-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବିନିକା ଅଞ୍ଚଳରେ ବଡ଼ୁଛି ଜନ୍ତୁ ଶିକାର, ବନ ବିଭାଗ ନିଦରେ

06-Nov-2021



ବିନିକା(ହିମାଂଶୁ ଶେଖର ପୁଟେଲ) ଜୀବଜନ୍ତୁଙ୍କ ସୁରକ୍ଷା ପାଇଁ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ ପଦକ୍ଷେପ ଗ୍ରହଣ କରୁଥିବା ଏବଂ ଏଥିପାଇଁ ବିଭାଗ ସୃଷ୍ଟି କରିଥିବା ବେଳେ ବିଭାଗୀୟ କର୍ମଚାରୀଙ୍କ ଅବହେଳା ଯୋଗୁଁ  ଅବାଧରେ ଲୋକେ ଶିକାର ଉଦ୍ଦେଶ୍ୟରେ ଜଙ୍ଗଲକୁ ଯାଇ ବିଭିନ୍ନ ପ୍ରକାରର ଜୀବଜନ୍ତୁ ଙ୍କୁ ଶିକାର କରୁଥିବା ଦେଖିବାକୁ ମିଳିଛି ସମ୍ପ୍ରତି ବିନିକା ବନବିଭାଗ ଅଧୀନସ୍ଥ ଜଙ୍ଗଲ ଗୁଡିକରେ l ଖବର ନେବାରୁ ଜଣାପଡିଛି ବିନିକା ନିକଟ ବର୍ତି ଘଣ୍ଟାସୁନି ଜଙ୍ଗଲ ଓ ସିଂହିଯୁବା ଧ୍ଵଜା ବନ୍ଧା ଜଙ୍ଗଲରେ ବିଭିନ୍ନ ପ୍ରକାରର ଜୀବଜନ୍ତୁ ବାସ କରୁଛନ୍ତି l

ବିଶେଷ କରି ବାରାହା ଓ ଝିଙ୍କ ଜନ୍ତୁଙ୍କ ସଂଖ୍ୟା ଅଧିକ ରହିଛି l ଲୋକେ ଏମାନଙ୍କୁ ଖାଇବା ପାଇଁ ଅବାଧରେ ଜଙ୍ଗଲକୁ ଯାଇ ଶିକାର କରୁଛନ୍ତି l ଯାହା ଫଳରେ ଏହି ଜନ୍ତୁ ମାନଙ୍କ ସଂଖ୍ୟା ଧୀରେ ଧୀରେ କମିବାକୁ ବସିଲାଣି l ଜଙ୍ଗଲ ସୁରକ୍ଷା ପାଇଁ ସରକାର ବନବିଭାଗ ସୃଷ୍ଟି କରି ଏଠାରେ କାର୍ଯ୍ୟରତ କର୍ମଚାରୀଙ୍କୁ ହଜାର ଟଙ୍କାର ଟଙ୍କା ମାସିକ ଆକାରରେ ଦରମା ଦେଉଛନ୍ତି l ହେଲେ କେତେକ କର୍ମଚାରୀଙ୍କ କାର୍ଯ୍ୟରେ ଅବହେଳା ଯୋଗୁଁ ଶିକାରୀ ମାନେ ବେଖାତିର ଭାବରେ ଜଙ୍ଗଲକୁ ପ୍ରବେଶ କରି ଜନ୍ତୁଙ୍କ ଶିକାର କରି ବେଶ ଲାଭବାନ ହେଉଛନ୍ତି l ବନବିଭାଗ ପକ୍ଷରୁ ଲୋକ ଦେଖାନିଆ ଭାବେ କାଁ ଭାଁ ଚଡାଉ କରାଯାଉଛି ସତ ହେଲେ ଶିକାରୀ ସେମାନଙ୍କୁ ଚକମା ଦେଖାଇ ନିଜର କାର୍ଯ୍ୟକୁ ସଫଳ କରୁଥିବା ଜଣାପଡିଛି l ଏ ବିଷୟରେ ବନବିଭାଗ ଅଧିକାରୀ ଶିବ ନାଏକଙ୍କୁ ଫୋନ ଯୋଗେ ପଚାରିବାରୁ ଖବର ମିଳିବା ମାତ୍ରେ ବନବିଭାଗ ତରଫରୁ ଚଡାଉ କରାଯାଉଛି ବୋଲି ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like