-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଜମଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର ସ୍ବାସ୍ଥ୍ୟକର୍ମୀ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

07-Nov-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) :ରାଜବୋଡାସମ୍ବର ବ୍ଳକ ଅନ୍ତର୍ଗତ ଜମଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ  କାର୍ଯ୍ୟରତ କୁଷ୍ଠରୋଗ ନିବାରଣ ବିଭାଗର ସ୍ବାସ୍ଥ୍ୟକର୍ମୀ ଶ୍ରୀମାନ ସତ୍ୟନାରାୟଣ ସାହୁ ଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି lଏ ଅବସରରେ ଅନୁଷ୍ଠିତ ଏହି ସଭାରେ ଜମଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଅଧିକାରୀ ଡାକ୍ତର ତ୍ୟାଗରାଜ ସିଂ ସଭାପତିତ୍ବ କରିଥିଲାବେଳେ ଜନସ୍ବାସ୍ଥ୍ୟ ଶିକ୍ଷା ସଂପ୍ରସାରଣ ଅଫିସର ଶିବ ପ୍ରସାଦ ବେହେରା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ lଏହି ଦୁଃଖଦ ବିଦାୟକାଳୀନ ସମ୍ବର୍ଦ୍ଧନା ରେ ବକ୍ତା ଭାବେ ସର୍ବଶ୍ରୀ:-ସୁରେଶ ପତି, ଦିଲ୍ଲିପ ବେହେରା, ରାଜେନ୍ଦ୍ର ମିଶ୍ର, ଲମ୍ବୋଦର ପାତ୍ର, ମହିଳା ସ୍ୱାସ୍ଥ୍ୟ ପରିଦର୍ଶିକା ଶ୍ରୀମତୀ ଉର୍ମିଳା ଦ୍ୱିବେଦୀ,ମାନସୀ ଦାସ
 ମୁଖ୍ୟଅତିଥି ଙ୍କ ଉଦ୍ଦେଶ୍ୟ ରେ ବିଦାୟ ସମ୍ବର୍ଦ୍ଧନା ଜଣାଇବା ସହ ତାଙ୍କୁ ଜଣେ ସରଳ ନିଷ୍କପଟ, ମିଷ୍ଟଭାଷୀ, କର୍ତ୍ତବ୍ୟନିଷ୍ଠା, ସତ୍ୟବାଦୀ,ମେଳାପି ତଥା ପ୍ରକୃତ ବଂଧୁ ବୋଲି ତାଙ୍କ ବକ୍ତବ୍ୟରେ ଅଭିହିତ କରିଥିଲେ lପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟ ତଥା ଜମଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅନ୍ତର୍ଗତ ଗ୍ରାମାଞ୍ଚଳ ଠାରୁ ସହରାଞ୍ଚଳ ପର୍ଯ୍ୟନ୍ତ ଶ୍ରୀମାନ ସତ୍ୟନାରାୟଣ ସାହୁ, ସାହୁ ଆଜ୍ଞା ବୋଲି ସୁପରିଚିତ ଅଟନ୍ତି l ଦିର୍ଘ ୩୬

ବର୍ଷଧରି ଗ୍ରାମାଞ୍ଚଳ ମାନଙ୍କରେ ତଥା ଶିକ୍ଷାନୁଷ୍ଠାନ ମାନଙ୍କରେ ପହଞ୍ଚି କୁଷ୍ଠ ବ୍ୟାଧି ଦୁରାରୋଗ୍ୟ ଚିହ୍ନଟ କରିବା, ଚିକିତ୍ସା ସହ ପରାମର୍ଶ ଦେବା, ଓୈାଷଧ ମାଗଣା ପ୍ରଦାନ ତଥା ଜନସଚେତନତା ସୃଷ୍ଟି କରିବା ଭଳି ସମ୍ବେଦନଶୀଳ କର୍ମ ସୁଚାରୁରୂପେ ସମ୍ପାଦନା କରି ଉଚ୍ଚ ପଦାଧିକାରୀଙ୍କ ତଥା ଜନସାଧାରଣଙ୍କ ପାଖରେ ପ୍ରିୟ ଭାଜନ ଓ ପ୍ରଶଂସିତ ହୋଇପାରିଥିଲେ ବୋଲି ତାଙ୍କ ବକ୍ତବ୍ୟରେ କହିବା ସହ ଅବଶିଷ୍ଟ ତାଙ୍କର ଅବସରକାଳୀନ ସମୟ ମଙ୍ଗଳମୟ, ଶାନ୍ତିପ୍ରଦ ଏବଂ କର୍ମମୁଖର ହେଉ ବୋଲି ସ୍ୱାସ୍ଥ୍ୟ ପରିଦର୍ଶନ ଶ୍ରୀଯୁକ୍ତ ମନୋରଞ୍ଜନ ସାହୁ ତାଙ୍କ ବକ୍ତବ୍ୟ ସହ ଦିର୍ଘଜିବୀ ପାଇଁ କାମନା କରିଥିଲେ lଶ୍ରୀମାନ ସାହୁ ଙ୍କ ଠାରୁ ଦାୟିତ୍ଵ ଗ୍ରହଣ କରିଥିବା ସ୍ବାସ୍ଥ୍ୟକର୍ମୀ ଶ୍ରୀ ସଞ୍ଜୟ ବଢେଇ ଶ୍ରୀମାନ ସାହୁ ବାବୁ ଙ୍କୁ ଜଣେ ଭଲ ପଥପ୍ରଦର୍ଶକ, ପରାମର୍ଶଦାତା ବୋଲି ବର୍ଣ୍ଣନା କରିବାସହ ତାଙ୍କ କର୍ମକୈାଶଳ, କର୍ମତତ୍ପରତା,ସରଳ ଜୀବନଯାପନ ର ଉଚ୍ଚ ପ୍ରଶଂସା କରିଥିଲେ lମହିଳା ସ୍ବାସ୍ଥ୍ୟକର୍ମୀ ବିଶ୍ୱଳୟା ସାହୁ ମାନପତ୍ର ପଠନ କରିଥିବାବେଳେ, ଡାକ୍ତର ଲୋକପାଳ ଭୋଇ, ଡାକ୍ତର ଦେବାଶିଷ ରଥ, ଡାକ୍ତର ତ୍ୟାଗରାଜ ସିଂ ମିଳିତ ହୋଇ ଶ୍ରୀମାନ ସାହୁ ଙ୍କୁ ମାନପତ୍ର, ଉତ୍ତରୀୟ ସମେତ ଉପଢୌକନ ପ୍ରଦାନ କରିଥିଲେ lସଭାକାର୍ଯ୍ୟ ପରିଚାଳନା କରିଥିଲେ ମହେଶ୍ୱର ପଟ୍ଟନାୟକ,ସୁଧିର ମେହେର, ତୁଳସୀ ମହଲା lଶେଷରେ ବି.ପି.ଏମ ବିଜୟ ସରାଫ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like