-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||     

HOME   ଜିଲ୍ଲା

ବରଗଡ ଜିଲ୍ଳାରେ ଅହେତୁକ ନିଶା କାରବାର ଉପରେ ଅଙ୍କୁଶ ନେଇ ସୁରକ୍ଷା ଦାବି କଲା ସମ୍ବିଧାନ ସୁରକ୍ଷା ମଞ୍ଚ

03-Nov-2021



ବରଗଡ଼(ନିରଞ୍ଜନ ତ୍ରିପାଠୀ) : ବରଗଡ଼ ଜିଲ୍ଲା ସାରା ସହର ଠାରୁ ଆରମ୍ଭ କରି ଗ୍ରାମାଞ୍ଚଳ ଯାଏଁ ଦିନକୁ ଦିନ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହେଉଥିବା ବେଳେ ବରଗଡ଼ ସହର ଓ ଅନ୍ୟ ବ୍ଳକ ମାନଙ୍କରେ ନିଶା କାରବାର ଦ୍ରୁତ ଗତିରେ କାୟା ବିସ୍ତାର କରିବାରେ ଲାଗିଛି । ଯୁବକ ମାନେ ମୁଖ୍ୟତଃ  ନିଶା ଟାବଲେଟ, ଇଞ୍ଜେକସନ,କଫସିରପ୍ ସେବନ ରେ ଗ୍ରାସ ହୋଇ ନିଜ ଜୀବନକୁ ଖରାପ କରିବା ସହ ପରିବାର ଓ ସମାଜ ଉପରେ ବିପଦ ସୃଷ୍ଟି କରୁଛନ୍ତି । ଏପରିକି ଗତକାଲି ବରଗଡ ପୋଲିସ ମଧ୍ୟ ଏହାର ଆକ୍ରୋଶ ର ଶିକାର ହେଇଛନ୍ତି । ତେଣୁ ଏହି ବ୍ୟାଧି କୁ ନିରାକରଣ କରିବା ପାଇଁ ଏକ ମିଳିତ ଉଦ୍ୟମ ଆବଶ୍ୟକ ଥିବାବେଳେ ଯେଉଁମାନେ ଏହି ନିଶା କାରବାର ରେ ସମ୍ପୃକ୍ତ ଅଛନ୍ତି ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସମ୍ବିଧାନ ସୁରକ୍ଷା ମଂଚ ପକ୍ଷରୁ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି । ଆବାହକ ପବିତ୍ର ଦେହେରି, ରମେଶ ମହାପାତ୍ର, ସିବାନନ୍ଦ ମଟାରି, ଭବାନୀ ସାହୁ, ମରିୟମ ବାର୍ଳା ମାନେ ଏହି ଅତିରିକ୍ତ ଏସ୍. ପି ଙ୍କୁ ଭେଟିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026

You Might Also Like