-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ମମିତାଙ୍କ ପରିବାରର ନିବେଦନ: ଆମକୁ ନ୍ୟାୟ ଦରକାର, ମମିତା ମେହେରଙ୍କ ଵାପା, ମୁଖ୍ୟମନ୍ତ୍ରୀଙ୍କ ଉପରେ ଭରସା ଅଛି.. ରାଜନୀତିକରଣ କରାନଯାଉ

07-Nov-2021



ବଲାଙ୍ଗୀର, ମହାଲିଙ୍ଗ ସ୍ଥିତ ସନ୍‌ସାଇନ ପବ୍ଲିକ ସ୍କୁଲ୍‌ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣା ସମଗ୍ର ରାଜ୍ୟବାସୀଙ୍କୁ ଓ  ଦେଶ ଵାସି ଙ୍କୁ ସ୍ତବ୍ଧ କରିଦେଇଛି । ଆଉ ଦୁଇ ଦିନପରେ ହତ୍ୟା ଘଟଣାକୁ ମାସଟେ ପୂରିବ । ଏହାର ଉଚ୍ଚସ୍ତରୀୟ ତଦନ୍ତ ଏବଂ ହତ୍ୟାକାଣ୍ଡରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା ଦାବି ନେଇ ପ୍ରତିଦିନ ରାଜରାସ୍ତାରେ ନିଆଁ ଜଳୁଛି । ବିରୋଧୀ ଦଳ ପକ୍ଷରୁ ବିଭିନ୍ନ ସମୟରେ ସାମ୍ବାଦିକ ସମ୍ମିଳନୀ କରି ନୂଆନୂଆ ତଥ୍ୟ ପ୍ରଘଟ କରାଯାଉଛି । ଏଭଳି ସମୟରେ ମମିତାଙ୍କ ପରିବାର ପକ୍ଷରୁ ଏକ ଭାବପ୍ରବଣ ଭିଡ଼ିଓ ସାମ୍ନାକୁ ଆସିଛି । ଏହି ପ୍ରସଙ୍ଗକୁ ନେଇ ରାଜନୀତି ନକରିବାକୁ ମମିତାଙ୍କ ବାପା ଏବଂ ମା  ବଡ଼ବାପା ନିବେଦନ କରିଛନ୍ତି । ଏପରିକି ମାମଲାରେ ସଠିକ୍‌ ତଦନ୍ତ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପରିବାରକୁ ଉପଯୁକ୍ତ ନ୍ୟାୟ ଦେଇପାରିବେ । ତେଣୁ ତାଙ୍କ ଉପରେ ଭରସା ଥିବା ମମିତାଙ୍କ ବାପା ସୂଚନ୍ଦ୍ର ମେହେର, ମା’ତୁଳସୀ ଏବଂ ବଡ଼ବାପା କୌଶିକ ଭିଡ଼ିଓ ମାଧ୍ୟମରେ ବିଭିନ୍ନ ରାଜନୈତିକ ଦଳ ଏବଂ ଗଣାମଧ୍ୟମ ସଂସ୍ଥାକୁ ନିବେଦନ କରିଛନ୍ତି ।

