-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||     

HOME   ଜିଲ୍ଲା

ମୁର୍ଷୁଣ୍ଢୀ ଠାରେ ପୁରାତନ ଛାତ୍ରଛାତ୍ରୀ ସମାବେଶ

02-Nov-2021



ବୀରମହାରାଜପୁର, ( ବିନୋଦ ପାଣ୍ଡେ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ର ମୁର୍ଷୁଣ୍ଢୀ ରଘୁନାଥ ଉଚ୍ଚ ବିଦ୍ୟାଳୟର ୨୦୦୦ ମସିହା ମାଟ୍ରିକ ବ୍ୟାଚର ଛାତ୍ରଛାତ୍ରୀ ମାନେ ଜାତୀୟ ଏକତା ଦିବସରେ ଅବସରରେ ଏକ ବନ୍ଧୁ

ମିଳନ କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅବସରପ୍ରାପ୍ତ ଶିକ୍ଷକ ଷଷ୍ଠୀ ମିଶ୍ର ମୁଖ୍ୟ ଅତିଥି ବିଜ୍ଞାନ ଶିକ୍ଷକ ହିମାଂଶୁ ଶେଖର କର , ସନ୍ତୋଷ ପଣ୍ଡା, ପୁରୁଷୋତ୍ତମ ପଣ୍ଡା ଓ ଦୁର୍ଯ୍ୟୋଧନ ନାଏକ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ । ପୂର୍ବତନ ଛାତ୍ର ପ୍ରସନ୍ନ ନାଏକ ସଭା ପରିଚାଳନା କରିଥିଲେ । ପ୍ରଭକ୍ଷିତ ସାହୁ,  ଅନ୍ତର୍ଯ୍ୟାମୀ ପଣ୍ଡା, ବିଭୁତି ସାମଲ ସମେତ ପୂର୍ବତନ ଛାତ୍ର ରଶ୍ମିକାନ୍ତ ବାଦୀ,  ସୌମିତ୍ରୀ ବିଶ୍ବାଲ, କଷ୍ଟ ଭୋଇ, ସନତ ସିଂହ, ରାଜକୁମାର, ପଦ୍ମନାଭ, 

ବିଶ୍ବଜିତ, ଉମାକାନ୍ତ, ବୈଷ୍ଣବ, ଦାମୋଦର,ବିଶ୍ବରଞ୍ଜିତ ମହାପାତ୍ର, ସଂଗୀତା ପାଣିଗ୍ରାହୀ,  ସନ୍ତୋଷସୀନୀ ନାଏକ, ମୋନାଲିସା ନନ୍ଦ, ଶାନ୍ତିଲତା ମହାକୁର, ମଞ୍ଜୁଳତା ପଧାନ, ସୀତା ମେଣ୍ଡିଲି, ଲିଲି ଖଣ୍ଡଗିରି ପ୍ରମୁଖ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026

You Might Also Like