-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||     

HOME   ରାଜ୍ୟ

ଓଡ଼ିଆ ଚଳଚ୍ଚିତ୍ର ଫେରିଲେ ମୁଁ ତୁମର ର ଶୁଭମୁହୁରତ୍‌

03-Nov-2021



ଭୁବନେଶ୍ୱର(ଅମୃତ ନନ୍ଦ) ବବି ମିଶ୍ର ଫିଲ୍ମସ୍ ବ୍ୟାନରରେ ନିର୍ମାଣାଧୀନ ଓଡ଼ିଆ ରୋମାଣ୍ଟିକ କମେଡି ମୁଭି ‘ଫେରିଲେ ମୁଁ ତୁମର’ ର ଆଜି ଶୁଭ ମୁହୁରତ୍ ଅନୁଷ୍ଠିତ ହୋଇଯାଇଛି । ଏହି ଚଳଚ୍ଚିତ୍ରରେ କାହାଣୀ ଓ ପ୍ରଯୋଜନା ଅଭିନେତା ବବି ମିଶ୍ର ରହିଥିବା ବେଳେ ଓଲିଉଡ଼ ର ଜଣାଶୁଣା ନିର୍ଦ୍ଦେଶକ ସୁଧାକର ବସନ୍ତ ଏହି

ଚଳଚ୍ଚିତ୍ରରେ ନିର୍ଦ୍ଦେଶନା ଦାୟିତ୍ୱରେ ରହିଛନ୍ତି । ଟୁନା ଦ୍ୱିବେଦୀ ଏଥିରେ  କାର୍ଯ୍ୟନିର୍ବାହୀ ପ୍ରଯୋଜକ ଭାବରେ କାମ କରିଛନ୍ତି । ଚଳଚ୍ଚିତ୍ରରେ ଡ. ରଜନୀ ରଂଜନଙ୍କ ଦମଦାର ଡାଏଲଗ୍ ଦର୍ଶକଙ୍କ ମନ ଛୁଇଁ ପାରିବ ବୋଲି ଆଶା କରାଯାଉଛି । ଡାଏଲଗ ଅଭିନେତା ବବି ମିଶ୍ର ପ୍ରଥମ ଥର ପାଇଁ ପ୍ରଯୋଜନା କ୍ଷେତ୍ରକୁ ଆସୁଥିବା

ବେଳେ ଖୁବ ଶୀଘ୍ର ଏହା ବଡ ପରଦାରେ ରିଲିଜ ହେବ ବୋଲି ପ୍ରଯୋଜକ ସଂସ୍ଥା ତରଫରୁ ପ୍ରକାଶ । ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ସମ୍ବିତ(ନାୟକ), ତୃପ୍ତି(ନାୟିକା), ବବି ମିଶ୍ର, ପପି ସାନ୍ତୁକା, ହରି ମହାପାତ୍ର, ପିଣ୍ଟୁ ନନ୍ଦ, ପ୍ରତିଭା ପଣ୍ଡା, ମଧୁସୂଦନ ରାଓ, ବାପି, ଶୁଭମ ଓ ଅମର ଆଦି କଳାକାର ଅଭିନୟ କରୁଛନ୍ତି । 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026

You Might Also Like