-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||     

HOME   ଜିଲ୍ଲା

ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ଦ୍ବାରା ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ଏକ ଅଟୋ ଏକ୍ସପୋ ଅନୁଷ୍ଠିତ

03-Nov-2021



ଢେଙ୍କାନାଳ:- ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ଦ୍ବାରା ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ଏକ ଅଟୋ ଏକ୍ସପୋ ଅନୁଷ୍ଠିତ ହୋଇଯାଇଛି। ଏହାକୁ ଜୋନାଲ୍ ଅଫିସ, ଭୁବନେଶ୍ବରର ଡେପୁଟୀ ଜେନେରାଲ ମ୍ୟାନେଜର କୁନ୍ଦନ ଜ୍ଯୋତି ଉଦଘାଟନ କରିଥିଲେ। ଆଞ୍ଚଳିକ କାର୍ଯ୍ଯାଳୟ, ଅନୁଗୁଳର ଆଞ୍ଚଳିକ ପ୍ରବନ୍ଧକ ପ୍ରମୋଦ କୁମାର ପ୍ରଧାନ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଅଟୋ ଏକ୍ସପୋରେ ସାତଟି କାର୍ କମ୍ପାନୀର ଡିଲରମାନେ ଭାଗ ନେଇଛନ୍ତି ଓ ଏହା ଦୁଇଦିନ ବ୍ଯାପୀ ଚାଲୁ ରହିବ।

ଏହି ଅବସରରେ ମୁଖ୍ଯ ଅତିଥି ଡିଜିଏମ କୁନ୍ଦନ ଜ୍ୟୋତି  ମେସର୍ସ୍ ଜଗନ୍ନାଥ ଲେୟର ଫାର୍ମକୁ  ଉଦଘାଟନ କରିଥିଲେ। ଏହି ଫାର୍ମୀକୁ ମହିଷପାଟ ଏଡିବି ଶାଖାରୁ ୬.୫ କୋଟି ଋଣ ପ୍ରଦାନ କରାଯାଇଅଛି।

ଏତଦବ୍ୟତୀତ ଢେଙ୍କାନାଳ ଜିଲ୍ଲାରରେ କାର୍ଯ୍ଯରତ ଗ୍ରାହକ ସେବା କେନ୍ଦ୍ରର ପ୍ରତିନିଧି( ସିଏସପି) ଓ ବିଜନେସ୍ କରସପୋଣ୍ଡେଣ୍ଟ୍ ( ବିସି)ମାନଙ୍କୁ ଉନ୍ନତମାନର ଗ୍ରାହକ ସେବା ପ୍ରଦାନ କରୁଥିବା କାରଣରୁ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା। ଢେଙ୍କାନାଳ ଜିଲ୍ଲାରରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ୨୪ଟି ଶାଖା ଓ ୧୪୭ଟି ଗ୍ରାହକ ସେବା କେନ୍ଦ୍ର କାର୍ଯ୍ୟକରୁଛି। 

 

ଏହି କାର୍ଯ୍ୟକ୍ରମରେ ଷ୍ଟେଟ୍ ବ୍ୟାଙ୍କ୍ ଢେଙ୍କାନାଳ ଶାଖାର ମୁଖ୍ଯ ପ୍ରବନ୍ଧକ ବିଜୟ କୁମାର ଶତପଥୀ, ଆରଏସିସି ଢେଙ୍କାନାଳର ମୁଖ୍ଯ ପ୍ରବନ୍ଧକ ମୀନକେତନ ବାରଲେବଡ଼ିଆ, ମହିଷପାଟ ଏଡିବି ଶାଖାର ପ୍ରବନ୍ଧକ ସମ୍ବିତ୍ କୁମାର ମହାନ୍ତି, ଢେଙ୍କାନାଳ ବଜାର ଶାଖାର ପ୍ରବନ୍ଧକ ସଚ୍ଚିଦାନନ୍ଦ ଓଝା ଓ ଆଞ୍ଚଳିକ କାର୍ଯ୍ୟାଳୟର ମୁଖ୍ଯ ପ୍ରବନ୍ଧକ(ବିକ୍ରି) ସୁଶାନ୍ତ କୁମାର ନାୟକ ପ୍ରମୁଖ ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026

You Might Also Like