-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||      ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   (23-Jul-2026)       ||      ଦିଲ୍ଲୀ ଜନ୍ତର-ମନ୍ତର ପ୍ରତିବାଦ ଓ ବିଜେଡ଼ି-କଂଗ୍ରେସ ଦୋମୁହାଁ ନୀତି ବିରୋଧରେ ବିଜେପିର ବିଶାଳ ଗର୍ଜନ*   (23-Jul-2026)       ||      "ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱ ହିଁ ସବୁଠାରୁ ବଡ଼ ଶକ୍ତି"   (23-Jul-2026)       ||      ପ୍ରଧାନ ଶିକ୍ଷକ ମାନଙ୍କ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ    (23-Jul-2026)       ||      କୋକସରା ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ଶିବିର ଅନୁଷ୍ଠିତ।   (23-Jul-2026)       ||      ଭାରତୀୟ ମଜଦୂର ସଂଘ ନୂଆପଡ଼ା ଶାଖା ଦ୍ଵାରା ୭୨ ତମ ପ୍ରତିଷ୍ଠା ଦିବସ ପାଳିତ   (23-Jul-2026)       ||     

HOME   ଖେଳ

ରେମତା ଠାରେ କୋଶଲ କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

02-Nov-2021




ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) : କୋଶଲ କପ୍ ନକ୍ ଆଉଟ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ କୃଷକପଲ୍ଲୀ ଆୟୋଜନ କରିଥିବା  ତୃତୀୟ ବର୍ଷ ରେ ଅନୁଷ୍ଠିତ କୋଶଲ କପ୍ ଧୀରପୁର ଖେଳ ପଡିଆ ରେ ବହୁ ଆଡମ୍ବର ସହକାରେ  ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠିତ ଏହି କୋଶଲ କପ୍ ରେ ପ୍ରଥମ ଦିବସ ରେ ଚାରୋଟି ଦଳ ଅଂଶଗ୍ରହଣ କରିଥିଲେ l କୋଶଲ କପ୍ ଟୁର୍ଣ୍ଣାମେଣ୍ଟର ପ୍ରତିଷ୍ଠାତା ଏ ଅଞ୍ଚଳର ସୁନାମଧନ୍ୟ ସମାଜସେବୀ ଶ୍ରୀମାନ ସୁଜିତ ଗଡତିଆ ପ୍ରାରମ୍ଭେ ଏହି କାର୍ଯ୍ୟକ୍ରମ ରେ ଯୋଗଦାନ କରିବାକୁ ଆସିଥିବା ଅତିଥି ମାନଙ୍କୁ ସ୍ୱାଗତ କରି ମଞ୍ଚ ଉପରକୁ ପାଛୋଟି ଆଣିଥିଲେ l ବିଜେପୁର ନିର୍ବାଚନ ମଣ୍ଡଳୀ ର ଲୋକପ୍ରିୟ ବିଧାୟିକା ରୀତା ସାହୁ ଙ୍କ ସୁପୁତ୍ର ଯୁବନେତା ସୈାରଭ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପ୍ରାରମ୍ଭେ ଦୀପପ୍ରଜ୍ଜୋଳନ କରି ଶୁଭାରମ୍ଭ କରିବା ପୂର୍ବରୁ ରେମତା ଗ୍ରାମ ପଞ୍ଚାୟତ ର ସମିତି ସଭ୍ୟ ବିନୟ ଗଡତିଆ ଙ୍କ ମାତା ଙ୍କ ବିୟୋଗରେ ୨ ମିନିଟ୍ ନିରବ ପ୍ରାର୍ଥନା ପରେ ଆସିଥିବା

ଫୁଟବଲ ଖେଳାଳୀ ମାନେ ତାଙ୍କ ଖେଳ ପ୍ରଦର୍ଶନ ଆରମ୍ଭ କରିଥିଲେ lଏହି କୋଶଲ କପ୍ ଟୁର୍ଣ୍ଣାମେଣ୍ଟ କୁ ସମ୍ମାନିତ ଅତିଥି ଭାବେ The Pharmaceutical College ବରପାଲି ର ସମ୍ପାଦକ ଶ୍ରୀଯୁକ୍ତ ନରେନ୍ଦ୍ର ହୋତା, ରେମତା ସରପଞ୍ଚ ଅନୀତା ପଟେଲ, ବରଗଡ ବିଜୁ ମହିଳା ଜନତା ଦଳ ର ଡିଜିଟାଲ ସେକ୍ରେଟାରୀ ଶ୍ରୀମତୀ ରସ୍ମିତା ମେହେର,ସର୍ଜନ ନିର୍ଗୁଣ,ଧର୍ମ ସାହୁ ଯୋଗଦାନ କରି ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ lପ୍ରଥମ ମ୍ୟାଚ ଲେଣ୍ଡା ଫୁଟବଲ ଦଳ ସହିତ କନମାର ଫୁଟବଲ ଦଳ ସହ ଘମାଘୋଟ ମ୍ୟାଚ ହୋଇ ଶେଷରେ ଲେଣ୍ଡା ଫୁଟବଲ ଦଳ ବିଜୟୀ ହୋଇଥିଲେ lଦ୍ୱିତୀୟ ମ୍ୟାଚ ସମୟ ଉପନୀତ ପୂର୍ବରୁ ସାଂସଦ ଙ୍କ ପ୍ରତିନିଧି ଧିରୋଜ ପ୍ରଧାନ, ସମ୍ମାନିତ ଅତିଥି ଭାବେ ସମାଜସେବୀ ସୁରେନ୍ଦ୍ର ପାତ୍ର,ବି.ଏନ ନିଉଜ ଚ୍ୟାନେଲ ର ପ୍ରତିଷ୍ଠାତା ଶ୍ରୀମାନ ଅଭୟ ପଟ୍ଟନାୟକ ଯୋଗଦାନ କରି ଖେଳାଳି ମାନଙ୍କ ମନୋବଳ ବଢାଇଥିଲେ lଦ୍ୱିତୀୟ ମ୍ୟାଚ ବରଗଡ ର ଆହ୍ୱାନ କ୍ଳବ ଏବଂ ମାଲିପାଲି ଫୁଟବଲ ଦଳ ସାଙ୍ଗରେ ଖୁବ୍ ସଂଘର୍ଷ ପୂର୍ଣ୍ଣ ମ୍ୟାଚ ହୋଇ ବରଗଡ ଆହ୍ୱାନ କ୍ଳବ ବିଜେତା ଭାବେ ଘୋଷିତ ହୋଇଥିଲେ lପର୍ଯାୟକ୍ରମେ ବରଗଡ ଆହ୍ୱାନ କ୍ଳବ,ମାଲିପାଲି ଫୁଟବଲ ଦଳ,କେନବାର ଫୁଟବଲ ଦଳ,ଲେଣ୍ଡା ଫୁଟବଲ ଦଳ ଚିତ୍ତାକର୍ଷକ ଖେଳ ପ୍ରଦର୍ଶିତ କରି ଖେଳ ଉପଭୋଗ କରିବାକୁ ଆସିଥିବା ଦର୍ଶନ ମାନଙ୍କୁ ଖୁବ୍ ଆନନ୍ଦିତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026
  ଜିଲ୍ଲା  
ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି   24-Jul-2026
  ଜିଲ୍ଲା  
ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   24-Jul-2026
  ଜିଲ୍ଲା  
ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   24-Jul-2026
  ଜିଲ୍ଲା  
ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   24-Jul-2026
  ଜିଲ୍ଲା  
ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   24-Jul-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   24-Jul-2026

You Might Also Like