-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||      ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   (23-Jul-2026)       ||      ଦିଲ୍ଲୀ ଜନ୍ତର-ମନ୍ତର ପ୍ରତିବାଦ ଓ ବିଜେଡ଼ି-କଂଗ୍ରେସ ଦୋମୁହାଁ ନୀତି ବିରୋଧରେ ବିଜେପିର ବିଶାଳ ଗର୍ଜନ*   (23-Jul-2026)       ||     

HOME   ଜିଲ୍ଲା

କୃଷିଋଣ ମହା ଦୁର୍ନୀତି ଅଭିଯୋଗ- ଚାଷୀ ଘେରିଲେ ବ୍ୟାଙ୍କ

02-Nov-2021



ବଲାଙ୍ଗୀର (ପ୍ରେରଣା ଖବର)-  ଆଜି ବୁବେଲ, ଜାମଗାଁ ଓ ବଇରାସର ପେକ୍ସ ଅନ୍ତର୍ଗତ ବାହାଲବୁକା,ଜୁହ୍ନାପଦର, ଫଟକରା, ଛମତଲା ଆଦି ଗାଁର ପେକ୍ସ ସଭ୍ୟସଭ୍ୟାମାନେ ଋଣ ମହାଦୁର୍ନିତୀରେ ତାଙ୍କଠୁ ହଡ଼ପ ହୋଇଥିବା ଟଙ୍କାର ସବିଶେଷ ତଥ୍ୟ ମାଗିବା ପାଇଁ ଶହ ଶହ ମହିଳା ଓ ପୁରୁଷ ଚାଷୀମାନେ ସମବା  ବେଙ୍କର ସଦର ଶାଖାକୁ ଘେରାଓ କରିଥିଲେ । “କୃଷକ ସଂଘର୍ଷ ସମିତି”ର ସଭାପତି ବିଭୁଦତ୍ତ ମିଶ୍ରଙ୍କ ନେତୃତ୍ୱରେ ଚାଷୀମାନେ ପ୍ରଥମେ ଏଲ୍ ଏନ୍ ଏସ୍ କ୍ଳବ ପଡ଼ିଆ ଠାରେ ଏକତ୍ରୀତ ହୋଇ ଏକ ବିରାଟ ଶୋଭାଯାତ୍ରାରେ ସମବା  ବ୍ୟାଙ୍କର ସଦର ଶାଖାକୁ ଯାଇଥିଲେ ।
ଚାଷୀମାନେ ଲୋନ ଲେଜର ବହି ତଥା ତାଙ୍କ ଏକାଉଣ୍ଟ ଷ୍ଟେଷ୍ଟମେଣ୍ଟ ଦେଖିବା ଦାବୀରେ ଅଟଳ ରହି ବ୍ୟାଙ୍କକୁ ଘୋରାଉ କରିଥିବା ବେଳେ ବେଙ୍କର ଶାଖା ପରିଚାଳିକା ଶ୍ରୀମତୀ ନନ୍ଦ ତଥା ବେଙ୍କର ବରିଷ୍ଠ ଅଧିକାରୀ ଜ ନ୍ତ ମହାନ୍ତି ଘେରାଉ ସ୍ଥଳକୁ ଆସି ଚାଷୀଙ୍କ ସହ କଥା ହୋଇ ପ୍ରଥମେ ଅରାଜି ହେଉଥିବା

ବେଳେ ପରେ ସଂଗଠନ ଚାପରେ ବାଧ୍ୟ ହୋଇ ଚାଷୀଙ୍କ ବିଗତ ତିନି ବର୍ଷର ଷ୍ଟେଟମେଣ୍ଟ ଅପ୍ ଏକାଉଣ୍ଟ ଦେବା ପାଇଁ ସମ୍ମତି ହୋଇ ସାମୁହିକ ଭାବରେ ଦରଖାସ୍ତଗୁଡ଼ିକ ଗ୍ରହଣ କରିଥିଲେ । ଏବଂ ଆଗାମୀ ତିନି ଦିନ ଭିତରେ ସମସ୍ତ ତଥ୍ୟ ଦେବାକୁ ନିର୍ଭର ପ୍ରତିଶୃତି ହେଇଥିଲେ ।ଏହି ଆନ୍ଦୋଳନରେ ମିଳିତ କୃଷକ ସଂଗଠନର ମଧୁସୂଦନ କ୍ଷେତି, ସୂଚନାଅଧିକାର କର୍ମୀ ଶଙ୍କର ପାଣିଗ୍ରାହୀ, ସମାଜ ସେବୀ ସୁରଥ ପଟେଲ, ରୁପଧର ପଧାନ, ତହସିଲ ମାଝୀ, ଦଁ ନିଧି ରଣା,ପଁ୍‌ଚୁ ନାଗ, ବୃନ୍ଦାବତୀ ବଢ଼ିଆ,ନିର୍ମଳ ଡ଼ାଙ୍ଗ, ଗଣେଶ୍ୱର ଓ କାଳି ପ୍ରଧାନ ପ୍ରମୁଖ ଯୋଗଦେଇ ଆଗାମୀ ୭ଦିନ ଭିତରେ ଏହାର ସମାଧାନ ନ ହେଲେ ପୁଇଁତଲା ଥାନାରେ ଏତଲା ସହିତ କୃଷି ଋଣ ମହା ଦୁର୍ନିତୀରେ ସାମିଲ ଥିବା ଅଧିକାରୀମାନଙ୍କ ବିରୁଦ୍ଧରେ ଅପରାଧିକ ମାମଲା ଋଜ୍ଜୁ କରିବାକୁ ଚେତାବନୀ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026
  ଜିଲ୍ଲା  
ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି   24-Jul-2026
  ଜିଲ୍ଲା  
ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   24-Jul-2026

You Might Also Like