-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ରେମତା ଠାରେ କୋଶଲ କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

02-Nov-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) : କୋଶଲ କପ୍ ନକ୍ ଆଉଟ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ କୃଷକପଲ୍ଲୀ ଆୟୋଜନ କରିଥିବା  ତୃତୀୟ ବର୍ଷ ରେ ଅନୁଷ୍ଠିତ କୋଶଲ କପ୍ ଧୀରପୁର ଖେଳ ପଡିଆ ରେ ବହୁ ଆଡମ୍ବର ସହକାରେ  ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠିତ ଏହି କୋଶଲ କପ୍ ରେ ପ୍ରଥମ ଦିବସ ରେ ଚାରୋଟି ଦଳ ଅଂଶଗ୍ରହଣ କରିଥିଲେ l କୋଶଲ କପ୍ ଟୁର୍ଣ୍ଣାମେଣ୍ଟର ପ୍ରତିଷ୍ଠାତା ଏ ଅଞ୍ଚଳର ସୁନାମଧନ୍ୟ ସମାଜସେବୀ ଶ୍ରୀମାନ ସୁଜିତ ଗଡତିଆ ପ୍ରାରମ୍ଭେ ଏହି କାର୍ଯ୍ୟକ୍ରମ ରେ ଯୋଗଦାନ କରିବାକୁ ଆସିଥିବା ଅତିଥି ମାନଙ୍କୁ ସ୍ୱାଗତ କରି ମଞ୍ଚ ଉପରକୁ ପାଛୋଟି ଆଣିଥିଲେ l ବିଜେପୁର ନିର୍ବାଚନ ମଣ୍ଡଳୀ ର ଲୋକପ୍ରିୟ ବିଧାୟିକା ରୀତା ସାହୁ ଙ୍କ ସୁପୁତ୍ର ଯୁବନେତା ସୈାରଭ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପ୍ରାରମ୍ଭେ ଦୀପପ୍ରଜ୍ଜୋଳନ କରି ଶୁଭାରମ୍ଭ କରିବା ପୂର୍ବରୁ ରେମତା ଗ୍ରାମ ପଞ୍ଚାୟତ ର ସମିତି ସଭ୍ୟ ବିନୟ ଗଡତିଆ ଙ୍କ ମାତା ଙ୍କ ବିୟୋଗରେ ୨ ମିନିଟ୍ ନିରବ ପ୍ରାର୍ଥନା ପରେ ଆସିଥିବା ଫୁଟବଲ ଖେଳାଳୀ ମାନେ ତାଙ୍କ ଖେଳ ପ୍ରଦର୍ଶନ ଆରମ୍ଭ କରିଥିଲେ lଏହି କୋଶଲ କପ୍ ଟୁର୍ଣ୍ଣାମେଣ୍ଟ କୁ ସମ୍ମାନିତ ଅତିଥି

ଭାବେ The Pharmaceutical College ବରପାଲି ର ସମ୍ପାଦକ ଶ୍ରୀଯୁକ୍ତ ନରେନ୍ଦ୍ର ହୋତା, ରେମତା ସରପଞ୍ଚ ଅନୀତା ପଟେଲ, ବରଗଡ ବିଜୁ ମହିଳା ଜନତା ଦଳ ର ଡିଜିଟାଲ ସେକ୍ରେଟାରୀ ଶ୍ରୀମତୀ ରସ୍ମିତା ମେହେର,ସର୍ଜନ ନିର୍ଗୁଣ,ଧର୍ମ ସାହୁ ଯୋଗଦାନ କରି ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ lପ୍ରଥମ ମ୍ୟାଚ ଲେଣ୍ଡା ଫୁଟବଲ ଦଳ ସହିତ କନମାର ଫୁଟବଲ ଦଳ ସହ ଘମାଘୋଟ ମ୍ୟାଚ ହୋଇ ଶେଷରେ ଲେଣ୍ଡା ଫୁଟବଲ ଦଳ ବିଜୟୀ ହୋଇଥିଲେ lଦ୍ୱିତୀୟ ମ୍ୟାଚ ସମୟ ଉପନୀତ ପୂର୍ବରୁ ସାଂସଦ ଙ୍କ ପ୍ରତିନିଧି ଧିରୋଜ ପ୍ରଧାନ, ସମ୍ମାନିତ ଅତିଥି ଭାବେ ସମାଜସେବୀ ସୁରେନ୍ଦ୍ର ପାତ୍ର,ବି.ଏନ ନିଉଜ ଚ୍ୟାନେଲ ର ପ୍ରତିଷ୍ଠାତା ଶ୍ରୀମାନ ଅଭୟ ପଟ୍ଟନାୟକ ଯୋଗଦାନ କରି ଖେଳାଳି ମାନଙ୍କ ମନୋବଳ ବଢାଇଥିଲେ lଦ୍ୱିତୀୟ ମ୍ୟାଚ ବରଗଡ ର ଆହ୍ୱାନ କ୍ଳବ ଏବଂ ମାଲିପାଲି ଫୁଟବଲ ଦଳ ସାଙ୍ଗରେ ଖୁବ୍ ସଂଘର୍ଷ ପୂର୍ଣ୍ଣ ମ୍ୟାଚ ହୋଇ ବରଗଡ ଆହ୍ୱାନ କ୍ଳବ ବିଜେତା ଭାବେ ଘୋଷିତ ହୋଇଥିଲେ lପର୍ଯାୟକ୍ରମେ ବରଗଡ ଆହ୍ୱାନ କ୍ଳବ,ମାଲିପାଲି ଫୁଟବଲ ଦଳ,କେନବାର ଫୁଟବଲ ଦଳ,ଲେଣ୍ଡା ଫୁଟବଲ ଦଳ ଚିତ୍ତାକର୍ଷକ ଖେଳ ପ୍ରଦର୍ଶିତ କରି ଖେଳ ଉପଭୋଗ କରିବାକୁ ଆସିଥିବା ଦର୍ଶନ ମାନଙ୍କୁ ଖୁବ୍ ଆନନ୍ଦିତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like