-+91-9937148622 |

prerana_bgr@rediffmail.com |

  Friday 6th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||     

HOME   ଦେଶ ବିଦେଶ

ଜାନୁଆରୀ ସୁଦ୍ଧା ଭାରତକୁ ମିଳିବ କୋଭିଡ୍‌ ଟିକା: ଆଦର ପୁନୱାଲା

05-Nov-2020



ନୂଆଦିଲ୍ଲୀ, (ପ୍ରେରଣା ଖବର) - ଆସନ୍ତା ବର୍ଷ ଜାନୁଆରୀ ସୁଦ୍ଧା ବ୍ୟବହାର ଉପଯୋଗୀ ଟିକା ମିଳିଯିବ ବୋଲି ଭାରତରେ ଥିବା ବିଶ୍ୱର ସର୍ବବୃହତ ଟିକା ଉତ୍ପାଦନକାରୀ କମ୍ପାନି ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆର ମୁଖ୍ୟ ଆଦର ପୁନୱାଲା କହିଛନ୍ତି । ସେରମ୍‌ ଇନଷ୍ଟିଚ୍ୟୁଟ୍‌ରେ ବ୍ରିଟେନସ୍ଥିତ ଅକ୍ସଫୋର୍ଡ ଟିକାର ଏକ ବୃହତ ଭାଗ ଉତ୍ପାଦନ ହେବ!! ଏଣୁ ଆଶାନୁଯାୟୀ ସମୟରେ ବ୍ରିଟେନରୁ ଯଦି ଟିକାକୁ ଅନୁମତି ମିଳିଯିବ ତେବେ ଜାନୁଆରୀ ସୁଦ୍ଧା ଟିକା ମିଳିପାରିବ ବୋଲି ସେ ପ୍ରକାଶ କରିଛନ୍ତି । ଭାରତରେ ଅକ୍ସଫୋର୍ଡ ଟିକାର ପରୀକ୍ଷଣ ଜାରି ରହିଛି । ଏଣୁ ଭାରତରେ ଏହି ଟିକାର ପରୀକ୍ଷଣର ସଫଳତା ଉପରେ ମଧ୍ୟ ଦେଶରେ ଟିକା ମିଳିବା ନ ମିଳିବା ନିର୍ଭର କରେ ବୋଲି ସେ କହିଛନ୍ତି । ଟିକା ଶରୀରରେ କରୋନା ବିରୋଧରେ ଆଣ୍ଟିବଡି ସୃଷ୍ଟି କରିପାରୁଛି କି ନାହିଁ ଏବଂ ଏହା ସୁରକ୍ଷିତ କି ନାହିଁ, ତାହା ଉପରେ ବିଶେଷ ଧ୍ୟାନ ରଖାଯିବ । ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ରେ ପ୍ରସ୍ତୁତ ହେବାକୁ ଥିବା ଟିକା ମୁଖ୍ୟତଃ ଗରିବ ଏବଂ ମଧ୍ୟବିତ୍ତ ଦେଶମାନଙ୍କୁ ଦିଆଯିବ ବୋଲି ସେ ପ୍ରକାଶ କରିଛନ୍ତି!!ଉଲ୍ଲେଖଯୋଗ୍ୟ କରୋନା ମହାମାରୀର ପ୍ରତିକାର ପାଇଁ ବିଶ୍ୱରେ ୧୫୦ରୁ ଅଧିକ ଟିକା ବିଭିନ୍ନ ରାଷ୍ଟ୍ର ବୈଜ୍ଞାନିକମାନେ ବିକଶିତ କରିଛନ୍ତି । ତନ୍ମଧ୍ୟରୁ ହାତଗଣତି କେତୋଟି ଟିକାର ମାନବ ପରୀକ୍ଷଣ ଜାରି ରହିଛି । ବ୍ରିଟେନ୍‌ର ଅକ୍ସଫୋର୍ଡ ଟିକା, ଆମେରିକାର ମଡ଼େର୍ଣ୍ଣା ଟିକା ଏବଂ ରୁଷର ସ୍ପୁଟନିକ୍‌-୫ ଟିକା ଉପରେ ବିଶ୍ୱବାସୀଙ୍କ ଆଶା ରହିଛି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   06-Mar-2026
  ଜିଲ୍ଲା  
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   06-Mar-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026

You Might Also Like