-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

 ଦୁଇ ପରିବାରର ୨୫ ଜଣଙ୍କୁ ନିଆଁ ପାଣି ବାସନ୍ଦ,  ବଲାଙ୍ଗିର ଏସପିଙ୍କ ଦ୍ୱାରସ୍ଥ ପୀଡିତ ପରିବାର 

02-Nov-2021



ବଲାଙ୍ଗୀର, (ପ୍ରେରଣା ଖବର)- ବିଭିନ୍ନ୍ ସରକାରୀ ଯେଜନା ସତ୍ୱେ ବଲାଙ୍ଗିର ଜିଲ୍ଲାରେ ଆଦିବାସିମାନଙ୍କ ଉପରେ ଅତ୍ୟାଚାର କମିବାର ନାଁ ନେଉନି । ମୂଖ୍ୟତଃ ବଲାଙ୍ଗିର ସଦର ଥାନା ଅଧିନରେ ଥିବା ଗ୍ରାମମାନଙ୍କରେ ଆଦିବାସୀମାନଙ୍କୁ ବାରମ୍ବାର ନିଆଁ ପାଣି ବାସନ୍ଦ ଭଳି ଅମାନବୀୟ ଅତ୍ୟାଚାରର ସମ୍ମୁଖୀନ ହେବାକୁ ପଡୁଥିବା ଅଭିଯୋଗ ହେଉଛି । ବଲାଙ୍ଗିର ସଦର ଥାନା ଅନ୍ତର୍ଗତ ରେଙ୍ଗାଲି ପଞ୍ଚାୟତ ର ତାଲଜୁରି ଗ୍ରମାରେ ଦୁଇଟି ପରିବାରର ପ୍ରାୟ ୨୫ ଜଣ ସଦସ୍ୟଙ୍କୁ ଗ୍ରାମର କିଛି ପ୍ରଭାବଶାଳୀ ବ୍ୟକ୍ତି ବେଶେଷ ଗାଁରେ ନିଆଁ ପାଣି ବାସନ୍ଦ କରିଥିବା ନେଇ ସଦର ଥାନାରେ ଲିଖିତ ଅଭିଯୋଗ ହୋଇଛି । 
   ସୂଚନାରୁ ପ୍ରକାଶ ଯେ, କିଛି ଦିନ ତଳେ ତାଲଜୁରି ଗ୍ରାମରେ ଆଦିବାସୀ ସଂଘ ତରଫରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଗାଁ ର ଗଙ୍ଗା ଧରୁଆ ଓ ରାଜେନ୍ଦ୍ର ବରିହାଙ୍କ ପରିବାର ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିନା ଅନୁମତିରେ କାହିଁକି ଅଂଶଗ୍ରହଣ କଲ ? ତମ ଆଦିବାସୀ ସଂଘ ବଡ ନାଁ ଆମେ ବଡ ବୋଲି କହି ଗ୍ରାମର ଧନଞ୍ଜୟ ବିଶ୍ୱାଲ, ତରୁଣ ପଟ୍ଟନାୟକ, ଶତୃଘନ ସାହୁ, ପ୍ରଶାନ୍ତ ସାହୁ, ଯୁବରାଜ ସାହୁ, ଗଦି ସାହୁ, ଜଗଦିଶ ପାତ୍ର, ବସୁ ସାହୁ, ଜଗବନ୍ଧୁ ସାହୁ ଗ୍ରମରେ ୨୮ ତାରିଖ ରାତିରେ କଙ୍ଗାରୁ କୋର୍ଟ ବସାଇ ବରିହା ଓ ଧରୁଆ ପରିବାରକ ନିଆଁ ପାଣି, ଦୋକାନ ବଜାର  ବାସନ୍ଦ କରିଥିଲେ । ଏହା ସହ   ଉଭୟ ପରିବାରକୁ ଅସ୍ରାବ୍ୟ ଭାଷାରେ ଗାଳିଗୁଲଜ କରିବା ସହିତ  ବାସନ୍ଦ ନମାନିଲେ  ଜୀବନରୁ ମାରିଦେବା ଓ ଘର ପୋଡିଦେବା ଧମକ ଦେଇଥିବା ତାଲଜୁରି ଗ୍ରାମର ଗଙ୍ଗା ଧରୁଆ ଓ ରାଜେନ୍ଦ୍ର ବରିହା ପରିବାର ବର୍ଗ ସଦର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ସଦର ଥାନା ଅନ୍ତର୍ଗତ ବିଭିନ୍ନ ଗ୍ରାମରେ ଏଭଳି ଘଟଣା ବାରମ୍ବାର ଘଟୁଥିବା ବେଳେ ଘଟଣା ଉପରେ ବଲାଙ୍ଗିର ଆରକ୍ଷୀ ଅଧିକ୍ଷକଙ୍କ ଦୃଷ୍ଟି ଆକର୍ଷଣ ତଥା ଦୋଷୀଙ୍କ ଉପରେ ଶୀଘ୍ର କାଯ୍ୟାନୁଷ୍ଠାନ  ଗ୍ରହଣ କରିବା ପାଇଁ ଉଭୟ ପରିବାର ବଲାଙ୍ଗିର ଆରକ୍ଷୀ ଅଧିକ୍ଷକଙ୍କୁ ମଧ୍ୟ ଲିଖିତ ଭାବେ ଜଣାଇଛନ୍ତି । ତେବେ ସଦର ଥାନା ପକ୍ଷରୁ ଏହି ଘଟଣାରେ ତାଲଜୁରି ଗ୍ରାମର ଧନଞ୍ଜୟ ବିଶ୍ୱାଲ,ଶତୃଘ୍ନ ସାହୁ, ତରୁଣ ପଟ୍ଟନାୟକ, ଜଗଦୀଶ ପାତ୍ର ଓ ଟିକେଲାଲ ସାହୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ସୂଚନା ରହିଛି ।  
    


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like