-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ସତ୍ୟସାଇ ସେବା ସମିତି ପକ୍ଷରୁ ଚିନ୍ତନ ଓ ସମୟର ସୁପରିଚାଳନା ଶୀର୍ଷକ ଆଲୋଚନାଚକ୍ର

07-Nov-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) - ଆଜି ସୁବର୍ଣ୍ଣପୁର ଜିଲ୍ଲା ସତ୍ୟସାଇ ସେବା ସମିତି ପକ୍ଷରୁ ସ୍ଥାନୀୟ ସୋନପୁର ମହାବିଦ୍ୟାଳୟ ଓ ବିଜୁପଟ୍ଟନାୟକ ମହିଳା ମହାବିଦ୍ୟାଳୟ ରେ ପର୍ଯ୍ୟାୟ କ୍ରମେ  ଚିନ୍ତନ ଓ ସମୟର ସୁପରିଚାଳନା ଶୀର୍ଷକ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା।  ପ୍ରଥମେ ଉପସ୍ଥିତ ସମସ୍ତ ଙ୍କ ଦ୍ୱ।ରା ଓଁକାରମ୍ ଗାନ ପରେ ସତ୍ୟସାଇ ବାବାଙ୍କ ଫଟୋ ଚିତ୍ର ରେ ମାଲ୍ୟାର୍ପଣ ପରେ ପ୍ରଦୀପ ପ୍ରଜ୍ୱଳନ କରାଯାଇଥିଲା ପରେ  ସତ୍ୟସାଇ ସେବା ସମିତି ର ସୁବର୍ଣ୍ଣପୁର ଜିଲ୍ଲା ସଭାପତି ଗୁଣନିଧି ପାତ୍ର  ସ୍ୱ।ଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ସତ୍ୟସାଇ ସେବା ସମିତିର ପ୍ରତିଷ୍ଠାତା ସଭ୍ୟ ତଥା ପୂର୍ବତନ ସଭାପତି ଶିବନାରାୟଣ ମିଶ୍ର ଉଦଘାଟନୀ ଅଭିଭାଷଣ ପ୍ରଦାନ କରିଥିଲେ। ଆଲୋଚନା ଚକ୍ର ର ମୁଖ୍ୟବକ୍ତା ଭାବରେ କଟକ ରେଭେନ୍ସା ୟୁନିଭର୍ସିଟି ର ସୂଚନାଓ ପ୍ରଯୁକ୍ତି ବିଦ୍ୟା ବିଭାଗର  ମୁଖ୍ୟ ଅମିୟ ରଞ୍ଜନ କାନୁନଗୋ ଯୋଗଦେଇ ଚିନ୍ତନ ଓ ସମୟର ସୁପରିଚାଳନା ସଂପର୍କରେ ଏକ ତତ୍ତ୍ୱଭିତ୍ତିକ ବକ୍ତବ୍ୟ ରଖିଥିଲେ। ଏଥିରେ ଅନ୍ୟତମ ବକ୍ତା ଭାବରେ ଇତିହାସ ବିଭାଗ ପ୍ରଧ୍ୟାପକ ଡ଼ଃ ହିମାଂଶୁ ଶେଖର ପାଢ଼ୀ ବକ୍ତବ୍ୟ ରଖି ଥିବା ବେଳେ ଓଡ଼ିଆ ବିଭାଗ ମୁଖ୍ୟ ଡ଼ଃ ସୌରଭ ରଞ୍ଜନ ଖମାରୀ ସଂଯୋଜନା କରିଥିବାବେଳେ ଅଧ୍ୟାପିକା ଇତିଶ୍ରୀ ଦାଶ ଧନ୍ୟବାଦ ପ୍ରଦାନ କରିଥିଲେ ।ଏହା ପରେ ଅପରାହ୍ନ ସଂପାନ ବିଜୁପଟ୍ଟନାୟକ ମହିଳା ମହାବିଦ୍ୟାଳୟ ରେ ଅନୁଷ୍ଠିତ ହୋଇଥିଲା। ଏଥିରେ ସତ୍ୟସାଇ ସେବା ସମିତିର ଜିଲ୍ଲା ସଭାପତି ଗୁଣନିଧି ପାତ୍ର ସ୍ୱ।