-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ତୃତୀୟ ବର୍ଷରେ ପଦାର୍ପିତ କୋଶଲ କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ

04-Nov-2021



ବରପାଲି(ନିରଞ୍ଜନ ତ୍ରିପାଠୀ) :ସଂପ୍ରତି କୋଶଲ କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ କୃଷକପଲ୍ଳୀ ର ଆୟୋଜନ କ୍ରମେ ଦିର୍ଘ ୪ ଦିନ ବ୍ୟାପି ଆୟୋଜିତ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଉଦଯାପିତ ହୋଇଯାଇଛି lଉଦଯାପନୀ ଉତ୍ସବ ରେ ବିଜେପୁର ର ଲୋକପ୍ରିୟ ବିଧାୟିକା ରୀତା ସାହୁ ଙ୍କ ଯୋଗଦାନ ରେ ଦର୍ଶନ, ଆୟୋଜନ ତଥା ବିଭିନ୍ନ ଅଞ୍ଚଳ ରୁ ଆସିଥିବା ଫୁଟବଲ ଟିମ୍ ର ଖେଳାଳି ମାନେ ବେଶ ଉତ୍ସାହିତ ହେବାର ଦେଖାଦେଇଥିଲା lସମ୍ମାନୀତ ଅତିଥି ଭାବେ ଇପକଲ୍ ଚ୍ୟାରମେନ୍ ପ୍ରଭାତ ଆଦିତ୍ୟ ମିଶ୍ର, ସମାଜସେବୀ ବରଗୁଡା ର ସମିତି ସଭ୍ୟ ମଧୁ ପ୍ରଧାନ, ସୁକାନ୍ତ ଗଡତିଆ,କିନଶାର ସମିତି ସଭ୍ୟ ସୁରେନ୍ଦ୍ର ପାତ୍ର, ସରପଞ୍ଚ ଅନିତା ପଟେଲ, ରସାନନ୍ଦ ଥପା,ବିଜୟ ମହାରଣା,ସୁଧିର ମହାରଣା ଏବଂ ସମାଜସେବୀ ଦେବେନ୍ଦ୍ର ଭୋଇ ଏହି ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପନୀ ଉତ୍ସବରେ ଯୋଗଦାନ କରି ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ lପ୍ରାରମ୍ଭେ କୋଶଲ କପ୍ ପ୍ରତିଷ୍ଠାତା ବରପାଲି ବ୍ଳକ ଡିଜିଟାଲ ସେକ୍ରେଟାରୀ ସୁଜିତ ଗଡତିଆ ସମସ୍ତ ଅତିଥି ମାନଙ୍କୁ ସ୍ୱାଗତ ର ସହ ନିମନ୍ତ୍ରିତ କରି ଫୁଟବଲ ଖେଳ ପଡିଆ କୁ ପାଛୋଟି ଆଣିଥିଲେ l ଆଜିକାର ଫାଇନାଲ ମ୍ୟାଚ ରେ ଲେଣ୍ଡା ସହ ଜାଲପାଲି ମଧ୍ୟ ରେ ସଙ୍ଘର୍ଷ ପୂର୍ଣ୍ଣ ମ୍ୟାଚ

ହୋଇଥିଲା lଫଳ ସ୍ୱରୂପ ଲେଣ୍ଡା ଟିମ୍, ଜାଲପାଲି କୁ ୦୩ ଗୋଲ ଦେଇ ଚମ୍ପିୟାନ ହୋଇ ବିଜୟ ଘୋଷିତ ହୋଇଥିଲା l କୋଶଲ କପ୍ ଆମ ଅଞ୍ଚଳ ପଶ୍ଚିମାଞ୍ଚଳ ର ପୁରାତନ ନାମକରଣ ଅନୁସାରେ ନାମିତ ହୋଇ ଥିବାରୁ ସମଗ୍ର ୧୧ ଗୋଟି ଜିଲ୍ଲା ରେ ଚହଳ ସୃଷ୍ଟି କରିପାରିଛି ବୋଲି ପ୍ରତିଷ୍ଠାତା ସୁଜିତ ଗଡତିଆ ଙ୍କ ଠାରୁ ପ୍ରକାଶ lଦିର୍ଘ ଚାରିଦିନ ବ୍ୟାପି ହଜାର ସଂଖ୍ୟାରେ ବିଭିନ୍ନ ଜିଲ୍ଲା ସମେତ ଅଞ୍ଚଳ ର ଦର୍ଶନ ଙ୍କ ସମାଗମ ରେ ଫୁଟବଲ ପଡ଼ିଆ ରେ ପ୍ରବଳ ଭିଡ଼ ଲାଗିରହିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like