-+91-9937148622 |

prerana_bgr@rediffmail.com |

  Friday 6th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଜାନୁଆରୀ ୩୧ରେ ସିଟିଇଟି ପରୀକ୍ଷା: ଦେଶର ୧୩୫ଟି ସହରରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ!!

05-Nov-2020



କେନ୍ଦ୍ରୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ସିଟିଇଟି)ର ଚତୁର୍ଦ୍ଦଶ ସଂସ୍କରଣ ୨୦୨୧ ଜାନୁଆରୀ ୩୧ ତାରିଖରେ ହେବ। ଚଳିତବର୍ଷ ଜୁଲାଇ ୫ ତାରିଖରେ ଦେଶର ୧୧୨ଟି ସହରରେ ଏହି ପରୀକ୍ଷା ହେବାର ଥିଲା। ମାତ୍ର ଏବେ ସାମାଜିକ ଦୁରତ୍ୱ ସମେତ ଅନ୍ୟାନ୍ୟ ନିରାପଦଜନିତ ପଦକ୍ଷେପ ପାଇଁ ୧୩୫ଟି ସହରରେ ପରୀକ୍ଷା ହେବ। ତେବେ ପରୀକ୍ଷା କେଉଁ କେଉଁ ସହରରେ ଅନୁଷ୍ଠିତ ହେବ, ସେ ବାବଦରେ www.ctet.nic.in ସୂଚନା ଦିଆଯାଇଛି!!*ବହୁ ଛାତ୍ରଛାତ୍ରୀ ଓ ଅଭିଭାବକ କରୋନା ଯୋଗୁଁ ପରୀକ୍ଷା କେନ୍ଦ୍ର ତଥା ସହର ପରିବର୍ତ୍ତନ କରିବା ବାବଦରେ ଅନୁରୋଧ କରିଛନ୍ତି । ତେଣୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ବା ସିବିଏସଇ କର୍ତ୍ତୃପକ୍ଷ ପରୀକ୍ଷା କେନ୍ଦ୍ର କିମ୍ବା ସହର ବଦଳିବା ପାଇଁ ଆବେଦନ କରିବାକୁ ଛାତ୍ରଛାତ୍ରୀଙ୍କୁ ଗୋଟିଏ ସୁଯୋଗ ମିଳିବ ବୋଲି ସିଟିଇଟି ନିର୍ଦ୍ଦେଶକ ଅନୁରାଗ ତ୍ରିପାଠୀ କହିଛନ୍ତି!! ଅପରପକ୍ଷେ ଚଳିତ ମାସ ୭ରୁ ୧୬ ତାରିଖ ପର୍ଯ୍ୟନ୍ତ ପରୀକ୍ଷା କେନ୍ଦ୍ର କିମ୍ବା ସହର ବଦଳି ହେବା ପାଇଁ ଆବେଦନ କରିହେବ। ତେବେ ଏ ବାବଦରେ ବିସ୍ତୃତ ସୂଚନା ପାଇଁ ଛାତ୍ରଛାତ୍ରୀମାନଙ୍କୁ ୱେବସାଇଟ୍‌ ଚେକ୍‌ କରିବାକୁ ଶ୍ରୀ ତ୍ରିପାଠୀ କହିଛନ୍ତି!!*


News Comment




Photo in News

Advertisment
Lastest News
  ଜିଲ୍ଲା  
ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   06-Mar-2026
  ଜିଲ୍ଲା  
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   06-Mar-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026

You Might Also Like

       
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