-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ମାତିଛନ୍ତି ଦାଦନ ଦଲାଲ, କାମ ନା ରେ ଲୋକଙ୍କୁ ନେଇ ଅନ୍ୟତ୍ର ବିକ୍ରି କରୁଥିବା ହୋଇଛି ଅଭିଯୋଗ ।

03-Nov-2021



ଧର୍ମଗଡ଼ ( ଜ୍ୟୋତିରଞ୍ଜନ ବେମାଲ).                     ସରକାର ଗ୍ରାମାଂଚଳର ଶ୍ରମିକ ମାନଙ୍କୁ ଦୈନିକ କାମ ଯୋଗାଇ ଦେଇ ପରିବାର ପ୍ରତିପୋଷଣ କରିବାକୁ ସ୍ୱାବଲମ୍ବୀ କରିବା ପାଇଁ ବିଭିନ୍ନ ଯୋଜନା କରୁଛନ୍ତି । ହେଲେ ରାଜ୍ୟ ସରକାର ଏହି ଯୋଜନାରେ ଶ୍ରମିକ ମାନଙ୍କୁ କାମ ଯୋଗାଇ ଦେଇପାରୁନଥିବାରୁ ଗ୍ରମାଂଚଳରେ ଥିବା ଶ୍ରମିକ ମାନେ କାମ ଅଭାବରୁ ନିଜ ଜୀବନକୁ ଦଲାଲ ହାତରେ ଟେକି ଦେଇ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯିବାକୁ ବାଧ୍ୟ ହେଉଛନ୍ତି ଏବଂ ମାନସିକ ଓ ଶାରିରିକ ନିର୍ଯ୍ୟାତନାର ଶିକାର ହେଉଛନ୍ତି । ଏଭଳି ଏକ ଅଭିଯୋଗ ଆସିଛି କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ରଏନଗୁଡା ଗାଁରୁ ।  ଧର୍ମଗଡ ବ୍ଲକ ଜୟନ୍ତପୁର ପଂଚାୟତ ର ରଏନଗୁଡା ଗାଁ   ଏହି ଗାଁର ଅଧିକାଂଶ ଲୋକେ କୁଲି ମଜୁରି କରି ନିଜର ପରିବାରର ଭରଣପୋଷଣ କରିଥାନ୍ତି । ହେଲେ କାମ ଧନ୍ଦା ଅଭାବରୁ ନିଜ ଜୀବନକୁ ଦାଦନ ଦଲାଲ ହାତରେ ବିକ୍ରି କରି ଏବେ ମାନସିକ ଓ ଶାରିରିକ ନିର୍ଯ୍ୟାତନାର ଶିକାର ହେଉଥିବା ଅଭିଯୋଗ ଆସିଛି । ରଏନଗୁଡା ଗ୍ରାମର ୧୦ରୁ ଉର୍ଦ୍ଧ୍ୱ ଲୋକ କୋକସରା ବ୍ଲକ ବଡପୋଡାଗୁଡା ଗ୍ରାମର ଦାଦନ ଦଲାଲ କାଳିଆ ମେହେର ର ପ୍ରଲୋଭନରେ ଆସି ଦାଦନ ଖଟିବା ପାଇଁ ନବରଙ୍ଗପୁର ଜିଲ୍ଲା ଉମରକୋଟ କୁ କାମ ପାଇଁ ଯାଇଥିଲେ । ହେଲେ ଦାଦନ ଦଲାଲ ତାଙ୍କୁ ଉମରକୋଟ ଠାରେ ଛାଡି ଫେରାର ମାରିବା ପରେ ଉମରକୋଟ ଠାରେ ଥିବା ଦୁଇ ଜଣ ଦାଦନ ଦଲାଲ ତାଙ୍କୁ ନେଇ ଆନ୍ଧ୍ରପ୍ରଦେଶରେ ଖଟାଉଥିବା ଅଭେିଯାଗ ଆସିଛି । ଆନ୍ଧ୍ରପ୍ରଦେଶରେ ରଏନଗୁଡାର ଶ୍ରମିକ ମାନଙ୍କୁ ମାନସିକ ଓ ଶାରିରିକ ନିର୍ଯ୍ୟାତନା ଦେଉଥିବା ଶ୍ରମିକ ମାନେ ନିଜ ପରିବାରକୁ ଫୋନ ଯୋଗେ ଜଣାଇବାରୁ ଜୟନ୍ତପୁର ସରପଂଚଙ୍କୁ ସହିତ ସମସ୍ତ ପରିବାର ବର୍ଗ ଆସି ଧର୍ମଗଡ ଉପଜିଲ୍ଲାପାଳ ଠାରେ ଶ୍ରମିକ ମାନଙ୍କୁ ଉଦ୍ଧାର ପାଇଁ ଜଣାଇଛନ୍ତି । ତେବେ ଧର୍ମଗଡ ବ୍ଲକରେ ମନରେଗା ଯୋଜନାରେ କାମ ଯୋଗାଇ ଦିଆଯାଉନଥିବା ଯୋଗୁଁ ବାଧ୍ୟ ହୋଇ ଶ୍ରମିକ ମାନେ ରାଜ୍ୟ ବାହାରକୁ ଯାଇ ଦାଦନ ହୋଇ ନିର୍ଯ୍ୟାତନାର ଶିକାର ହେଉଥୀବା ଅଭିଯୋଗ କରିଛନ୍ତି ଜୟନ୍ତପୁର ସରପଂଚ । ଅନ୍ୟପଟେ ଜିଲ୍ଲା ଶ୍ରମ ଅଧିକାରୀଙ୍କ ସହିତ ଯୋଗାଯୋଗ କରି ଦାଦନ ମାନଙ୍କୁ ଶିଘ୍ର ଉଦ୍ଧାର କରାଯିବ ବୋଲି ସହକାରୀ ଜିଲ୍ଲାପାଳ କହିଛନ୍ତି । କେନ୍ଦ୍ର ସରକାରଙ୍କ ଶ୍ରମିକ ମାନଙ୍କ ପାଇଁ ରହିଥିବା ମନରେଗା ଯୋଜନାକୁ ସ୍ଥାନୀୟ ପ୍ରଶାସନିକ ସଠିକ ଭାବେ କାର୍ଯ୍ୟକାରୀ ନକଲେ ଏମିତି ଦାଦନ ସଂଖ୍ୟା ବଢିବା ସହ ନିର୍ଯ୍ୟାତିତ ହୋଇ ମୃତ୍ୟୁବରଣ କରି ଫେରୁଥିବେ ଦାଦନ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like