-+91-9937148622 |

prerana_bgr@rediffmail.com |

  Sunday 19th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||      *ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ବଲାଙ୍ଗିର ସାଂସଦ ଙ୍କୁ ଦାବୀ ପତ୍ର ପ୍ରଦାନ*-   (18-Jul-2026)       ||      ନର୍ଲା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଜାତୀୟ ସ୍ତରରେ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ   (18-Jul-2026)       ||      *ଦୁର୍ଘଟଣା ରେ ଅଙ୍ଗନବାଡି କର୍ମୀ ମୃତ,ଅଙ୍ଗନବାଡି ସଂଘ ତରଫରୁ ଜାତୀୟ ରାଜପଥ ଅବରୋଧ*   (18-Jul-2026)       ||      ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   (18-Jul-2026)       ||      ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   (18-Jul-2026)       ||     

HOME   ଜିଲ୍ଲା

ମମିତା ମେହେର ହତ୍ୟାକାଣ୍ଡର ଖଳନାୟକ ଗୋବିନ୍ଦ ସାହୁ ସହ ଘନିଷ୍ଠ ସମ୍ପର୍କ ଥିବା ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ବହିଷ୍କାର ଓ ସିବିଆଇ ତଦନ୍ତ ଦାବୀରେ ନର୍ଲା ବିଜେପି ତରଫରୁ ପଲମ ଫାଣ୍ଡିରେ ମାମଲା ଦରଜ

04-Nov-2021



ନର୍ଲା (ସଞ୍ଜୀବ ଦାସ) ରାଜ୍ୟର ବହୁ ଚର୍ଚ୍ଚିତ ମହାଲିଙ୍ଗ ସନ୍ ସାଇନ୍ ପବ୍ଲିକ୍ ସ୍କୁଲ୍ ଅଧ୍ୟକ୍ଷା ମମିତା ମେହେର୍ ଙ୍କ ହତ୍ୟାକାଣ୍ଡର ଖଳନାୟକ ଉକ୍ତ ବିଦ୍ୟାଳୟର ମାଲିକ ଗୋବିନ୍ଦ ସାହୁ ଗିରଫ ହୋଇ ଜେଲ୍ ଯିବାଦିନ ଠାରୁ ଏହି ମାମଲାରେ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ଆଣି ଗୁରୁବାର ଦିନ ନର୍ଲାବ୍ଲକ ଅଧିନ ପଲମ ଠାରେ ବିଜେପି ତରଫରୁ ଜିଲ୍ଲା ଉପ ସଭାପତି ଅନିରୁଦ୍ଧ ପଧାନଙ୍କ ନେତୃତ୍ୱ ଓ ରୁପ୍ରା ମଣ୍ଡଳ ସଭାପତି କିର୍ତ୍ତିଚନ୍ଦ୍ର ମାହାରଙ୍କ ଆହ୍ୱାନ କ୍ରମେ ଏକ ବିଶାଳ ଶୋଭାଯାତ୍ରା ପଲମ ଜଗନ୍ନାଥ ମନ୍ଦିର ଠାରୁ ବାହାରି ବିଭିନ୍ନ ନାରାବାଜି କରିବା ସହ ପଲମ ଫାଣ୍ଡିରେ ପହଞ୍ଚିଥିଲେ । ପଲମ ଫାଣ୍ଡି ଅଧିକାରୀ ଅସିତ ପଣ୍ଡାଙ୍କୁ କ୍ୟାପଟେନ୍ ଶ୍ରୀ ମିଶ୍ରଙ୍କ ଗିରଫ ଦାବୀ ଓ ମମିତା ମେହେର ଘଟଣାର ସିବିଆଇ ତଦନ୍ତ ଦାବୀକରି ମାମଲା ଦରଜ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ସରିଆଁ ମଣ୍ଡଳ ସଭାପତି ସଞ୍ଜୟ ମାଝୀ, କଶୃପଡା ମଣ୍ଡଳ ସଭାପତି ହେମ ପୁଝାରୀ, କୃଷକ ମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରୀଣୀ ସଦସ୍ୟ ଶ୍ରୀକାନ୍ତ ହୋତା, ଜିଲ୍ଲା କାର୍ଯ୍ୟକାରୀଣୀ ସଦସ୍ୟ ପଦ୍ମଲୋଚନ ମିଶ୍ର, ସରୋଜ ସେଠ, ଧନୁର୍ଜୟ ବାରିକ ଓ ଦିବାକର ବାଗ, ନର୍ଲାବ୍ଲକ ସଂଯୋଜକ ସୁରେଶ ଭୋଇ, ଯୁବମୋର୍ଚ୍ଚାର ମୋତିରଞ୍ଜନ ସାହୁ, ଜିଲ୍ଲା ଏସ୍.ସି ମୋର୍ଚ୍ଚା ସମ୍ପାଦକ ପଦ୍ମରାମ ବାଗ, କୃଷକ ମୋର୍ଚ୍ଚା ଉପସଭାପତି ତପନ ପଧାନ, ରୁପ୍ରା ମଣ୍ଡଳ ସମ୍ପାଦକ ନବିନ ପଧାନ, ଯୁବମୋର୍ଚ୍ଚା ସଭାପତି ଦିନେଶ ସାହୁ, ବରିଷ୍ଠ କର୍ମୀ ନାରାୟଣ ସାହୁ, ମହିଳା ମୋର୍ଚ୍ଚା ସଦସ୍ୟା ଲକ୍ଷ୍ମୀପ୍ରିୟା ବାରିକ ଓ ସଞ୍ଜୁ ସାହୁଙ୍କ ସମେତ ସୁବ୍ରତ ପଧାନ, ବଳରାମ ଭୋଇ, ମୁସ୍କୁଟି ପଞ୍ଚାୟତ ପୂର୍ବ ସରପଞ୍ଚ ଭଗବାନ ବାଗ, ତନୁରାମ ମାଝୀଙ୍କ ସମେତ ଶତାଧିକ ମହିଳା ଓ ଦଳୀୟ କର୍ମୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026
  ଜିଲ୍ଲା  
ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   19-Jul-2026
  ଜିଲ୍ଲା  
ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   18-Jul-2026
  ଜିଲ୍ଲା  
କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ   18-Jul-2026
  ଜିଲ୍ଲା  
ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   18-Jul-2026
  ଜିଲ୍ଲା  
ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   18-Jul-2026

You Might Also Like