-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଜନ୍ମଦିନରେ ସମର୍ଥକ କଲେ ରକ୍ତଦାନ ଶିବିର, ନେତା କଲେ ରୋଗୀଙ୍କୁ ଫଳ ବଣ୍ଟନ।   (15-Jul-2026)       ||      *ନବରଙ୍ଗପୁର ଜିଲ୍ଲା ରେ ସାମ୍ବାଦିକ ପରିଚୟ ଦେଇ ଚାନ୍ଦା ଆଦାୟ ଅଭିଯୋଗ*   (15-Jul-2026)       ||      ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   (15-Jul-2026)       ||      *କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   (15-Jul-2026)       ||      ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   (15-Jul-2026)       ||      ୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (15-Jul-2026)       ||      ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ    (15-Jul-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   (15-Jul-2026)       ||      କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   (15-Jul-2026)       ||      ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   (15-Jul-2026)       ||      ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟିକୁ ରାଜନୀତିର ଉର୍ଦ୍ଧ୍ୱ ରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||     

HOME   ଜିଲ୍ଲା

ଝାରମୁଣ୍ଡା ଡାଲଖାଇ ପାହାଡ଼ରେ ଗିରିଗୋବର୍ଧନ ପୂଜା ଓ ଅନ୍ନକୋଟ ସମାରୋହ ଅନୁଷ୍ଠିତ

06-Nov-2021



ଲୋଇସିଂହା, (ବିନୋଦ କୁମାର ଦୀପ ): ଲୋଇସିଂହା ବ୍ଲକ ଅନ୍ତର୍ଗତ ଝାରମୁଣ୍ଡା ଡାଲଖାଇ ପାହାଡ଼ରେ 47 ତମ ଶ୍ରୀ ଶ୍ରୀ ଗିରିଗୋବର୍ଧନ ପୂଜା ଓ ଅନ୍ନକୋଟ ସମାରୋହ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଗାଁରୁ କୃଷ୍ଣ ଭଗବାନଙ୍କ ବିଗ୍ରହ ଆଣି ପାହାଡ଼ ମଧ୍ୟଭାଗ ମଣ୍ଡପରେ ପୂଜାର୍ଚନା କରାଯାଇଥିଲା l ଏହାପରେ ପାହାଡ଼ ପାଦଦେଶରେ ଆୟୋଜିତ ଅନ୍ନକୋଟ ସମାରୋହରେ ବହୁ ଶ୍ରଦ୍ଧାଳୁ ଅନ୍ନଭୋଗ ଖାଇଵା ସହ ଆଖପାଖ ଅଂଚଳର ବହୁ ଶ୍ରଦ୍ଧାଳୁ ଉକ୍ତ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ l ଏଥିରେ ପୂଜାକର୍ତ୍ତା ଭାବେ ଗୌନ୍ତିଆ ସଦାନନ୍ଦ ଧରୁଆ ସସ୍ତ୍ରୀକ ଦାୟିତ୍ୱ

ତୁଲାଇଥିଲେ l ପୂଜକ ଭାବେ ଦୀନବନ୍ଧୁ ଦାଶ ଓ ଜଗଦୀଶ ହୋତା ରହିଥିଲେ l ପରିଚାଳନାରେ ମନୋଜ ଧରୁଆ, ରାମକୁମାର ମେହେର, କାଳିଆ ବଗର୍ତି, ବିନୋଦ ଧରୁଆ, ପୁରୁଷୋତ୍ତମ ମେହେର, ଦୁଃଖିଶ୍ୟାମ ଧରୁଆ, ଚନ୍ଦ୍ରଭାନୁ ମନହୀରା, ଗୁଣମଣି ସେଠ୍, ହେମନ୍ତ ସାହୁ ସମେତ ଗ୍ରାମବାସୀଙ୍କ ବିଶେଷ ସହଯୋଗ ରହିଥିଲା l ଏହାସହ ଝାରମୁଣ୍ଡା ସମେତ ସରଗାଡ଼ ନିକଟସ୍ଥ ଠାକରପାଲି, ଅଗଲାପାଲି ଗାଁ ମାନଙ୍କରେ ମଧ୍ୟ ଗିରିଗୋବର୍ଧନ ପୂଜା ଅନୁଷ୍ଠିତ ହୋଇଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜନ୍ମଦିନରେ ସମର୍ଥକ କଲେ ରକ୍ତଦାନ ଶିବିର, ନେତା କଲେ ରୋଗୀଙ୍କୁ ଫଳ ବଣ୍ଟନ।   15-Jul-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲା ରେ ସାମ୍ବାଦିକ ପରିଚୟ ଦେଇ ଚାନ୍ଦା ଆଦାୟ ଅଭିଯୋଗ*   15-Jul-2026
  ଜିଲ୍ଲା  
ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   15-Jul-2026
  ଜିଲ୍ଲା  
*କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   15-Jul-2026
  ଜିଲ୍ଲା  
ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   15-Jul-2026
  ଜିଲ୍ଲା  
୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   15-Jul-2026
  ଜିଲ୍ଲା  
ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ   15-Jul-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   15-Jul-2026
  ଜିଲ୍ଲା  
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   15-Jul-2026
  ଜିଲ୍ଲା  
ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   15-Jul-2026
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
  ଜିଲ୍ଲା  
ନାଗରିକ କମିଟିକୁ ରାଜନୀତିର ଉର୍ଦ୍ଧ୍ୱ ରେ ରଖାଯାଉ   14-Jul-2026

You Might Also Like