-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ପଦ୍ମପୁର : ଏନ.ବି ରେଫରି ୟୁନିୟନ ଗଠିତ

05-Nov-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) : ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ପାଇକମାଲ ଅଧିନରେ ଯାଉଥିବା ଡୁମେରବାହାଲ ଡ୍ୟାମ ଠାରେ ଶ୍ରୀଯୁକ୍ତ ରେଖରାମ ଦଣ୍ଡସେନାଙ୍କ ଅଧ୍ୟକ୍ଷତାରେ ନୂଆପଡ଼ା ଓ ବରଗଡ଼ ଜିଲ୍ଲାର କବାଡି ରେଫରୀ ଏବଂ ଜଣାଶୁଣା ଖେଳାଳି ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି lଉକ୍ତ ବୈଠକ ରେ ସର୍ବସମ୍ମତି କ୍ରମେ 'N.B.Referee Union' ନାମରେ ଏକ କବାଡି ସଂଘ ନୂତନ ଭାବେ ଗଠନ କରାଯାଇଛି l ନୂତନ କାର୍ଯ୍ୟକାରିଣୀ ଭାବେ ୟୁନିୟନକୁ ଆଗେଇ ନେବା ପାଇଁ ଶ୍ରୀ ଚମନଲାଲ ରାଉତ ଙ୍କୁ ସଭାପତି ଭାବେ, ଶ୍ରୀ ବୈବସୁତ ପ୍ରଧାନଙ୍କୁ ଉପସଭାପତି ଭାବେ ମନୋନୀତ କରାଯାଇଥିବା ବେଳେ, ସମ୍ପାଦକ ଭାବରେ ଶ୍ରୀ ଅଜିତ କୁମାର ପ୍ରଧାନ, ପ୍ରେମଚନ୍ଦ ସାହୁ ସହ ସମ୍ପାଦକ, ଶ୍ରୀ ଜୀବଲାଲ ନାଏକ କୋଷାଧ୍ୟକ୍ଷ ପଦବୀରେ ମନୋନୀତ ହୋଇଛନ୍ତି  lଉପଦେଷ୍ଟା କମିଟିରେ ସର୍ବଶ୍ରୀ ରେଖରାମ ଦଣ୍ଡସେନା, ହେମସାଗର ସାହୁ, ଗଣେଶ ରାଉତ ଏବଂ ଭୂଷଣ ମାଝି ଙ୍କୁ ସର୍ବସମ୍ମତିରେ ମନୋନୀତ କରାଯାଇଛି 

ବୈଠକ ରେ କମିଟିର ନିୟମାବଳୀ ଓ ସର୍ତ୍ତାବଳୀ ପ୍ରସ୍ତୁତ କରି ଆଗାମୀ ଦିନରେ କବାଡି ଖେଳର ଉତ୍ତରୋତ୍ତର ଉନ୍ନତି ଦିଗରେ ସହଭାଗୀ ହେବା ସଙ୍ଗେସଙ୍ଗେ ନିର୍ଣ୍ଣାୟକ ଓ ଖେଳାଳି ମାନଙ୍କର ଆତ୍ମସମ୍ମାନ ତଥା କାର୍ଯ୍ୟକାରିଣୀର ସମ୍ମାନ ରକ୍ଷା କରିବାକୁ ସଂକଳ୍ପ ନିଆଗଲା lଏହି ସଭାରେ ସର୍ବଶ୍ରୀ ଗୋକୁଳାନନ୍ଦ ଡଣ୍ଡସେନା, ଅନୀଲ ରାଉତ, ସୁଦର୍ଶନ ମହାକୁଡ଼, ବିଦ୍ୟାଧର ମାଝୀ, ଉମାଶଙ୍କର ସାହୁ,ପମୁଲାଲ ସାହୁ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like