-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||      ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ସ୍କେଟିଂଗ ପ୍ରତିଯୋଗିତା ଉଦଯାପିତ ୧୨୦ ଜଣ ପ୍ରତିଯୋଗୀ ଅଂଶଗ୍ରହଣ

02-Nov-2021



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) : ସ୍ଥାନୀୟ ମୁସ୍କାନ ସ୍କୁଲ ପରିସର ରେ ରାଜ୍ୟ ସ୍ତରୀୟ ରୋଲିଂଗ ସ୍କେଟିଂଗ ପ୍ରତିଯୋଗୀତା ଉଦଯାପିତ ହୋଇଛି  ଉଦଯାପନ ସମାରୋହ ର୍ବ ମୁଖ୍ୟ ଅତିଥି ଭାବେ ରୋଲିଂଗ ସ୍କେଟିଂଗ ଫେଡରେଶନ ଆଫ ଇଣ୍ଡିଆ ର ଉପସଭାପତି କିଶୋର ଭଣ୍ଡାରୀ, ସମ୍ମାନିତ ଅତିଥି ଭାବେ ପାଟନାଗଡ଼ ଉପଜିଲ୍ଲାପାଳ ବିଜୟାନନ୍ଦ ସେଠୀ, ଉପସ୍ଥିତ ଥିଲେ  l ଏହି ରାଜ୍ୟସ୍ତରୀୟ ସ୍କେଟିଂଗ ପ୍ରତିଯୋଗୀତା କୁ ବଲାଙ୍ଗୀର ଜିଲ୍ଲା ରୋଲିଂଗ ସ୍କେଟିଂଗ ସଂଘ ଆୟୋଜନ କରିଥିଲା 
ଉକ୍ତ ପ୍ରତିଯୋଗିତାରେ ରାଜ୍ୟର ବିଭିନ୍ନ ବର୍ଗ ପାଇଁ 120 ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ
ବଲାଙ୍ଗୀର, କଟକ,ବରଗଡ଼, ସୋନପୁର, ନୂଆପଡା, ସମ୍ବଲପୁର, ଖୁରଧା ଜିଲା ରୁ ପ୍ରତିଯୋଗୀ ,ଏବଂ କର୍ମକର୍ତ୍ତା ଅଂଶଗ୍ରହଣ କରିଥିଲେ, ଉକ୍ତ ପ୍ରତିଯୋଗିତାରେ ବିଜୟୀ ପ୍ରତିଯୋଗୀ ସର୍ଵ ଭାରତୀୟ ସ୍କେଟିଂଗ ପ୍ରତିଯୋଗୀତା ଦିଲ୍ଲୀ ଏବଂ ମୋହଲୀ  ରେ ଅଂଶଗ୍ରହଣ କରିବେ

ଉକ୍ତ  ପ୍ରତିଯୋଗିତା କୁ ଆୟୋଜନ କରିବା ପାଇଁ, ରୋଲିଂଗ ସ୍କେଟିଂଗ ଜିଲ୍ଲା ସଭାପତି ବରିୟାମ ସିଂହ ସାଲୁଜା, ସହିତ ସୁଶୀଲ ଶର୍ମା, ବ୍ରଜେଶ ମିତ୍ତଳ, ଅଜୟ ଅଗ୍ରୱାଲ, ରାକେଶ ଶର୍ମା ସହିତ ଅନ୍ୟ କର୍ମକର୍ତ୍ତା  ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ   25-Jul-2026
  ରାଜ୍ୟ  
ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   25-Jul-2026
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026

You Might Also Like