-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଏଟିଏମ କାଉଣ୍ଟର ରୁ ୧୪୦୦ ଟଙ୍କା ପାଇ ଷ୍ଟେଟ ବ୍ୟାଙ୍କ ଚିଫ ମ୍ୟାନେଜର ଙ୍କୁ ହସ୍ତାନ୍ତର କଲେ, ମଣିଷପଣିଆର ଏକ ବିରଳ ଉଦାହରଣ ସୃଷ୍ଟି କଲେ ସୋନପୁର ର ପ୍ରଫୁଲ୍ଲ ନାଏକ

06-Nov-2021



 ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ)  ଅନେକ ସମୟରେ ବିଭିନ୍ନ ବ୍ୟାଙ୍କ ରେ  ଏଟିଏମ କାଉଣ୍ଟର  ମାନଙ୍କରେ ଗ୍ରାହକ ମାନେ ତରବରିଆ ଭାବେ ଏଟିଏମ କାର୍ଡ ୟୁଜ ପାଇଁ ହେଉ କିମ୍ବା ନେଟ ସ୍ଲୋ ପାଇଁ ହେଉ ମିସ କେଶ ଡେସ୍ପାଜ ହୋଇଥାଏ l ଏବଂ ଗ୍ରାହକ ମାନେ ଅପେକ୍ଷା ନ କରି ସେଠୁ ଫେରି ଯାଆନ୍ତି l ଆଉ ତାଙ୍କ ଟଙ୍କା ସବୁ ପରେ ଏଟିଏମ ରୁ ବାହାରି ଅଲଗା ଲୋକଙ୍କ ହାବୁଡ଼ରେ ପଡିଥାଏ l ପରେ କିନ୍ତୁ ଆଗ ଗ୍ରାହକଙ୍କ ଏକାଉଣ୍ଟ ରୁ ଟଙ୍କା ଡେବିଟ ଦେଖାଏ l ଏଭଳି ପର ଲୋକ ର ଟଙ୍କା  ପାଇ  ଖୁବ କମ ଲୋକ ବ୍ୟାଙ୍କ  ଅଧିକାରୀଙ୍କୁ  ଆସି ହସ୍ତାନ୍ତର କରି  ମଣିଷ ପଣିଆ ର ପରିଚୟ ଦେଇଥାନ୍ତି l ଆଉ ଗତ କାଲି ସୋନପୁର ଷ୍ଟେଟ ବ୍ୟାଙ୍କ ରେ  ଏଟିଏମ ରୁ ୧୪୦୦ ଟଙ୍କା ପାଇ  ବ୍ୟାଙ୍କ ଚିଫ ମ୍ୟାନେଜର ଶରତ କୁମାର ଦେହୁରୀ ଙ୍କୁ ହସ୍ତାନ୍ତର କରି   ଶାଖା  ମ୍ୟାନେଜର ଓ  କର୍ମଚାରୀଙ୍କ ଠାରୁ  ଖୁବ  ପ୍ରଶଂସିତ  ହୋଇଛନ୍ତି  ଓ ଜଣେ ଭଲ ମଣିଷର ପରିଚୟ ଦେଇଛନ୍ତି  ସୋନପୁର ଘୋଡ଼ାଘାଟପଡ଼ା ର ଯୁବକ ପ୍ରଫୁଲ୍ଲ ନାଏକ l ଶ୍ରୀ ନାଏକ ଗତ କାଲି ସକାଳେ ୮ ଟା ୩୦ ରେ ଏଟିଏମ ରୁ ଟଙ୍କା ଉଠାଇବାକୁ ଯାଇଥିବା ବେଳେ ଆଉ ଜଣେ କୌଣସି ପୂର୍ବ ଗ୍ରାହକ ଙ୍କ ୧୪୦୦ ଟଙ୍କା ଏଟିଏମ ରୁ ବାହାରିଥିଲା l ଏବଂ ସେ ଆଜି ବ୍ୟାଙ୍କ ମ୍ୟାନେଜର ଙ୍କୁ  ସମ୍ମାନ ର ସହ ସେ ଟଙ୍କା ଫେରସ୍ତ କରିଥିଲେ l ଶ୍ରୀ ନାଏକ ସୋନପୁର କଲେଜ ର ଜଣେ କର୍ମଚାରୀ ତଥା ସ୍ୱଚ୍ଛ ଭାରତ ସଂଗଠନ ସୋନପୁର -ମନମୁଣ୍ଡା ର ଉପ ସଭାପତି ଭାବେ ମଧ୍ୟ ଶୃଙ୍ଖଳା ର ସହ କାର୍ଯ୍ୟ ତୁଲାଇ ସେ ଆଜି ସବୁ ମହଲ ରେ ନାଁ ରଖିଛନ୍ତି l ଏବଂ  ସେ  ସହର ର ଅନେକ ସାମାଜିକ ଅନୁଷ୍ଠାନ ସହିତ ଜଡିତ ରହି  ସକ୍ରିୟ ଭାବେ  କାର୍ଯ୍ୟ କରୁଛନ୍ତି  l ଶ୍ରୀ ନାଏକଙ୍କ ଏ ମହାନତା ବଦାନ୍ୟତା ପାଇଁ ବ୍ୟାଙ୍କ ଅଧିକାରୀ ,କର୍ମଚାରୀଙ୍କ ଠାରୁ ଅନେକ ପ୍ରଶଂସା ପାଇ ଥିବା ବେଳେ   ସ୍ୱଚ୍ଛ ଭାରତ ସଂଗଠନ ର ସଭାପତି ଲକ୍ଷ୍ମୀ ମେହେରଙ୍କ ସମେତ ସମସ୍ତ କର୍ମକର୍ତ୍ତା ଶ୍ରୀ ନାଏକଙ୍କୁ ସ୍ୱଚ୍ଛ ଭାରତର ଏହା ଏକ ବଡ ଗୌରବ ବୋଲି ପ୍ରଶଂସା କରିଛନ୍ତି l ବ୍ୟାଙ୍କରେ ଏକ ପଞ୍ଚନାମl କରାଯାଇ ସ୍ୱତନ୍ତ୍ର ଏକାଉଣ୍ଟରେ ଏ ଟଙ୍କା କୁ ରଖା ଯାଇଥିବା ଖବର ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like