-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଚିର ମରୁଡି ପ୍ରପୀଡ଼ିତ ବଲାଙ୍ଗୀର ଜିଲ୍ଲାର ବହୁ ପ୍ରତୀକ୍ଷିତ ଲୋୟର ସୁକତେଲ ଜଳ ପ୍ରକଳ୍ପ କୁ କାମ ଆରମ୍ଭ ରୁ ବିରୋଧ

04-Nov-2020



ବଲାଙ୍ଗୀର,(ପ୍ରେରଣା ଖବର) - ବଲାଙ୍ଗୀରର ଲାଇଫ୍‌ ଲାଇନ୍ ବା ଜୀବନରେଖା ପାଲଟିବ ବହୁ ପ୍ରତୀକ୍ଷିତ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ। ତେବେ ମୁଖ୍ୟତଃ ବିସ୍ଥାପନ ସମସ୍ୟା ଯୋଗୁଁ ଗତ ଦୁଇବର୍ଷ ହେଲା ବିଳମ୍ବିତ ହୋଇଥିବା ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଆଜି କାମ ଆରମ୍ଭ କରିବା ପାଇଁ ଚେଷ୍ଟା କରୁଥିବା ବେଳେ ପ୍ରବଳ ବିରୋଧ କରିଥିଲେ ବିସ୍ଥାପିତ । ଏନେଇ ଜଳସେଚନ ବିଭାଗ ସବୋର୍ଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ଏବଂ ଜମି ଅଧିଗ୍ରହଣ, ଥଇଥାନ ନିର୍ଦେଶକ ରାଜେନ୍ଦ୍ର ପଟ୍ଟନାୟକ ଅନ୍ୟ ଟେକନିକାଲ ଟିମ ସହିତ ପ୍ରକଳ୍ପ ଅଂଚଳକୁ ଯାଇଥିଲେ । ପ୍ରଥମେ ଦାବୀ ପୂରଣ କର ତାପରେ କାମ ଆରମ୍ଭ କରନ୍ତୁ ବୋଲି କହିଥିଲେ ବିସ୍ଥାପିତ । ଜୋରଦାର ନାରାବାଜୀ କରି ବିରୋଧ କରିବାରୁ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ପ୍ରକଳ୍ପ ଅଂଚଳରୁ ଫେରି ଆସିଥିଲେ ।

ସୂଚନାଯୋଗ୍ୟ ଯେ ଏହି ପ୍ରକଳ୍ପର ମନ୍ଥରତା ଓ ବିସ୍ଥାପିତଙ୍କୁ କ୍ଷତିପୂରଣ ନେଇ ବହୁବାର ବିଧାନସଭାରେ ଦାବି ଉଠିଥିବା ବେଳେ ବିସ୍ଥାପିତଙ୍କୁ ଉଚିତ କ୍ଷତିପୂରଣ ନେଇ ଦାବି ହୋଇଆସୁଛି। ଗତ ବର୍ଷ ବିଧାନସଭା ପ୍ରଶ୍ନ କାଳରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାୟକ ଶ୍ରୀ ମିଶଙ୍କ୍ରୁ ଲୋୟର ସୁକତେଲ ପ୍ରକଳ୍ପ କାର୍ଯ୍ୟ କିପରି ଆଗେଇବ ସେ ନେଇ ଦାୟିତ୍ବ ପ୍ରଦାନ କରିଥିଲେ। ବିଧାୟକ ଶ୍ରି ମିଶ୍ର ମଧ୍ୟ ବଲାଙ୍ଗିରର ଏକ୍ସନ କମିଟି ସମେତ ବିଭିନ୍ନ ସାମାଜିକ ସ˚ଗଠନ ସହିତ ବିଭିନ୍ନ ପର୍ଯ୍ୟାୟରେ ଆଳୋଚନା କରିଥିଲେ। ଗତ ସେପ୍ଟେମ୍ବର ୯ ତାରିଖରେ ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ ରଥ ଓ ଅତିରିକ୍ତ ସଚିବ (ଆରଏଣ୍ତ ଆର) ରାଜେନ୍ଦ୍ର ପଟ୍ଟନାୟକ ବଲାଙ୍ଗିର ଗସ୍ତକରି ଲୋୟର ସୁକତେଲ କାର୍ଯ୍ୟର ସମସ୍ୟା ନେଇ ସମୀକ୍ଷା କରିଥିଲେ। କିନ୍ତୁ ବିସ୍ଥାପିତଙ୍କୁ ୨୦୧୩ ବିସ୍ଥାପନ ନୀତି ଅନୁସାରେ କ୍ଷତିପୂରଣ କିମ୍ବା ଏକ୍‌ସ-ଗ୍ରାସିଆ କ୍ଷତିପୂରଣ ମଧ୍ୟରେ ରହିଥିବା ଦ୍ବନ୍ଦ୍ବ ଯୋଗୁଁ ପ୍ରକଳ୍ପ କାର୍ଯ୍ୟ ପ୍ରାୟ ଦୁଇ ବର୍ଷ ହେଲା ବନ୍ଦ ହୋଇ ପଡ଼ିଥିଲା। ତେଣୁ ଏହାକୁ ନେଇ ଜିଲ୍ଲାବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଥିଲା। ସରକାର ସକାରାତ୍ମକ ଆଭିମୁଖ୍ୟ ରଖିଲେ ବିଧାୟକ ଶ୍ରୀ ମିଶ୍ର ବିସ୍ଥାପିତ ଉଚିତ କ୍ଷତିପୂରଣ ପାଇବା ସହ କାମ ମଧ୍ୟ ଆରମ୍ଭ ହୋଇପାରିବ ବୋଲି କହିଛଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like