-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||     

HOME   ଜିଲ୍ଲା

ରୋଟାରୀ କ୍ଳବ ଅଫ୍ ବ୍ରହ୍ମପୁର ଇଷ୍ଟ ଆନୁକୂଲ୍ୟରେ ପଲ୍ସ ପୋଲିଓ ନିରାକରଣ ଓ ପାଣ୍ଠି ସଂଗ୍ରହ ସେମିନାର

02-Nov-2021



ଗଞ୍ଜାମ (ଉମା ମହାରଣା) ସମଗ୍ର ଦେଶରୁ ପୋଲିଓ ନିରାକରଣ ପାଇଁ ଜନ ସଚେତନତା ସୃଷ୍ଟି କରିବାରେ  ରୋଟାରୀ କ୍ଳବ ସମେତ ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ଗୁଡିକର ଗୁରୁ ଦାୟିତ୍ୱ ରହିଛି ବୋଲି ରୋଟାରୀ କ୍ଳବ ଅଫ୍ ବ୍ରହ୍ମପୁର ଇଷ୍ଟ ତରଫରୁ ଆୟୋଜିତ ଏକ ସେମିନାର୍ ରେ ଗଂଜାମ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ  ଉମାଶଙ୍କର ମିଶ୍ର ମତ ବ୍ୟକ୍ତ କରି ଛନ୍ତି ।ପୋଲିଓ ନିରାକରଣ ପାଇଁ ପାଣ୍ଠି ସଂଗ୍ରହ ଉଦ୍ଦେଶ୍ୟରେ ଆୟୋଜିତ ସେମିନାର୍ ରେ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଡାକ୍ତର ମିଶ୍ର ଜଳ ଓ ପରିମଳ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଇ ଜଳଦ୍ବାରା ପୋଲିଓ ପ୍ରସାର ଲାଭ କରିଥାଏ ବୋଲି ପ୍ରକାଶ କରିଥିଲେ ।କୋରୋନା ର ସାଂପ୍ରତିକ ସ୍ଥିତି ଉପରେ ମତପ୍ରକାଶ କରି ବର୍ତ୍ତମାନ ସୁଦ୍ଧା କୋରୋନା ହଟିନାହି ଏବଂ ସମସ୍ତେ କୋରୋନାର ଗାଇଡ୍ ଲାଇନ୍ ମାନି ଚଳିବାକୁ ହେବ ବୋଲି ସତର୍କ କରିଥିଲେ ।ଧର୍ମନଗର ସ୍ଥିତି କ୍ଳବର ସଭାଗୃହରେ କ୍ଳବର ସଭାପତି କାମରାଜୁ ମହାରଣା ଙ୍କ ସଭାପତିତ୍ବରେ ଆୟୋଜିତ ସେମିନାର୍ ରେ ରୋଟାରୀ ଜିଲ୍ଲା-3262ର କାର୍ଯ୍ୟକାରୀ ସଂପାଦକ ରୋଟାରୀଆନ୍ ଡି.ଶ୍ରୀନିବାସ ପୃଷ୍ଟି ,ସହକାରୀ ପ୍ରାନ୍ତ ପାଳ ଭି.ଅଜୟ ରାଜୁ ,ଡାକ୍ତର ଗୀତାଞ୍ଜଳୀ ଦାଶ ସମ୍ମାନିତ ଅତିଥି ଭାବେ ଯୋଗଦେଇ ରୋଟାରୀ କ୍ଳବ ଅଫ୍ ବ୍ରହ୍ମପୁର ଇଷ୍ଟର ବିଭିନ୍ନ କାର୍ଯ୍ୟକ୍ରମର ପ୍ରଶଂସା କରିଥିଲେ ।ଏହି ଅବସରରେ ଜିଲ୍ଲା ଦ୍ବାରା ପ୍ରଦତ୍ତ ସିଡିଏମଓ ଡାକ୍ତର ମିଶ୍ରଙ୍କୁ କୋରୋନା ଯୋଦ୍ଧା ମାନ ପତ୍ର କ୍ଳବ ସଭାପତି ପ୍ରଦାନ କରିଥିଲେ ।ପୂର୍ବତନ ସଭାପତି ଡାକ୍ତର ସମ୍ବିତ ବେଗ୍ ରାୟ ପଲ୍ସ ପୋଲିଓ ପାଣ୍ଠି ବୃଦ୍ଧି , ଅଜିତ କୁମାର ପୃଷ୍ଟି କୃତ୍ରିମ ଅଙ୍ଗ ପ୍ରଦାନ ସକ୍ଷମ-3 ର ଆଗାମୀ କାର୍ଯ୍ୟକ୍ରମ ଉପରେ ବକ୍ତବ୍ଯ ରଖିଥିଲେ,ପ୍ରଦୀପ କୁମାର ପଣ୍ଡା ମୁଖ୍ୟ ଅତିଥିଙ୍କର ପରିଚୟ  ପ୍ରଦାନ କରିଥିଲେ ।ପୂର୍ବତନ ସଭାପତି ପି.ସତ୍ୟନାରାୟଣ ମୁଖ୍ୟ ଅତିଥି ଓ ଅନ୍ୟାନ୍ୟ ଅତିଥି ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଶେଷରେ ପୂର୍ବତନ ସଭାପତି ପ୍ରଦୀପ କୁମାର ପଣ୍ଡା ଓ ରୋଟାରୀଆନ୍ ଲଳିତ ମଙ୍ଗରାଜ ଙ୍କ ପ୍ରଚେଷ୍ଟାରେ  ପୁରୀ ଜଗନ୍ନାଥ ମନ୍ଦିରରୁ ଆସିଥିବା ଅବଢା ମହାପ୍ରସାଦ ଉପସ୍ଥିତ ସମସ୍ତ ସଭ୍ୟ ଓ ଅତିଥି ମାନଙ୍କୁ ପରିବେଷଣ କରାଯାଇଥିଲା ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁରସ୍ଥିତ ସମସ୍ତ ରୋଟାରୀ କ୍ଳବର ସଭାପତି ଓ ସଭ୍ୟ ବୃନ୍ଦ ଅଂଶ ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026

You Might Also Like