-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ମୁନାପାଲି ରେ ବିଶାଳ ଆଦିବାସୀ ମେଳି- ପଞ୍ଚାୟତ ନିର୍ବାଚନକୁ ଇଲେକ୍ସନ ନୁହେଁ ସିଲେକ୍ସନ କରିବାକୁ ଆହ୍ୱାନ

06-Nov-2021



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ)ସ୍ୱାଧୀନତା ର ଦୀର୍ଘ ସାତ ଦଶନ୍ଧି ପରେ ମଧ୍ୟ ବେଳପଡା ବ୍ଲକ ଚିର ଅବହେଳିତ ହୋଇ ପଡ଼ିରହିଛି।ଦାଦନ ପ୍ରପୀଡ଼ିତ ,ମରୁଡ଼ି ପ୍ରପୀଡ଼ିତ, ବେକାରୀ ଯୁକ୍ତ ହୋଇ ଆଜି ପର୍ଯ୍ୟନ୍ତ ରହିଆସିଛି । ବ୍ଲକ କୁ ପ୍ରଶାସନ ଓ ରାଜନେତା ମିଶି ସବୁବେଳେ ଲୁଣ୍ଠନ କରି ଚାଲିଥିବା ବେଳେ ଗରିବ ଜନସାଧାରଣ, ଆଦିବାସୀ ଜନସାଧାରଣ, ଦଳିତ ଜନସାଧାରଣ ସବୁବେଳେ ସବୁ କ୍ଷେତ୍ରରେ କୁତ୍ରିମ ଅବହେଳିତ ଅବସ୍ଥାରେ ଅଛନ୍ତି। ସରକାର ଆଜି ପର୍ଯ୍ୟନ୍ତ ଦାଦନ ମୁକ୍ତ କରିପାରିନାହିଁ, ଚାଷୀର ଜମିକୁ

ଜଳସେଚନ କରିପାରିନାହିଁ, ବେକାର ଯୁବକ ଯୁବତୀ ମାନଙ୍କୁ  ନିଯୁକ୍ତି ଦେଇପାରିନାହିଁ, ଶ୍ରମିକ ମାନଙ୍କୁ କର୍ମ ନିଯୁକ୍ତି ଦେଇ ପାରିନି, ଶିକ୍ଷା କ୍ଷେତ୍ରରେ ପଛୁଆ ରଖିଛି, ଗାଁ ମାନଙ୍କରେ ଆଜି ବି ମୌଳିକ ଅଧିକାର ରୁ ବଞ୍ଚିତ ଅଛନ୍ତି ଲୋକେ। ଏହି ସମସ୍ୟା କୁ ସମାଧାନ କରିବାକୁ ହେଲେ ସବୁ ଆଦିବାସୀ ମାନଙ୍କୁ ଏକ ହୋଇ ଲଢେଇ କରିବାକୁ ହେବ ,ପ୍ରତିବାଦ କରିବାକୁ ହେବ ବୋଲି ସଭାରେ ବକ୍ତା ମାନେ ନିଜ ନିଜ ଭାଷଣ ରେ ଆହ୍ୱାନ କରିଥିଲେ । ଆଗାମୀ ପଞ୍ଚାୟତ ନିର୍ବାଚନ କୁ ସ୍ଵଛ ନିର୍ମଳ କରିବାକୁ ହେଲେ ଆଦିବାସୀ ସରଂକ୍ଷିତ ଆସନ ଓ ଅଂଣସଂରକ୍ଷିତ ଆସନରେ ନିର୍ବାଚନ ନକରି ଚୟନ ପ୍ରକ୍ରିୟା ମାଧ୍ୟମରେ କରାଯିବ । ଦେବାଦେବୀ ପୀଠ, ସଂସ୍କୃତି, ପରମ୍ପରା କୁ ବଜାୟ ରଖିବା । ସମାଜ କୁ ଏକ ବିକଶିତ ସମାଜ କରିବାକୁ ହେଲେ ମଦ କୁ ଛାଡି ଶିକ୍ଷା କୁ ଗ୍ରହଣ କରି ଅନ୍ୟ ଜାତି ଭଳି ନିଜକୁ ଗଢ଼ି ଚାଲିବା । ଆଜିର ଆଦିବାସୀ ମେଳିରେ ବେଳପଡା ବ୍ଲକ ସଭାପତି ଶ୍ରୀ ବସନ୍ତ ମାଝୀ ଙ୍କ ସଭାପତିତ୍ୱରେ ହେଉଥିବା ସଭାରେ ମୁଖ୍ୟ ଅତିଥି ଭାବରେ ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ସଂଘ ର ମହାସଚିବ ଶ୍ରୀଯୁକ୍ତ ନିରଞ୍ଜନ ବିଶି ,ସମ୍ମାନିତ ଅତିଥି ଭାବରେ ଶ୍ରୀ ପୁରୁଷୋତ୍ତମ ଧରୁଆ, ଶ୍ରୀ ଗିରିରାଜ ଭୋଇ, କପୁର୍ଚ୍ଚନ ଛତ୍ରୀଆ,ସଞ୍ଜୀବ ଛତ୍ରୀଆ

,କଲକାହ୍ନୁ ବରିହା ଯୋଗଦେଇ ଅଭିଭାଷଣ ପ୍ରଦାନ କରିଥିଲେ । ସର୍ବ ପ୍ରଥମେ ଗାଁ ରେ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ବିଶାଳ ରେଲି ହୋଇ ସଭା ସ୍ଥଳକୁ ଆଦିବାସୀ ମାନେ ପହଞ୍ଚି ଥିଲେ । ସଭା ପୂର୍ବରୁ ୬୨ ଜାତିର ଆଦିବାସୀ ଦେବାଦେବୀ ଙ୍କ ପୂଜାର୍ଚ୍ଚନା କରାଯାଇ ଥିଲା ଓ ଝିଅ ମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ଗାନ ସହ ପୁଷ୍ପମାଳ୍ୟ ଓ ଉପଢୌକନ ଦେଇ  ଅତିଥି ମାନଙ୍କୁ ସ୍ୱାଗତ କରାଯାଇଥିଲା । ଅନ୍ୟ ମାନଙ୍କ ମଧ୍ୟରେ ରାଜେନ୍ଦ୍ର ବରିହା,ନିଲମ୍ବର ମାଝୀ, ତ୍ରିଲୋଚନ ମାଝୀ, ଜୟ ଧରୁଆ, ଅର୍ଜୁନ ଭୋଇ, କଲକାନହୁ ବରିହା,ଠୁର୍ଲି ବରିହା,କୁମର ମାଝୀ, ଗଣେଶ ଛତ୍ରୀଆ,ସୁଧୀର କୁଅଁର,କବିଦ ଭୋଇ, ସୁପତି ଛତ୍ରୀଆ ପ୍ରମୁଖ ଯୋଗଦେଇଥିଲେ ।  ସଭାକୁ ଶ୍ରୀ ଡମ୍ବରୁ ଧର ଧରୁଆ ସଞ୍ଚାଳନ କରିଥିବାବେଳେ ଜୟ ଧରୁଆ ଧନ୍ୟବାଦ ଅର୍ପଣ କରି ସଭା ଶେଷ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like