-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଭର୍ଚୁଆଲ ମୋଡରେ ମମିତାଙ୍କୁ ଶ୍ରଦ୍ଧାଞ୍ଜଳି ଓ ଦୀପାବଳୀ ଶୁଭେଚ୍ଛା

04-Nov-2021



ବୀରମହାରାଜପୁର,ମୁର୍ଷୁଣ୍ଢି(ଆର୍ତ୍ତତ୍ରାଣ ଖୁର୍ଡିଆ): ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଳକ କେନଝିରିଆପାଲି ଆଞ୍ଚଳିକ ଉଚ୍ଚ ବିଦ୍ଯାପୀଠ,ହାଇସ୍କୁଲର ମାଟ୍ରିକ ବ୍ଯାଚ‐୨୦୦୬ର ପୂର୍ବତନ ଛାତ୍ର,ଛାତ୍ରୀ ମାନେ ଆଜି ଭର୍ଚୁଆଲ ମୋଡରେ ପରସ୍ପରଙ୍କୁ ଦୀପାବଳୀ ଅଭିନନ୍ଦନ ଜଣାଇବା ସହ ପଶ୍ଚିମ ଓଡିଶାର ବହୁ ଚର୍ଚ୍ଚିତ ମମିତା ମେହେରଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ୨ମିନିଟ ନୀରବ ପ୍ରାର୍ଥନା କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।ଆଲୋଚନାରେ ଆର୍ତ୍ତତ୍ରାଣ ଖୁର୍ଡିଆ,ମିନତି ମେଣ୍ତିଲି,ଲଳିତା ମେଣ୍ତିଲି,କଲ୍ଯାଣୀ ପଧାନ,ସିମ୍ପା ଦେହୁରୀ,ସୁଜାତା ପଧାନ,ବବିତା ଅଦରକୁଲିଆ,ସଂଧ୍ଯାରାଣୀ ଦନ୍ତା,ଲାଲାଜୀ ବେହେରା,ପ୍ରଭଞ୍ଜନ ପାତ୍ର,ରାଜେନ୍ଦ୍ର ଖେତି,ଶ୍ରୀକାନ୍ତ ବାରିକ,ବସନ୍ତ ମେଣ୍ଡିଲି,ପ୍ରଦୀପ ଦେହୁରୀ,ପୂର୍ଣ୍ଣଚନ୍ଦ୍ର ପଧାନ,ସୁଜିତ ପତ୍ର ଇତ୍ଯାଦି ସମସ୍ତେ ଉପସ୍ଥିତ ରହିଥିଲେ।ସୁଦୂର ଆଲ୍ହାବାଦରୁ ଭର୍ଚ୍ଚୁଆଲ ମୋଡରେ ଯୋଗ ଦେଇ କଲ୍ୟାଣୀ ପଧାନ ପୁରାତନ ବନ୍ଧୁଙ୍କ ସହ ମିଶି ପୁରୁଣା ସ୍ମୃତି ଜୀବନ୍ତ କରି ଦେଇଥିଲେ।ପୂର୍ବତନ ଛାତ୍ର,ଛାତ୍ରୀଙ୍କ ଦ୍ୱାରା ଅନେକ ସମୟରେ ଜନ ହିତକର କାର୍ଯ୍ଯ କରାଯାଉଥିବାରୁ ଅଞ୍ଚଳରେ ଏକ ସ୍ଵତନ୍ତ୍ର ପରିଚୟ ଓ ସ୍ଥାନ ଅଳଙ୍କୃତ କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like