-+91-9937148622 |

prerana_bgr@rediffmail.com |

  Tuesday 21st July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅନ୍ତର୍ହିତ ହେଲେ ବରପାଲି ଆକାଶର ଧ୍ରୁବତାରା ବିଶିଷ୍ଟ ସମାଜସେବୀ ଧ୍ରୁବ ଚରଣ ମେହେରଙ୍କ ପରଲୋକ   (20-Jul-2026)       ||      ଦ୍ୱିତୀୟ ଦିନ ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍♦️ ୧୧ ବର୍ଷ ବାଳକ ଫାଇନାଲରେ ସମର୍ଥ ଓ ଅର୍ଣ୍ଣବ ମୁକାବିଲା   (20-Jul-2026)       ||      ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (20-Jul-2026)       ||      ବରପାଲିରେ ରାଜ୍ୟ ସ୍ତରୀୟ ଶ୍ରୀ ଜଗନ୍ନାଥ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଯାପିତ।   (20-Jul-2026)       ||      ହେରା ପଞ୍ଚମୀରେ ଗୁଣ୍ଡିଚା ଆଡ଼ପ ମଣ୍ଡପରେ ପ୍ରଭୁଙ୍କ ରାମ-ଲକ୍ଷ୍ମଣ ଅବତାର ବେଶ   (20-Jul-2026)       ||      ସିଂଘିଯୁବା ପଞ୍ଚାୟତ କାର୍ଯ୍ୟାଳୟରେ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ   (20-Jul-2026)       ||      ପ୍ରଧାନ ଶିକ୍ଷକଙ୍କ ବଦଳି ସ୍ଥଗିତ ଦାବୀରେ ଗ୍ରାମବାସୀ ସ୍କୁଲରେ ତାଲା ମାରିଲେ ।   (20-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ବେଶ ଦର୍ଶନ ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ପାଇଁ ଚଳ ଚଞ୍ଚଳ ଶ୍ରୀ ଗୁଣ୍ଡିଚା ମନ୍ଦିର*-   (20-Jul-2026)       ||      ଆମେରିକାର ରୋଡ଼ସ ଆଇଲ୍ୟାଣ୍ଡରେ ରଥଯାତ୍ରାର ଭବ୍ୟ ଆୟୋଜନ*   (20-Jul-2026)       ||      ସୁପ୍ରିୟା ମାର୍ଗ ରେ ରୌପ୍ୟ ଜୟନ୍ତୀ♦️♦️ ରଥଯାତ୍ରା ଅବସରରେ ନିଆରା କାର୍ଯ୍ୟକ୍ରମ    (20-Jul-2026)       ||      ଅଳ୍ପରେ ଦେଶ ବିଦେଶର ଅନେକ ଖବର.....   (20-Jul-2026)       ||      ଦିଗୁଲମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଚାଳନା କମିଟି ଗଠିତ   (20-Jul-2026)       ||      *ଜିଲ୍ଲା ବିଜେପି ପକ୍ଷରୁ ସଂପର୍କ ଅଭିଜାନ ଉତ୍ସବ*- *ସାଂସଦ ଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ବହୁ ବିଶିଷ୍ଟ ବ୍ୟକ୍ତି*   (20-Jul-2026)       ||      କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||     

