-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||     

HOME   ଜିଲ୍ଲା

ନରସିଂହଙ୍କ ଖଲିଆପାଲି ଗସ୍ତ- ସ୍କୁଲ ଗୃହ ଓ କଲ୍ୟାଣ ମଣ୍ଡପ ହେଲା ଉଦ୍‌ଘାଟିତ

02-Nov-2021



ବଲାଙ୍ଗିର(ପ୍ରେରଣା ଖବର) ଗତକାଲି ପୂର୍ବାହ୍ନରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ନିଜ ନିର୍ବାଚନ ମଣ୍ଡଳିର ବଲାଙ୍ଗିର ବ୍ଲକ ସ୍ଥିତ ଖଲିଆପାଲି ପଞ୍ଚାୟତର ଜାମସିଂହା ଓ କିରାବାହାଲ ଗସ୍ତ କରି ଲୋକଙ୍କ ଅଭାବ ସଂପର୍କରେ ଆଲୋଚନା କରିଥିଲେ । ଏହି ଗସ୍ତ ସମୟରେ ରାମସିଂହା ଠାରେ କେନ୍ଦ୍ରୀୟ ଅର୍ଥ କମିଶନ ଦ୍ୱାରା ପ୍ରଦତ୍ତ ଅନୁଦାନରେ ନିର୍ମାଣ ହୋଇଥିବା ଏକ ସ୍କୁଲ ଗୃହର ଉଦ୍‌ଘାଟନ ବିଧାୟକ ଶ୍ରୀ ମିଶ୍ର କରିଥିଲେ । ଉଦ୍‌ଘାଟନ ପରବର୍ତ୍ତି ସମୟରେ ଗାଁର ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଥିଲା । ବିଶେଷ କରି ଗାଁକୁ ଆସିଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ଶଗଡ ଯୋଜନା ଅନ୍ତର୍ଗତ ରାସ୍ତା ରକ୍ଷଣାବେକ୍ଷଣା କାମ ଅତି ନିମ୍ନମାନର ହୋଇଥିବାରୁ ବିଧାୟକ ଶ୍ରୀ ମିଶ୍ର କ୍ଷୋଭ ପ୍ରକାଶ କରିବା ସହ ଏହାର ଏକ ବିଧିବଦ୍ଧ ତଦନ୍ତ କରିବା ପାଇଁ ରିପୋର୍ଟ ପ୍ରଦାନ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଆହୁରି ମଧ୍ୟ ସେଠାରେ ନିର୍ମାଣଧିନ ଅଙ୍ଗନବାଡି କେନ୍ଦ୍ର  ପାଇଁ ମନରେଗା ଅନୁଦାନରୁ ଆସୁଥିବା ଅନୁଦାନ ଏ ପର୍ଯ୍ୟନ୍ତ ଆସିନଥିବାରୁ ଅନେକ ମାସ ହେଲା କାମ ଅଧା ପନ୍ତରିଆ ପଡିରହିଛି । ଫଳରେ ଛୋଟ ଛୋଟ କୋମଳମତି ଶିଶୁମାନଙ୍କୁ ନେଇ ଚାଲୁଥିବା ବିଭିନ୍ନ କାର୍ଯ୍ୟକ୍ରମ ହୋଇପାରୁନଥିବାରୁ ଛୋଟ ଛୋଟ ଶିଶୁମାନେ ହଇରାଣ ହେଉଛନ୍ତି । ଏ ସମସ୍ୟାକୁ ନେଇ ଉଚ୍ଚ ସ୍ତରୀୟ ଅଧିକାରୀଙ୍କ ସହିତ ଆଲୋଚନା କରି ଏହାର ସମାଧାନ କରିବେ ବୋଲି ବିଧାୟକ ଶ୍ରୀ ମିଶ୍ର ପ୍ରତିଶୃତି ଦେଇଥିଲେ । ପରେ ଏହି ପଞ୍ଚାୟତ ଅନ୍ତର୍ଗତ କିରାବାହାଲ ଠାରେ ୮ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହୋଇଥିବା ସ୍କୁଲ ଗୃହ ଏବଂ ୨୦ଲକ୍ଷ ଟଙ୍କାର ବ୍ୟୟ ଅଟକଳରେ ନିର୍ମାଣ ହୋଇଥିବା କଲ୍ୟାଣ ମଣ୍ଡପ ଶୁଭ ଉଦ୍‌ଘାଟନ ବିଧାୟକ ଶ୍ରୀ ମିଶ୍ର କହିଥିଲେ । ଏ ଅବସରରେ ଏହି ପଞ୍ଚାୟତର ବିଭିନ୍ନ ଯୋଜନାରେ ଯୋଗ୍ୟ ହିତାଧିକାରୀମାନଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ । ତା ସହ ଏଠାକାର ଗରିବ ଯୋଗ୍ୟ ହିତାଧିକାରୀମାନେ ଯେପରି ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ବାଦ୍ଧକ୍ୟ, ବିକଳାଙ୍ଗ, ବିଧବା ଭତ୍ତାରୁ ବଂଚିତ ନ ହେବେ ସେ ଉପରେ ବ୍ଲକ ସ୍ତରରେ ଥିବା ସମାଜିକ ସୁରକ୍ଷା ବିଭାଗ ତତ୍ପରତା ସହ କାମ କରୁ ବୋଲି ବିଧାୟକ ଶ୍ରୀ ମିଶ୍ର ନିର୍ଦ୍ଦେଶ ଦେଇଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ମିଶ୍ରଙ୍କ ସହ ଗୋଷ୍ଠି ଉନ୍ନୟନ ଅଧିକାରୀ ପ୍ରୀତମ କୁମାର ତନ୍ତି, ବ୍ଲକ ଉପାଧ୍ୟକ୍ଷା ଯଶୋବନ୍ତି ବଘାର, ସରପଞ୍ଚ ରାନିମା ପାତ୍ର, ବ୍ଲକ ସଭାପତି ରାମ ପ୍ରସାଦ ମିଶ୍ର, ବିଧାୟକଙ୍କ ପ୍ରତିନିଧି କିଶୋର କୁମାର ସିଂନିନା, କନିଷ୍ଠ ଯନ୍ତ୍ରୀ ରଶ୍ମିତା ମହାନ୍ତି, ମନରେଗା ଅଧିକାରୀ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ୟାମ ମୋହନ ବଢେଇଙ୍କ ସମେତ ସ୍କୁଲ ଶିକ୍ଷକ ଶିକ୍ଷୟତ୍ରୀ ଏବଂ ଶହସ୍ରାଧିକ ଗ୍ରାମବାସୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026

You Might Also Like