-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||     

HOME   ଜିଲ୍ଲା

ବଜରଙ୍ଗ ଦଳ ତରଫରୁ ରକ୍ତଦାନ ଶିବିର,୧୧୬ୟୁନିଟ ରକ୍ତ ସଂଗ୍ରହ

02-Nov-2021



ବିନିକା(ହିମାଂଶୁ ଶେଖର ପୁଟେଲ) ହୃତତ୍ମା ଦିବସ ଅବସରରେ ରାମ ଜନ୍ନଭୂମି ମନ୍ଦିର ନିର୍ମାଣ ପାଇଁ ବଳିଦାନ ଦେଇଥିବା କର ସେବକ ମାନଙ୍କ ଆତ୍ମାର ସଦଗତି ଓ ତାଙ୍କୁ ମନେ ପକାଇବା ଉଦ୍ଦେଶ୍ୟରେ ଆଜି ବିନିକା ବଜରଙ୍ଗ ଦଳ ତରଫରୁ ସ୍ଥାନୀୟ ଟାଉନହଲ ଠାରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ ହୋଇଥିଲା l ଏଥିରେ ଉଭୟ ମହିଳା ଓ ପୁରୁଷ ମିଶି ୧୧୬ଜଣ ସ୍ବେଚ୍ଛାସେବୀ ରକ୍ତଦାନ କରିଥିଲେ l ବଲାଙ୍ଗୀର ରକ୍ତଭଣ୍ଡାରରୁ ଷ୍ଟାଫ ଆସି ରକ୍ତ ସଂଗ୍ରହ କରିଥିଲେ l ଏଥିରେ ମୁଖ୍ୟ ଅତିଥି ଭାବେ ତହସିଲଦାର ଅଲେଖ ଘୁତା,ସମ୍ମାନିତ ଅତିଥି ଭାବେ ଜିଲ୍ଲା ସରପଞ୍ଚ ସଂଘ ସଭାପତି ଅରବିନ୍ଦ ବାରିକ,କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀଧର ରଥ,ରାଷ୍ଟ୍ରୀୟ ସଂଘର ବରିଷ୍ଠ କାର୍ଯ୍ୟକର୍ତ୍ତା ଡମ୍ବରୁ ମେହେର, ବଜରଙ୍ଗଦଳ ଜିଲ୍ଲା ସଂଯୋଜକ ଜିତୁ ବଡମାଲି,ପ୍ରଖଣ୍ଡ

ସଂଯୋଜକ ଅମ୍ବରିଶ ଦାଶ,ଜିଲ୍ଲା ରକ୍ତଦାତା ସଂଘ ସଭାପତି ମନୋଜ ପଣ୍ଡା,ବଜରଙ୍ଗଦଳ କାର୍ଯ୍ୟକର୍ତ୍ତା ହିମାଂଶୁ ଗର୍ତିଆ,ସୁଦର୍ଶନ ପଣ୍ଡା,ଶକୁନ ମିଶ୍ର,ସ୍ୱରୂପ ପାତ୍ର ପ୍ରମୁଖ ଯୋଗଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ l ଶିବିର ପରିଚାଳନାରେ ଫକିର ମୋହନ ଜାଲ, ଶଶାଙ୍କ ମେହେର,ସଚ୍ଚିଦାନନ୍ଦ ଦାଶ,ନିଲୁ,ରମେଶ,ହୃଷି,ଆଲୋକ,ଜଗା, ସୁଜନ,ଆକାଶ, ପ୍ରଦ୍ୟୁମ୍ନ,ଶାନ୍ତନୁ,ରିନ୍ତୁ, ତୋଫାନ,ବଡ଼,ଚନ୍ଦନ,କୁନାକ,ଦୀପକ,ବୁଲୁ,ପ୍ରକାଶ ପ୍ରମୁଖ ସହଯୋଗ  କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026

You Might Also Like