HOME   ଜିଲ୍ଲା

ବନ୍ଧୁତାପୂର୍ଣ୍ଣ ମ୍ୟାଚରେ ବିନିକା ସ୍ପୋର୍ଟସ କ୍ଲବ ବିଜୟୀ

04-Nov-2021



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ସିଦ୍ଧାର୍ଥ କଲେଜ ଗରୁଡ କେମ୍ପସ ଠାରେ ଆଜି ବିନିକା ସ୍ପୋର୍ଟସ କ୍ଲବ ବନାମ ଧର୍ମଶାଳା ମଧ୍ୟରେ ଏକ ବନ୍ଧୁତାପୂର୍ଣ୍ଣ କ୍ରିକେଟ ମ୍ୟାଚ ଦିୟୁଜ ବଳବ ସହାୟତାରେ ଅନୁଷ୍ଟିତ ହୋଇଥିଲା l ଟଚ ଜିତି ପ୍ରଥମେ ବ୍ୟାଟିଂ କରିଥିବା ସ୍ପୋର୍ଟସ କ୍ଲବ ୩୦ ଓଭରରେ ୭ୱିକେଟ ହରାଇ ୩୪୬ରନ କରିଥିଲା ଦଳ ପକ୍ଷରୁ ପିଣ୍ଟୁ ୭୭ବଲରେ ୧୨୨ରନ(୧୧ଛକା,୮ଚୌକା),ବାବୁଲୂ ୪୦ବଳରେ ୫୯ରନ(୨ ଛକା,୧୦ଚୌକା),ସୁନୀଲ ୫୦ବଳରେ ୯୩ରନ(୪ ଛକା,୧୩ଚୌକା) କରିଥିଲେ l ଧର୍ମଶାଳା ୨୪.୫ ଓଭରରେ ସମସ୍ତ ୱିକେଟ ହରାଇ ୧୯୮ରନ କରିଥିଲା ଦଳ ପକ୍ଷରୁ ଅମଳନ ୨୦ବଳରେ ୪୨ରନ ଓ ବିକାଶ ୧୯ବଲରେ ୨୩ରନ କରିଥିଲେ l ଖେଳକୁ ଦିଲ୍ଲୀପ ଓ ବାବୁଲୁ ପରିଚାଳନା କରିଥିଲେ l ଏହି ବନ୍ଧୁତା ପୂର୍ଣ୍ଣ ମ୍ୟାଚ ଦେଖିବା ପାଇଁ ବହୁ କ୍ରୀଡ଼ାପ୍ରେମୀଙ୍କ ଭିଡ଼ ଜମିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅନ୍ତର୍ହିତ ହେଲେ ବରପାଲି ଆକାଶର ଧ୍ରୁବତାରା ବିଶିଷ୍ଟ ସମାଜସେବୀ ଧ୍ରୁବ ଚରଣ ମେହେରଙ୍କ ପରଲୋକ   20-Jul-2026
  ଜିଲ୍ଲା  
ଦ୍ୱିତୀୟ ଦିନ ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍♦️ ୧୧ ବର୍ଷ ବାଳକ ଫାଇନାଲରେ ସମର୍ଥ ଓ ଅର୍ଣ୍ଣବ ମୁକାବିଲା   20-Jul-2026
  ଜିଲ୍ଲା  
ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   20-Jul-2026
  ଜିଲ୍ଲା  
ବରପାଲିରେ ରାଜ୍ୟ ସ୍ତରୀୟ ଶ୍ରୀ ଜଗନ୍ନାଥ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଯାପିତ।   20-Jul-2026
  ଜିଲ୍ଲା  
ହେରା ପଞ୍ଚମୀରେ ଗୁଣ୍ଡିଚା ଆଡ଼ପ ମଣ୍ଡପରେ ପ୍ରଭୁଙ୍କ ରାମ-ଲକ୍ଷ୍ମଣ ଅବତାର ବେଶ   20-Jul-2026
  ଜିଲ୍ଲା  
ସିଂଘିଯୁବା ପଞ୍ଚାୟତ କାର୍ଯ୍ୟାଳୟରେ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ   20-Jul-2026
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କ ବଦଳି ସ୍ଥଗିତ ଦାବୀରେ ଗ୍ରାମବାସୀ ସ୍କୁଲରେ ତାଲା ମାରିଲେ ।   20-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ବେଶ ଦର୍ଶନ ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ପାଇଁ ଚଳ ଚଞ୍ଚଳ ଶ୍ରୀ ଗୁଣ୍ଡିଚା ମନ୍ଦିର*-   20-Jul-2026
  ଜିଲ୍ଲା  
ଆମେରିକାର ରୋଡ଼ସ ଆଇଲ୍ୟାଣ୍ଡରେ ରଥଯାତ୍ରାର ଭବ୍ୟ ଆୟୋଜନ*   20-Jul-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ରେ ରୌପ୍ୟ ଜୟନ୍ତୀ♦️♦️ ରଥଯାତ୍ରା ଅବସରରେ ନିଆରା କାର୍ଯ୍ୟକ୍ରମ   20-Jul-2026
  ଦେଶ ବିଦେଶ  
ଅଳ୍ପରେ ଦେଶ ବିଦେଶର ଅନେକ ଖବର.....   20-Jul-2026
  ଜିଲ୍ଲା  
ଦିଗୁଲମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଚାଳନା କମିଟି ଗଠିତ   20-Jul-2026

You Might Also Like