-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||     

HOME   ଜିଲ୍ଲା

ମମିତା ମେହେର ହତ୍ୟା ମାମଲାର ଗୁମର, ଵିଵେକ ଅଗ୍ରୱାଲ ଦେଲେ ଚାଞ୍ଚଲ୍ୟକର ଵୟାନ

05-Nov-2021



ବଲାଙ୍ଗିର, ବିବେକ ଅଗ୍ରଓ୍ଵାଲ ନାମକ ବ୍ୟକ୍ତିଙ୍କ ୧୬୧ ବୟାନରୁ ମିଳିଲା ତଥ୍ୟ। ମମିତାଙ୍କ ଶବ ପୋଡ଼ିବାକୁ ବ୍ୟବହୃତ ଟାୟାର ଦେଇଥିଲେ ବିବେକ। ମମିତାଙ୍କୁ ହତ୍ୟା ପରେ ବିବେକଙ୍କୁ ଫୋନ୍‌ କରିଥିଲା ଗୋବିନ୍ଦ। ଗତ ୮ ତାରିଖ ମଧ୍ୟାହ୍ନ ପ୍ରାୟ ୧୨ଟା ୩୦ରେ ଫୋନ୍‌ କରିଥିଲା। ଡ୍ରାଇଭର ରାଧେଶ୍ୟାମ ଚଣ୍ଡି

ଯାଇ ୨ଟି ଟାୟାର ଆଣିବ କହିଥିଲା ।
 ମହାଳିଙ୍ଗ ମମିତା ହତ୍ୟାକାଣ୍ଡ ଘଟଣାରେ ପୁଣି ସାମ୍ନାକୁ ଆସିଲା ନୂଆ ତଥ୍ୟ । ସନ୍‌ସାଇନ୍‌ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାରେ ପଡ଼ୁନି ପୂର୍ଣ୍ଣଛେଦ। ଦିନ ଯେତେ ଗଡ଼ୁଛି ନୂଆ ନୂଆ ତଥ୍ୟ ସେତିକି ସାମ୍ନାକୁ ଆସୁଛି। ତେବେ ବର୍ତ୍ତମାନ ଆଉ ଏକ ଖୁଲାସା ହୋଇଛି। ବ୍ୟବସାୟୀ ବିବେକ ଅଗ୍ରଓ୍ବାଲ ନାମକ ବ୍ୟକ୍ତିଙ୍କ ବୟାନରୁ ଏହି ନୂଆ ତଥ୍ୟ ମିଳିଛି। ଘଟଣା ଦିନ ରାତିରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ତାର ସହଯୋଗୀ ଡ୍ରାଇଭର ରାଧେ ହାତରେ ବିବେକ ଅଗ୍ରୱାଲଙ୍କ ପାଖରୁ ମଗାଇ ଥିଲା ପୁରୁଣା ଟାୟାର । ବିବେକ ଅଗ୍ରୱାଲ ତା ଗୋଦାମରେ ଥିବା ଦୁଇଗୋଟି ପିକ ଅଫର ପୁରୁଣା ଟାୟାର ଦେଇଥିଲେ ।ସେହି ପୁରୁଣା ଟାୟାରରେ ମମିତାକୁ ପୋଡିବାରେ ବ୍ୟବହାର ହୋଇଥିଲା। ରାଧେର ୧୬୧ ବୟାନରେ କରିଛି ଖୁଲାସା।
 

ତେବେ ମମିତାଙ୍କ ଶବ ପୋଡ଼ିବାକୁ ବ୍ୟବହୃତ ଟାୟାର ଦେଇଥିଲେ ବିବେକ। ମମିତାଙ୍କୁ ହତ୍ୟା ପରେ ବିବେକଙ୍କୁ ଫୋନ୍ କରିଥିଲା ଗୋବିନ୍ଦ। ୮ ତାରିଖ ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଫୋନ୍‌ କରିଥିଲେ ଗୋବିନ୍ଦ। ଡ୍ରାଇଭର ରାଧେଶ୍ୟାମ ଚଣ୍ଡି ଯାଇ ୨ଟି ଟାୟାର ଆଣିବ ବୋଲି କହିଥିଲେ। ଦିନ ସାଢ଼େ ୩ଟାରେ ବିବେକଙ୍କଠାରୁ ଟାୟାର ଆଣିଥିଲା ରାଧେ। ଗୋବିନ୍ଦଙ୍କୁ ପିକ୍‌ ଅପ୍‌ ଭ୍ୟାନରେ ଟାୟାର ଦେଇଥିବା କହିଥିଲେ ବିବେକ ଅଗ୍ରଔଲା । ଘଟଣାରେ ସିଜ୍‌ ୭୦ ସାମଗ୍ରୀ ପଠାଗଲା ଫରେନସିକ୍‌ ଲାବ୍‌। ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦଙ୍କ ନଖ, ଚୁଟି, ରକ୍ତ ନମୂନା ପଠାଯାଇଛି। ମୃତ ମମିତାଙ୍କ ଅସ୍ଥି, ମାଂସ, ବ୍ୟାଗ୍‌ ମଧ୍ୟ ଫରେନସିକ ଲାବ୍‌ ପଠାଯାଇଛି।

(ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ୟାମି ସାହୁ ଙ୍କର ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026

You Might Also Like