-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ବିନ୍ଧ୍ୟବାସିନୀ ଡିଗ୍ରୀ ମହାବିଦ୍ୟାଳୟରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର

03-Nov-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) :ପଦ୍ମପୁର ଉପଖଣ୍ଡ ଅଧିନସ୍ଥ ପାଇକମାଲ ବିନ୍ଧ୍ୟବାସିନୀ ଡିଗ୍ରୀ ମହାବିଦ୍ୟାଳୟରେ ଯୁବ ରେଡକ୍ରସ ପକ୍ଷରୁ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଲୋହିତ କୁମାର ବାରିକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରକ୍ତଦାନ ଶିବିରରେ ମୁଖ୍ୟ ଅତିଥି ଭାବରେ ପାଇକମାଲ ବି.ଡି.ଓ ଉପାଞ୍ଜଳୀ ମାଝୀ

ଯୋଗଦାନ କରିଥିଲେ । ସମ୍ମାନନୀୟ ଅତିଥି ଭାବରେ ବୁକୁରାମୁଣ୍ଡା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୌମ୍ୟରଞ୍ଜନ ଦାସ, ପାଇକମାଲ ବିଦ୍ୟୁତ ବିଭାଗର ଏସ.ଡି.ଓ ପୁରନ୍ଦର ସାହୁ, ଏ.ବି.ଡି.ଓ ଭୀଷ୍ମ ଦେବ ମାଝୀ, ଡା.ସୁରେଶ ଅଗ୍ରୱାଲ,ବୁକୁରାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ କାର୍ଯ୍ୟରତ ପି.ଏଚ.ଇ.ଓ  ତୁଷ କୁମାର ଚନ୍ଦ୍ରକାର,ବି.ପି.ଓ ରେବତି ମୋହନ ଜେନା, ସାମ୍ବାଦିକ ସୁରଥ ସାହୁ ଯୋଗଦାନ କରିଥିଲେ । ପଦ୍ମପୁର ରକ୍ତ ଭଣ୍ଡାର ର ଟେକନିସିଆନ୍ ସଂଗ୍ରାମ କେଶରୀ ମହନ୍ତ ଓ କର୍ମଚାରୀ ମାନେ ରକ୍ତ  ସଂଗ୍ରହ କରିବାରେ ସାହାଯ୍ୟ

କରିଥିଲେ । ଏଥିରେ ସମୁଦାୟ ୨୦ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା । ଯୁବ ରେଡକ୍ରସ ସଂଯୋଜକ ଦେବରାଜ ସାହୁ ରକ୍ତଦାନ ଶିବିର ପରିଚାଳନା କରିଥିବା ବେଳେ ମାସ ସଂଯୋଜକ ଆଦିକନ୍ଦ ବିଶ୍ବାଳ, ଆଜକା ଅନୁଷ୍ଠାନ ର ନିତ୍ୟାନନ୍ଦ ଜେନା, ମହାବିଦ୍ୟାଳୟର ଅଧ୍ୟାପକ ପ୍ରଦୀପ୍ତ କୁମାର ସାହୁ, ପ୍ରଭାତ କୁମାର ବିଶ୍ଵାଳ, ପ୍ରଦୀପ ଦେୱାନ , ମୀନା କୁମାରୀ ସାହୁ ପ୍ରମୁଖ ଅଧ୍ୟାପକ ଅଧ୍ୟାପିକା ତଥା  ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ଓ ଛାତ୍ର ଛାତ୍ରୀମାନେ  ବିଭିନ୍ନ କାର୍ଯ୍ୟରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like