-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||     

HOME   ଜିଲ୍ଲା

ଭିନ୍ନକ୍ଷମଙ୍କୁ ଆକ୍ରମଣ ମାମଲା, ଅପରାଧୀଙ୍କୁ ସୁରକ୍ଷା ଦେଉଛି ପୋଲିସ

02-Nov-2021



ଦେଓଗାଁ, ଭିନ୍ନକ୍ଷମଙ୍କୁ ମରଣାନ୍ତକ ଆକ୍ରମଣଜଣେ ଭିନ୍ନକ୍ଷମକୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ବେଳେ ଆକ୍ରମଣକାରୀ ମାନଙ୍କୁ ପୋଲିସ ଏ ପର୍ଯ୍ୟନ୍ତ ଗିରଫ କରି ପାରି ନାହିଁ । ଏପରିକି ଭିନ୍ନକ୍ଷମ ଜଣକ ମାନବାଧିକାର କମିଶନର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ଫଳ ଶୁନ୍ ହୋଇଛି ।  ବଲାଙ୍ଗୀର ଜିଲ୍ଲା ତୁଷୁରା ଥାନ୍ତ ଅନ୍ତର୍ଗତ   ବଡବାହାଲ ଗ୍ରାମର ଏହି ଭିନ୍ନକ୍ଷମ ଶିକ୍ଷକ କିଶୋର କୁମାର ସାହୁ(୩୫)ଙ୍କୁ ବାଇକ୍ ରେ ତୁଷୁରା ଯାଉଥିବା ସମୟରେ ଗ୍ରାମର କିଛି ଯୁବକ ମରଣାନ୍ତକ ଆକ୍ରମଣ କରିଥିଲେ ।  ତେବେ ଏ ସଂକ୍ରାନ୍ତରେ ଭିନ୍ନକ୍ଷମ ଶିକ୍ଷକ ଜଣକ ତୁଷରା ଥାନରେ ଲିଖିତ ଅଭିଯୋଗ କରିଥିଲେ । ଏହା ହେଉଛି ଗତ ମେ ମାସର ଘଟଣା । ଆଜକୁ ଦୀର୍ଘ ୬ ମାସ ହେଲା ଏ ଘଟଣାରେ ସଂପୃକ୍ତ ଅପରାଧୀ ମାନଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି । ଭିନ୍ନକ୍ଷମ ଶିକ୍ଷକ ଜଣକ  ପୋଲିସ ଠାରୁ ଆରମ୍ଭ କରି ଜିଲ୍ଲାପାଳ ଏପରିକି ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋ ସାରିଲେଣି । କୁଆଡେ ପୋଲିସ ଅପରାଧୀ ମାନଙ୍କୁ ଘଣ୍ଟ ଘୋଡାଉ ଥିବା ଅଭିଯୋଗ ହେଉଛି । ତେଣୁ ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଭିନ୍ନକ୍ଷମ କିଶୋରଙ୍କୁ ନ୍ୟାୟ ପ୍ରଦାନ କରିବା ପାଇଁ ଦାବି ହେଉଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026

You Might Also Like