-+91-9937148622 |

prerana_bgr@rediffmail.com |

  Friday 6th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||     

HOME   ଜିଲ୍ଲା

କୋକସରା ପୋଲିସର ବଡ ସଫଳତା- ଉଦ୍ଧାର ହେଲେ ଦାଦନ ଶ୍ରମିକ

05-Nov-2020



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା)-୮0 ହଜାର ଟଙ୍କା ରେ ବନ୍ଧା ପଡ଼ିଥିବା ଦୁଇ ଦାଦନଶ୍ରମିକ ସମେତ ଆଉ ପାଞ୍ଚ ଜଣ ଦାଦନଶ୍ରମିକ କୁ ଉଦ୍ଧାର କଲା କୋକସରା ପୋଲିସ ।ଗତ ୨୯ ତାରିଖ  ଦିନ ପରିବାର ପକ୍ଷରୁ ନିଜ ଦୁଇ ପୁଅକୁ ଉଦ୍ଧାର କରିବାକୁ କୋକସରା ଥାନାର ଦ୍ଵାରାସ୍ତ ହୋଇଥିଲେ।ସୂଚନା ମତେ ରଇନଗୁଡା ଗ୍ରାମର ଭାରତ ମାଝୀ ଓ ଚତୁର ମାଝୀ ଙ୍କୁ ନିକଟସ୍ଥ ଛତାଗହୀର ଗ୍ରାମର କୃଷ୍ଣ ଦୁର୍ଗା ନାମକ ଜଣେ ବ୍ୟକ୍ତି ମଧ୍ୟପ୍ରଦେଶ ର ଇନ୍ଦୋର ଠାରେ ଏକବୋରିଂ ଠିକାଦାର ପାଖରେ ୮୦ ହଜାର ଟଙ୍କାରେ ବନ୍ଧା ପକାଇସେଠାରୁ ଚମ୍ପଟମାରିଥିଲେ।ଠିକାଦାର ସେଠାରେ ଜବରଦସ୍ତି କାର୍ଯ୍ୟ ରେ ନିୟୋଜିତ ରଖି ନାନା ପ୍ରକାର ନିର୍ଯାତନା ଦେଉ ଥିବା ଓ ମାଡ଼ ପିଟ କରୁଥିବା ନେଇ ଦୁହେଁ ଫୋନ ରେ ଜଣାଇଥିଲେ।ଏହାପରେ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ।  ଘଟଣା କୁ ଅତି ଗମ୍ଭୀରତାର ସହ  କୋକସରା ପୋଲିସ ନେଇ ଉଦ୍ଧାର ପାଇଁ ଏକ ସ୍ବତନ୍ତ୍ର ଟିମ୍ ଗଠନ କରିଥିଲେ। ଏ ଏସ ଆଇ ଜନ୍ମେଜୟ ବାଗ୍ ଙ୍କ ନେତୃତ୍ୱରେ ମଧ୍ୟପ୍ରଦେଶ ର ରତ୍ ଲମ୍ ଜିଲ୍ଲା ରୁ ସେଠାକାର ପୋଲିସ ର ସହାୟତା ରେ  ସାତ ଜଣ ଦାଦନ ଶ୍ରମିକଙ୍କୁ ଆଜି ଉଦ୍ଧାର କରିଥିବା ଏକ ପ୍ରେସମିଟ ରେ ଥାନା ଅଧିକାରୀ ବାସୁଦେବ ଛତ୍ରିଆ ପ୍ରକାଶ କରିଛନ୍ତି।ଏହି ଉଦ୍ଧାର ହୋଇଥିବା ଦାଦନ ମଧ୍ୟରେ ୨ କୋକସରା ଥାନା ଅନ୍ତର୍ଗତ ଥିବାବେଳେ ୫ଜଣ ଆମ ପାଣି ଥାନା ଅନ୍ତର୍ଗତ ବୋଲି ଜଣାପଡ଼ିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026

You Might Also Like