସମୟରେ ଯୋଉଁ ପ୍ରତିଶୃତି ଦେଇଥିଲେ ସେ ପ୍ରତିଶୃତି ପ୍ରତାରଣାରେ ପରିଣତ ହୋଇଛି ଏବଂ ସାଧାରଣ ଲୋକଙ୍କୁ ଧୋକା ସାବ୍ୟସ୍ତ ହୋଇଛି । ଏ ସରକାରର କାର୍ଯ୍ୟ ବୋଝ ଉପରେ ଲଳିତା ବିଡ଼ା ସଦୃଶ ହୋଇଛି । ଏହାକୁ ଆମେ ଦୃଢ଼ ଭାବରେ ନିନ୍ଦା କରୁଛୁ । ଯଦି ଦରଦାମ ନିୟନ୍ତ୍ରଣରେ କେନ୍ଦ୍ରସରକାର ସୁଧାର ନ ଆଣେ ତେବେ ଆଗାମୀ ଦିନରେ ଜନାଧାରଣ ଏହାର ଜବାବ ଦେବେ । ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ମହିଳା ଉପ - ସଭାପତି ସାଇଶ୍ରୀ ପଟ୍ଟନାୟକ , ବିଜୁ ଜନତା ଦଳ କୃଷକ ଶାଖା ସଭାପତି ନରୋ ମ ସାହୁ , ବିଜେଡି ସାଧାରଣ ସମ୍ପାଦକ ଦେବାଶିଷ ମିଶ୍ର , ଯୁବନେତା ଶ୍ରୀକାନ୍ତ ଧଳ , ରାଜ୍ୟ ଛାତ୍ର ବିଜେଡି ସାଧାରଣ ସମ୍ପାଦକ ଶଶିକାନ୍ତ ମିଶ୍ର , ବିଜୁ ଛାତ୍ର ଜନତା ଦଳ ସଭାପତି ସୁରଜ ମହାପାତ୍ର , ପୁର୍ବତନ ନଗରପାଳ ସୁଧାଶୁ ଦଳେଇ , ରମେଶ ସାମଲ , ଯୁବ ବିଜେଡି ନଗର ସଭାପତି ବିନୋଦ କୁମାର ମହାନ୍ତି , ଆଲଟି ସଂଯୋଜକ ଗଙ୍ଗାଧର ରାଉତ , ଆଇନ ଜୀବି ପ୍ରଦ୍ୟୁମ୍ନ ନାଏକ , ପ୍ରଦୀପ ପଟ୍ଟନାୟକ , ରଞ୍ଜନ ନାୟକ , ମହିଳା ବିଜେଡି ଜିଲ୍ଲା ଉପ - ସଭାପତି ପୁର୍ଣିମା ଚାନ୍ଦ ସାହୁ , ଜିଲ୍ଲା ପରିଷଦ ସଦସ୍ୟା ଅର୍ଜନା ସହୁ , ଗଁଦିଆ ବ୍ଲକ ସଭାନେତ୍ରୀ ଗିତାଞ୍ଜଳୀ ଭୂୟାଁ , ସଦର ବ୍ଲକ ସଭାପତି ସୁନୀତା ସାହୁ , ସାଧାରଣ ସମ୍ପାଦିକା

ପ୍ରଣତି ପଣ୍ଡା , ଶ୍ରଦ୍ଧାଞ୍ଚଳୀ ସାହୁ , ସାଧାରଣ ସମ୍ପାଦିକା ସଂଯୁକ୍ତା ହୋତା , ଗୋଲାପ ସାହୁ , ନଗର ବିଜେଡି ମହିଳା ସଭାନେତ୍ରୀ ଶୁଭଲକ୍ଷ୍ମୀ ସାହୁ , ମାମିନା ଦିକ୍ଷିତ , ମାମାଲି ସାହୁ , ଅନୁସୟା ଦଳେଇଙ୍କ ସମେତ ବିଜୁ ମହିଳା ଜନତା ଦଳର ବହୁ ମହିଳା ନେତୃମଣ୍ଡଳୀ ଯୋଗଦାନ କରିଥିଲେ । ଶେଷରେ ଜିଲ୍ଲା ମହିଳା ଉପ - ସଭାନେତ୍ରୀ ଉର୍ବଶୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଦରଦାମ ନିୟନ୍ତ୍ରଣ ସମ୍ପର୍କରେ ଏକ ଦାବୀ ପତ୍ର ମହାମହିମ ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ଅତିରିହ ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଥିଲା । ଏବଂ ସଭା ପୁରାମ୍ଭରେ ଗୋପବନ୍ଧୁ ଟାଉନ ହଲ ଠାରୁ ମହିଳାମାନଙ୍କର ଏକ ବିଶାଳ ଶୋଭାଯାତ୍ରା ସଭାସୁଳ ପର୍ଯ୍ୟନ୍ତ ଆସିଥିଲା । ଏହି ଶୋଭାଯାତ୍ରାରେ ଗ୍ୟାସ ସିଲିଣ୍ଡରକୁ ଧରି ପ୍ରତିବାଦ କରିବାସହ କେନ୍ଦ୍ର ସରକାରଙ୍କ ବିରୋଦ୍ଧରେ ବିଭିନ୍ନ ସ୍ଲୋଗାନ ଦିଆଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like