-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||     

HOME   ଜିଲ୍ଲା

ନିଟ ମେଡିକାଲ ପ୍ରବେଶିକା ରେ ୟୁବୋଦୟ ଛାତ୍ର ଛାତ୍ରୀ ମାନଙ୍କ କୃତିତ୍ୱ

03-Nov-2021



ବଲାଙ୍ଗୀର - ଯୁବୋଦୟ କଲେଜ୍ ର ପାଞ୍ଚ ଜଣ ଛାତ୍ର ଚଳିତ ବର୍ଷ ଏନ. ଟି.ଏ. ଆନୁକୁଲ୍ୟରେ ସର୍ବଭାରତୀୟ ସ୍ତରରେ ପରିଚାଳିତ ମେଡିକାଲ ପ୍ରବେଶିକା ପରୀକ୍ଷାରେ ଅଦ୍ଭୁତ ପୂର୍ଣ୍ଣ ରେଙ୍କ ରଖି କଲେଜ୍ ତଥା ବଲାଙ୍ଗୀର ର ସମ୍ମାନ ବଜାୟ 

ରଖିଛନ୍ତି । ସମୁଦାୟ ୭୨୦ ମାର୍କ ରୁ ଷୋମେଶ ଷଡ଼ଙ୍ଗୀ ୬୯୦, ଅଙ୍କିତ ସାଠୁଆ ୬୭୩, ବିପ୍ଳବ ଖମାରୀ ୬୫୬, ଆର୍ଯ୍ୟାନ୍ ନାୟକ ୬୫୪ ଓ ସୋମ ପ୍ରକାଶ ସାହୁ ୬୪୦ ମାର୍କ ରଖି ଏମ୍ସ କଲେଜ୍ ତଥା ଶ୍ରୀ ରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ରେ ଡାକ୍ତରୀ ପଢ଼ିବା ପାଇଁ ଆଶା କୁ ଉଜ୍ଜୀବିତ କରିଛନ୍ତି । ଏହି କୃତିତ୍ୱ ପାଇଁ ଜୁବୋଦୟ କଲେଜ୍ ପକ୍ଷରୁ କୃତି ଛାତ୍ର ତଥା ଅବିଭାବକ ମାନଙ୍କୁ ସମ୍ମାନିତ କରାଯାଇଥିଲା । ଏହି ସମ୍ମାନିତ ପର୍ବରେ ମୁଖ୍ୟ ଅତିଥି ଭାବରେ ଭୀମଭୋଇ ମେଡିକାଲ

କଲେଜ ର ଡିନ ଡାକ୍ତର ସବିତା ମହାପାତ୍ର କୃତି ଛାତ୍ର ମାନଙ୍କୁ ତାଙ୍କର ସଫଳତା ପାଇଁ ସମ୍ମାନିତ କରିଥିଲେ ।କଲେଜ୍ ର ପ୍ରତିଷ୍ଠାତା ନିର୍ଦ୍ଦେଶକ ଆମ୍ବରିଶ ଦାସ  କୃତି ଛାତ୍ର ମାନଙ୍କ ଉତ୍ତୋରୋତର ଉନ୍ନତି ପାଇଁ କାମନା କରିବା ସହ ଆଗାମୀ ଦିନରେ ବଲାଙ୍ଗୀର ଜିଲ୍ଲାରୁ ଅନେକ କୃତି ଛାତ୍ର ଛାତ୍ରୀ ବାହାରିବେ ବୋଲି ଆଶା ବ୍ୟକ୍ତ କରିଥିଲେ । ଏହି କାର୍ଯକ୍ରମ କୁ କଲେଜ୍ ର ଅଧ୍ୟାପକ ସନ୍ଦୀପ କୁଆଁର ପରିଚାଳନା କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026

You Might Also Like