ଗତ ଭାଷଣପ୍ରଦାନପରେ ଚିନ୍ତନ ଓ ସମୟର ସୁପରିଚାଳନା ସଂପର୍କରେ ଆଲୋଚନା ରଖି ସୋନପୁର ମହାବିଦ୍ୟାଳୟ ର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ନାରାୟଣ ପ୍ରସାଦ ରାୟଗୁରୁ ତାଙ୍କର ବକ୍ତବ୍ୟ ରେ ଅଯଥା ଚିନ୍ତା ରୁ ଦୁରେଇ ରହିବା ଦ୍ୱାରା ବୋଝ ହାଲୁକା ହୋଇଥାଏ ଏଣୁ କାମନା କୁ ସବୁ ସମୟରେ କମ କରିବା ଉପରେ ଅନେକ ଉପାଦେୟ ତଥ୍ୟ ଉପସ୍ଥାପନ କରିଥିଲେ। ସେହିପରି ମଣିଷ ଜୀବନ ଦୁର୍ଲଭ ଜନ୍ମ ଏଣୁ ଅଯଥା ସମୟର ଅପଚୟ ନକରିବା ଉପରେ ଗୁରୁତ୍ତ୍ୱ।ରୋପ କରିଥିଲେ ପରେ ମୁଖ୍ୟବକ୍ତା ରେଭେନ୍ସା ୟୁନିଭର୍ସିଟି ର ଆଇଟି ବିଭାଗ ମୁଖ୍ୟ ଅମିୟ ରଞ୍ଜନ କାନୁନଗୋ ତାଙ୍କ ବକ୍ତବ୍ୟ ରେ ମନକୁ ଶାନ୍ତ ରଖି ଅଯଥା ରେ ଚାପଗ୍ରସ୍ତ ନକରିବା ପାଇଁ ମତରଖି ଏକାଗ୍ରତା ହିଁ ଏକ ପ୍ରମୁଖ ମାଧ୍ୟମ ବୋଲି ମତରଖି ସମୟ ହିଁ ସବୁଠାରୁ ମୂଲ୍ୟବାନ ତେଣୁ ସମୟ ଚାଲିଗଲେ ସବୁକିଛି ଚାଲିଯିବ ତେଣୁ ସମୟର ସଦବିନିଯୋଗ କରିବାପାଇଁ ଭଗବାନ ବାବାଙ୍କର ଉକ୍ତି କୁ ଉଦ୍ଧାର କରି ଥିଲେ , ମନର ସ୍ୱରୁପ କୁ ଉତ୍ସର୍ଗୀକୃତ ଭାବେ ସୁପରିଚାଳନା ଦ୍ୱାରା ହିଁ ସଫଳତା ପ୍ରାପ୍ତି ହୋଇଥାଏ ତତେଣୁ ମନ ରୂପକ ସ୍ତ୍ରୀଦ୍ୱାରା ସଂପୂର୍ଣ୍ଣ ବଶୀଭୂତ ନହୋଇ ମନ ଉପରେ ନିଜର କର୍ତ୍ତୃତ୍ୱ ଜାହିର କରିବାପାଇଁ ମତରଖି ମନହିଁ ସଫଳତା ର ମୁଖ୍ୟ ମନହିଁ ବିଫଳତା ର କାରଣ ଏଣୁ ସଦା ଜାଗ୍ରତ ରହି ମନ ରୂପକ ଦର୍ପଣକୁ ଅତି ସନ୍ତର୍ପଣରେ ସଂଚାଳନ କରିବା ନିଜ ଉପରେ ନିର୍ଭର କରିଥାଏ ବୋଲି ପ୍ରକାଶ କରି ବିପଦ ଆଶଂକା କଲେ କଇଁଛ ଯେପରି ନିଜକୁ ନିରାପଦରେ ରଖିଥାଏ ସେଭଳି କୌଶଳ ସମସ୍ତେ ଆପଣେଇ ନିଜ ମନ ଓ ଚିନ୍ତନ କୁ ସୁପରିଚାଳନା କରିବା ଉଚିତ ବୋଲି ମତବ୍ୟକ୍ତ କରିଥିଲେ ପରେ ପ୍ରଶ୍ନୋତର ପର୍ଯ୍ୟାୟରେ  ଉପସ୍ଥିତ ସମସ୍ତ ଛାତ୍ରୀ ଙ୍କ ସହ ମତବିନିମୟ କରି ତାଙ୍କର ବିଭିନ୍ନ ପ୍ରଶ୍ନ ର ସରଳ ଉତ୍ତର ରଖିଥିଲେ। ପରେ ମହିଳା ମହାବିଦ୍ୟାଳୟ ର ଅଧ୍ୟକ୍ଷା ରିତାରାଣୀ ପୁଜାରୀ ଓ ସୋନପୁର ମହାବିଦ୍ୟାଳୟ ର ପୂର୍ବତନ ଅଧ୍ୟକ୍ଷା ଶୁଶ୍ରୀ ରେଣୁକା ମିଶ୍ର ଆଲୋଚନାରେ ଅଂଶଗ୍ରହଣ କରି ଅନେକ ଉପାଦେୟ ମନ୍ତବ୍ୟ ପ୍ରତିପାଦନ କରିଥିବା ବେଳେ ଏହି ଆଲୋଚନା ଚକ୍ର କୁ ଇଂରାଜୀ ଅଧ୍ୟାପକ ମଦନ ସୁନ୍ଦର କ୍ଷେତି ସଂଯୋଜନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like