-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||     

HOME   ଜିଲ୍ଲା

ସଇଁତଳା : କାର୍ଯ୍ୟରତ ସାମ୍ବାଦିକଙ୍କୁ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଦୁର୍ବ୍ୟବହାର ଓ ଦାଦାଗିରୀ

06-Nov-2021



ବଲାଙ୍ଗିର, ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ବାଦୀପଡା ଲାଂଥ  ବ୍ରିଜ ଦୀର୍ଘ ବର୍ଷ ହେବ କାର୍ଯ୍ୟ ସଂପୂର୍ଣ୍ଣ ହୋଇ ପାରୁ ନାହିଁ ଯାହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅନକେ ଥର ରାଜରାସ୍ତା ଅବରୋଧ କରାଯାଇ ଥିଲା।ତେବେ ଏହାକୁ ନେଇ ଆଜି ଓଡ଼ିଶା ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଓ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ ତଦାରଖ କରିବା ପାଇଁ ଆସିଥିଲେ।  ତେବେ ଏହି ବ୍ରିଜ ନିର୍ମାଣ ବିଳମ୍ବ ହେଉ ଥିବା ବେଳେ ସ୍ଥାନୀୟ ଜନସାଧାରଣ ଦୁଇ ଜଣ ମନ୍ତ୍ରୀଙ୍କୁ

ଅଭିଯୋଗ କରିଥିଲେ ହେଲେ ସେହି ସମୟରେ ସଇଁତଲା ଗଣମାଧ୍ୟମ ପ୍ରତିନିଧି ଅଜିତ କୁମାର ସାହୁ ଙ୍କୁ ଦୁର୍ବ୍ୟବହାର କରିବା ସହ ସେହି ସମୟରେ ସୁଟିଙ୍ଗ କରୁଥିବା ବେଳେ ତାଙ୍କର ମୋବାଇଲ ଫୋନକୁ ଛଡାଇ ନେଇଥିଲେ, ଯାହାକୁ ନେଇ ସ୍ଥାନୀୟ ସଇଁତଲା ସାମ୍ବାଦିକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।

(ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026

You Might Also Like