-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଓଡିଶା କର୍ମଜୀବୀ ସାମ୍ବାଦିକ ସଂଘର ଅଷ୍ଟମ ସ୍ବନକ୍ଷତ୍ର ନୂଆଁଖାଇ ଭେଟଘାଟ ଅନୁଷ୍ଠିତ

07-Nov-2021



L ବରଗଡ(ନିରଞ୍ଜନ ତ୍ରିପାଠୀ) : ଓଡିଶା କର୍ମଜୀବୀ ସାମ୍ବାଦିକ ସଂଘର ଅଷ୍ଟମ ସ୍ବନକ୍ଷତ୍ର ଉତ୍ସବ ବରଗଡ ସହରର ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ଓଡ଼ିଶା ର ମାନ୍ୟବର ଗାମ୍ୟ ଉନ୍ନୟନ ତଥା ଶ୍ରମ ଓ ଇ.ଏସ୍.ଆଇ. ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ, ମୁଖ୍ୟବକ୍ତା ଭାବେ ଓଡିଶା କର୍ମଜୀବୀ ସାମ୍ବାଦିକ ସଂଘର ସଭାପତି ସୁଜ୍ଞାନ ଚୌଧୁରୀ, ସମ୍ମାନୀତ ଅତିଥି ଭାବେ ବରଗଡ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀଯୁକ୍ତ ଦେବେଶ ଆଚାର୍ଯ୍ୟ, ଅତାବିରା ବିଧାୟିକା ତଥା ରାଜ୍ୟ ବିଜେଡି ମହିଳା ସଭାନେତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ, ଓଡିଶା କର୍ମଜୀବୀ ସାମ୍ବାଦିକ ସଂଘର ରାଜ୍ୟ ଉପସଭାପତି ଆଶୁତୋଷ ରଥ, ଓଡିଶା କର୍ମଜୀବୀ ସାମ୍ବାଦିକ ସଂଘର ଆଇନ ପରାମର୍ଶ ଦାତା ଶ୍ରୀଯୁକ୍ତ କିରଣ କୁମାର ମିଶ୍ର ଏବଂ ଓଡିଶା କର୍ମଜୀବୀ ସାମ୍ବାଦିକ ସଂଘର ପଶ୍ଚିମ ଓଡିଶା ସମ୍ପାଦକ ଏମ୍.ଡି.ନିଜାମୁଦ୍ଧିନ ଯୋଗଦେଇଥିଲେ l ତତସଙ୍ଗେସଙ୍ଗେ ବରଗଡ ଜିଲ୍ଲା ଶାଖା ସଭାପତି ତ୍ରୀବିକ୍ରମ ତ୍ରିପାଠୀ, ସମ୍ପାଦକ ପରମାନନ୍ଦ ମିଶ୍ର, ସାଂସ୍କୃତିକ ସମ୍ପାଦକ କିଶନଲାଲ ଅଗ୍ରଓ୍ବାଲ ମଞ୍ଚାସୀନ ଥିଲେ। ସଂଘର କର୍ମକର୍ତ୍ତାମାନେ ଅତିଥିମାନଙ୍କୁ ପୁଷ୍ପଗୁଚ୍ଛ ସହ ଉପଢୌକନ ଦେଇ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ସଂଘର ରାଜ୍ୟ ଉପସଭାପତି ଆଶୁତୋଷ ରଥ ସଭା ପରିଚାଳନା କରିଥିବା ବେଳେ କାର୍ଯ୍ୟକ୍ରମରେ ସଂସଦୀୟ ଗଣତନ୍ତ୍ର ଓ ପ୍ରେସ ସ୍ବାଧିନତା ବିଷୟରେ ଆଲୋଚନା କରାଯାଇଥିଲା। ସମାଜରେ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଡ.ସୁସ୍ମିତା ଦାଶଙ୍କୁ ସେବାରତ୍ନ ସମ୍ମାନ, ଭୋଜରାଜ ବାଗଙ୍କୁ ସମାଜ ଗୌରବ ସମ୍ମାନ, ସୁମିତ ଅଗ୍ରଓ୍ବାଲଙ୍କୁ ସେବା ଗୌରବ ସମ୍ମାନ, ସୁନିତା ବଲଦିଆଙ୍କୁ ସମାଜ ଗୌରବ ସମ୍ମାନ, ନିମାଇଁ ଚରଣ ମହାପାତ୍ରଙ୍କୁ

ସମାଜସେବା ସମ୍ମାନ, ଉଦ୍ଧବ ପଣ୍ଡାଙ୍କୁ ସାମ୍ବାଦିକ ଗୌରବ ସମ୍ମାନ, ବାଲାଜୀ ତରାସିଆଙ୍କୁ ସାମ୍ବାଦିକ ସେବା ସମ୍ମାନ ଏବଂ ମହେନ୍ଦ୍ର ସାହୁଙ୍କୁ ଯୁବ ସାମ୍ବାଦିକ ସମ୍ମାନ, ଅନୁସୂୟା ଦେବତା ଙ୍କୁ ସମାଜସେବା କ୍ଷେତ୍ରରେ ସମ୍ମାନୀତ କରି ଉପଢୌକନ , ପୁଷ୍ପଗୁଚ୍ଛ, ମୋମେଂଟ  ପ୍ରଦାନ କରି ସମ୍ମାନୀତ କରାଗଲା। ଗାୟୀକା ସୁଶ୍ରୀ ସୌଭାଗ୍ୟ ଲକ୍ଷ୍ମୀ ଦାଶ ପ୍ରାରମ୍ଭିକ ସଂଗୀତ ଗାନ କରିଥିବା ବେଳେ  ନଟରାଜ କଳା ପରିଷଦ ଅତାବିରା ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବା ସହିତ ମାଁ ସେରାବାଲି  ଦୁଲଦୁଲି ଅତାବିରା ଦ୍ୱାରା 'ଦୁଲଦୁଲିବାଜା' ଢ଼ୋଲ, ନିଶାନରେ ଗର୍ଜି ଉଠିଥିଲା l ଶେଷରେ  ସଂଘର ସାଂସ୍କୃତିକ ସମ୍ପାଦକ କିଷନଲାଲ ଅଗ୍ରୱାଲ  ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like