ମମିତାଙ୍କ ବାପା ସୂଚନ୍ଦ୍ର କହିଛନ୍ତି, ମମିତା ହତ୍ୟା ଘଟଣାକୁ ନେଇ ବିରୋଧୀ ଓ କେତେକ ଗଣମାଧ୍ୟମ ଲୋକପ୍ରିୟତା ନେବା ପାଇଁ ଏହାକୁ ବିଭ୍ରାଟ କରୁଛନ୍ତି । ତେଣୁ ଏସବୁ ବନ୍ଦ କରିବାକୁ ସେ ହାତଯୋଡି ନିବେଦନ କରିଛନ୍ତି । ତାଙ୍କ ଝିଅ ମମିତା ବହୁତ ଭଲ ଥିଲା । ତାହାର ହତ୍ୟା ପରେ ପରିବାର ଲୋକେ ସମ୍ପୂର୍ଣ୍ଣ ଭାଙ୍ଗି ପଡିଛନ୍ତି । ମମିତାଙ୍କ ହତ୍ୟାକାଣ୍ଡର ତଦନ୍ତ ବିଷୟରେ ଜାଣିବା ପାଇଁ ପରିବାରବର୍ଗ ଗତକାଲି ପୁଲିସ ପାଖକୁ ଯାଇଥିଲେ । ପୁଲିସ ତଦନ୍ତରେ ସେମାନେ ସମ୍ପୂର୍ଣ୍ଣ ସନ୍ତୁଷ୍ଟ ଅଛନ୍ତି ବୋଲି କହିଛନ୍ତି । ହତ୍ୟାକାରୀ ଗୋବିନ୍ଦ ସାହୁ ସହିତ ସେ କେବେ ହେଲେ ରାୟପୁର ଯାଇନଥିଲେ । ତେଣୁ ତାଙ୍କ ଝିଅର ଚରିତ୍ର ଉପରେ ଅଙ୍ଗୁଳିି ଉଠାନଯାଉ । ଏ ସବୁ ଚର୍ଚ୍ଚା ଆଲୋଚନା ବନ୍ଦ କରାଯାଉ ବୋଲି ସମସ୍ତଙ୍କୁ ସେ ନିବେଦନ କରିଛନ୍ତି । ଏଥିସହିତ ରାଜନୈତିକ ଦଳ ଓ ଗଣମାଧ୍ୟମ ସଂସ୍ଥା ମମିତା ହତ୍ୟା ଘଟଣାରେ ରାଜନୀତି ନକରନ୍ତୁ ।
ଏ ସବୁ ବନ୍ଦ କରାଯାଉ ବୋଲି କହିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରିବାରକୁ ନ୍ୟାୟ ଦେବେ ବୋଲି ସମଗ୍ର ପରିବାର ଭରସା ରଖିଥିବା ମମିତାଙ୍କ ବାପା ଏବଂ ମା’ ହାତ ଯୋଡି ନିବେଦନ କରିଛନ୍ତି । ସେହିପରି ମମିତାଙ୍କ ବଡ଼ବାପା

କୌଶିକ ମେହେର ମଧ୍ୟ ନିବେଦନ କରି କହିଛନ୍ତି, ‘ମମିତାର ହତ୍ୟା ଘଟଣା ପରଠୁ ପରିବାରବର୍ଗ ବହୁ ଦୁଃଖରେ ଅଛନ୍ତି । ପୁଲିସ ତା’ର ତଦନ୍ତ ଜାରି ରଖିଛି ଏବଂ ଆମେ ପୁଲିସ ତଦନ୍ତରେ ସନ୍ତୁଷ୍ଟ ଅଛୁ । କିନ୍ତୁ କେତେକ ସ୍ଥାନରେ ମମିତାର ଚରିତ୍ର ଉପରେ ସଂହାର କରାଯାଉଛି ଏବଂ ଆମ ପରିବାରକୁ ବଦନାମ କରିବାକୁ ଚେଷ୍ଟା କରାଯାଉଛି । ସେ ଯିଏ ବି ହୁଅନ୍ତୁ ଏସବୁ ବନ୍ଦ କରନ୍ତୁ । ଆମକୁ ନ୍ୟାୟ ଦରକାର ଓ ଦୋଷୀକୁ ଫାଶି ଦଣ୍ଡରେ ଦଣ୍ଡିତ କରିବା ଦରକାର । ତେଣୁ ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି ଏପରି କିଛି କାର୍ଯ୍ୟ କରନ୍ତୁ ନାହିଁ । ଯେଉଁଥିରେ ଆମ ପରିବାର ଆହୁରି ଦୁଃଖରେ ପିଡିତ ହେବବୋଲି ମମିତାଙ୍କ ବଡ଼ବାପା କୈ।ଶିକ ମେହେର ନିବେଦନ କରିଛନ୍ତି ।
ପ୍ରକାଶ ଯେ, ପୁଲିସ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଏବଂ ରାଧେଶ୍ୟାମ ଚଣ୍ଡିକୁ ଗିରଫ କରିସାରିଛି । ଉଭୟ ଅଭିଯୁକ୍ତ କଣ୍ଟାବାଞ୍ଜି ସବ୍‌ ଜେଲରେ ଥିବା ବେଳେ ଭିଡ଼ିଓ କନଫରେନ୍ସ ଜରିଆରେ ଉଭୟଙ୍କୁ ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟରେ ହାଜର କରାଯାଇଛି । ଆସନ୍ତା ୧୫ତାରିଖରେ ପୁଣି ଦୁଇ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯିବ ।

(ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ୟାମୀ ସାହୁ ଙ୍କର ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like