-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଏନ୍‌ପିଏସ୍ ସଂଘର କର୍ମକର୍ତ୍ତା ଚୟନ- “ରାଜକୁମାର ସଭାପତି ଓ ବୀର ସଂପାଦକ”

07-Nov-2021



ବଲାଙ୍ଗିର(ପ୍ରେରଣା ଖବର)- ସ୍ଥାନୀୟ ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଓଡିଶା ସରକାରୀ ହାଇସ୍କୁଲ ଏନ୍‌ପିଏସ୍ ଶିକ୍ଷକ ସଂଘ ବଲାଙ୍ଗିର ଜିଲ୍ଲା ଶାଖା ପକ୍ଷରୁ ଏନ୍‌ପିଏସ୍ ଶିକ୍ଷକମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଶିକ୍ଷକମାନଙ୍କର ବିଭିନ୍ନ ସମସ୍ୟା ସହିତ ୨୦୦୪ ମସିହାରୁ ସରକାରୀ କର୍ମଚାରୀଙ୍କ

ଠାରେ ଲାଗୁ ହୋଇଥିବା ନୂତନ ପେନସନ ଯୋଜନାକୁ ସମ୍ପୁର୍ଣ୍ଣ ଭାବେ ଉଚ୍ଛେଦ କରି ପୁରୁଣା ପେନସନ ଯୋଜନାକୁ ଲାଗୁ କରିବା, ୬ ବର୍ଷର ଚୁକ୍ତିଭିତ୍ତିକ ସମୟକୁ ଚାକିରିରେ ଯୋଗ କରିବା ପ୍ରଭୃତି ଦାବୀ ଉପରେ ଆଲୋଚନା କରିବା ସହ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର ପ୍ରଦାନ କରିବା ପାଇଁ ନିଷ୍ପତ୍ତି ହୋଇଥିଲା ।   ଏହି ବୈଠକରେ ନୂତନ କର୍ମକର୍ତ୍ତା ଚୟନ ପାଇଁ ପ୍ରସ୍ତାବ ଗ୍ରହଣ କରାଯାଇଥିଲା । ସର୍ବ ସମ୍ମତିକ୍ରମେ ରାଜକୁମାର ଭୋଇ ସଭାପତି, ସମ୍ପାଦକ ଭାବେ ବୀର ସୁନା, ଉପ-ସଭାପତି ହେମନ୍ତ ବାରିକ, ମୋନାଲିସା ମହାପାତ୍ର, ଯୁଗ୍ମ ସଂପାଦକ ରଶ୍ମିରାଣୀ ଦାଶ, କୋଷାଧ୍ୟକ୍ଷ ଭାବେ ଭକ୍ତ ନାଏକ ମନୋନୀତ ହୋଇ ଥିଲେ । ଶିକ୍ଷକ ହେମନ୍ତ ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର ମିଶ୍ର, ଦ୍ୟୁତି ରଂଜନ ମହାଲିଙ୍ଗ, ବୀର ସୁନା, ନରେଶ ଦ୍ୱାରୀ, ଡୋଳାମଣି ସାହୁ, ନବଘନ ସାହୁ, ରାମ ନାରାୟଣ ଦାଶ, ବିନୋଦ ମିଶ୍ର ପ୍ରମୁଖ ଶିକ୍ଷକ ମଂଚାସୀନ ଥିଲେ । କାର୍ଯ୍ୟକ୍ରମର ସଂଯୋଜନା ରାଜ କୁମାର ଭୋଇ କରିଥିବା ବେଳେ ଧନ୍ୟବାଦ ଦେଇଥିଲେ ଭକ୍ତ ନାଏକ । କାର୍ଯ୍ୟକ୍ରମରେ ୧୪ଟି ବ୍ଲକର ବିଭିନ୍ନ ବିଦ୍ୟାଳୟର ଶିକ୍ଷକମାନେ ଯୋଗଦେଇଥିଲେ । ପ୍ରକାଶ ଥାଉ କି ରାଜ୍ୟ ଏନ୍‌ପିଏସ୍ ସଂଘର ସଭାପତି ପୂର୍ଣ୍ଣଚନ୍ଦ୍ର ଆଏଚ ବଲାଙ୍ଗିର ଗସ୍ତ କରିବା ସମୟରେ ଜିଲ୍ଲା ଶିକ୍ଷକମାନଙ୍କ ସହ ସରକାରଙ୍କୁ ଉପରୋକ୍ତ ଦାବୀ ପୂରଣ ଦିଗରେ ଅବଗତ କରାଇବା ସହ ଭବିଷ୍ୟତ କାର୍ଯ୍ୟପନ୍ଥା ସମ୍ପର୍କରେ ଆଲୋଚନା କରିଥିଲେ । ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଅରବିନ୍ଦ କୁମ୍ଭାର, ଯଦୁମଣି ବଗର୍ତ୍ତି, ତେଜସ୍ୱି ରଥ, ଦେବାଶିଷ ମେହେର, ସତ୍ୟ ବିଶ୍ୱାଲ, ଅନାକାର ସାହୁ, ପ୍ରେମଲାଲ କୁମ୍ଭାର, ଉତ୍ତମ ସାହୁ, ସନାତନ ପୁରୋହିତ, ଦେବାଶିଷ ବିଶି, ସୁରେନ୍ଦ୍ର ମଲ୍ଲିକ, ପର୍ଶୁରାମ ସାହୁ, ରଶ୍ମିତା ନାୟକ, ପୂର୍ଣ୍ଣିମା ମେହେର, ବ୍ରାହ୍ମଣି ଦିପ, ସତ୍ୟପ୍ରୀୟା ନନ୍ଦ, ପୁଷ୍ପାଞ୍ଜଳି କିଶାନ, ରାୟଗୁପ୍ତା ବିଶ୍ୱାଲ, ସର୍ଜନ ପାତ୍ର, ଶ୍ୟାମ ପ୍ରଧାନ, ମାୟାଧର ଦଲେଇ, ତାପସ କୁଅଁର, ରଂଜିତ ମିଶ୍ର ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like