-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||     

HOME   ଜିଲ୍ଲା

ଗ୍ରୋସରୀ ଦୋକାନରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ, ୯ ରୁ ୧୦ ଲକ୍ଷ ଟଙ୍କାର କ୍ଷତି

07-Nov-2021



ଢେଙ୍କାନାଳ (ତାପସ ଦାସ) ଢେଙ୍କାନାଳ ଜିଲ୍ଲା ଯୋରନ୍ଦ। ଫାଣ୍ଡି ଅନ୍ତର୍ଗତ ଯୋରନ୍ଦା ମେଡ଼ିକାଲ ସମ୍ମୁଖରେ ଥିବା ଏକ ଗ୍ରୋସରୀ ଦୋକାନରେ ଗତକାଲି ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବାର ଦେଖିବାକୁ ମିଳିଛି । ଦୋକାନ ଟି ଆତିଣ୍ଡା ଗ୍ରାମର ନାରାୟଣ ସାହୁଙ୍କ ହୋଇଥିବା ବେଳେ । ଘଟଣା ସ୍ଥଳରୁ ଦିଆସିଲ ଇନ୍ଧନ ତେଲ ଡବା ଜବତ ହୋଇଛି । ଉକ୍ତ ଅଗ୍ନିକାଣ୍ଡ ରେ ଦୋକାନ ଘର ସମ୍ପୂର୍ଣ୍ଣ ଜଳି ଯାଇଥିବା ବେଳେ ପ୍ରାୟ ୯ ରୁ ୧୦ ଲକ୍ଷ ଟଙ୍କାର କ୍ଷତି ହୋଇଛି । ଗଁଦିଆ ଏବଂ ଢେଙ୍କାନାଳ ଦମକଳ ବାହିନୀ ମିଶି ନିଆଁକୁ ଆୟତ୍ତ କରିଥିଲେ । ଆମ ଦୋକାନକୁ ପୋଡି ଦିଆଯାଇଛି ବୋଲି ଦୋକାନୀଙ୍କ ବାପା ଅଭିଯୋଗ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026

You Might Also Like