-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ସୁର୍ଡା ରେ ବିଶାଳ ଆାଦିବାସୀ ମେଲି

07-Nov-2021



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର) ଆଦିବାସୀ ଅଧ୍ୟୁଷିତ ଟିଟିଲାଗଡ଼ ବ୍ଲକ ସୁର୍ଡ଼l ଗାଁ ରେ ଉପଖଣ୍ଡ ସ୍ତରୀୟ ବିଶାଳ ଆଦିବାସୀ ମେଳି ହୋଇଯାଇଛି.ପାରମ୍ପରିକ ବେଶ ଭୂଷା ଏବଂ ଅସ୍ତ୍ରଶସ୍ତ୍ର ସହିତ ଡକା ଢ଼ାପ ବାଦ୍ୟ ର ତାଳେ ତାଳେ ଆଦିବାସୀ ମାନେ ନିଜର ପ୍ରାଚୀନ ନୃତ୍ୟ ଗୀତ ପରିବେଷଣ କରି ଗାଁ ପରିକ୍ରମା କରିଥିଲେ.ଯାନୀ ଝାଙ୍କର ଦେହେରୀ ସହିତ ଆଦିବାସୀ ଙ୍କ ଇଷ୍ଟ ଦେବୀ ଜାଡେନ, ଧରନୀ, ଚକ୍ରଧାର ଙ୍କୁ ପୂଜାପାଠ କରିଥିଲେ.ପରେ ଉତ୍କଳ କନ୍ଧ ସମାଜ ଲୁହା ପ୍ରଗଣା ସଭାପତି ଚୈତନ୍ୟ ମାଝି ଙ୍କ ସଭାପତିତ୍ୱ ରେ ସଭା ଅନୁଷ୍ଠିତ ହୋଇଥିଲା.ଶିକ୍ଷା ଅଧିକାର ଆଇନ ଅନୁସାରେ ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କୁ କିସ ଢାଞ୍ଚା ରେ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ନିଃଶୁଳ୍କ ପୋଷ୍ଟ ଗ୍ରାଜୁଏଟ ପର୍ଯ୍ୟନ୍ତ ଉଚ୍ଚ ଶିକ୍ଷା,ଗୁଣାତ୍ମକ ଶିକ୍ଷା,ବୈଷୟିକ ଶିକ୍ଷା ପ୍ରଦାନ କରିବା,ନକଲି ଆଦିବାସୀ କର୍ମଚାରୀ ମାନଙ୍କୁ ଚାକିରୀ ରୁ ବହିସ୍କୃତ କରିବା,ବେ ଆଇନ ଦଖଲ ସୂତ୍ରରେ ଅଣ ଆଦିବାସୀ ଙ୍କ କବ୍ଜା ରେ ଥିବା

ଆଦିବାସୀ ଜମି ଫେରସ୍ତ କରିବା,ଆଦିବାସୀ ଛାତ୍ରଛାତ୍ରୀ ଙ୍କ ଷ୍ଟାଇପେଣ୍ଡ ବୃଦ୍ଧି କରିବା,ମେଡିକାଲ ଇଞ୍ଜିନିଅରିଙ୍ଗ ଶିକ୍ଷାନୁଷ୍ଠାନ ରେ ଆଦିବାସୀ ଛାତ୍ରଛାତ୍ରୀ ଙ୍କ ସକାଶେ ଶତକଡା 23 ପ୍ରତିଶତ ସ୍ଥାନ ସଂରକ୍ଷଣ କରିବା,ଦାଦନ ଚାଲାଣ ରୋକିବା ପାଇଁ ଗରିବ ଆଦିବାସୀ ମାନଙ୍କୁ ସ୍ୱତନ୍ତ୍ର ଆର୍ଥିକ ସହାୟତା ପ୍ରଦାନ କରିବା,ଏଟ୍ରୋସିଟି ମାମଲା ରେ ପୀଡିତ ପରିବାର କୁ ଏସଟି ଏସସି ନିର୍ଯାତନା ନିବାରଣ ଆଇନ ଅନୁସାରେ ସୁରକ୍ଷା ପ୍ରଦାନ,ଆଦିବାସୀ ସଂସ୍କୃତି ପୀଠ ର ସୁରକ୍ଷା କରିବା,ଆଦିବାସୀ ଙ୍କ ଜମି ଜଳ ଜଙ୍ଗଲ ଜୀବନ ଜୀବିକା ର ସୁରକ୍ଷା କରିବା ଦିଗରେ ସରକାର ତୁରନ୍ତ ପଦକ୍ଷେପ ନେବାକୁ ଆଦିବାସୀ ମାନେ ଦାବୀ କରିଥିଲେ.ଆଦିବାସୀ ଙ୍କ ସମସ୍ୟା ସମାଧାନ କରିବା ଦିଗରେ ସରକାର ଅବହେଳା କଲେ ସାଲିସ ବିହୀନ ସଂଗ୍ରାମ କରିବାକୁ ଆଦିବାସୀ ମାନେ ଚେତାବନୀ ଦେଇଥିଲେ.ମହାମେଳି ମଞ୍ଚରେ ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ମହାସଂଘ ର ମହାସଚିବ ନିରଞ୍ଜନ ବିଶି,ଆଦିବାସୀ ନେତା ଅବସର ପ୍ରାପ୍ତ ଅବକାରୀ ଅଧିକ୍ଷକ ପୁରୁଷୋତ୍ତମ

ଧରୁଆ,ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର କାର୍ଯ୍ୟକାରୀ ସଭାପତି ବନଳତା ମାଝି,ଗୀତାଞ୍ଜଳି ଭୋଇ, ଟିଟିଲାଗଡ଼ ବ୍ଲକ ସଭାପତି ପଦ୍ମନ ପ୍ରଧାନୀ,ମୁରିବାହାଲ ବ୍ଲକ ସଭାପତି ଘିମାନନ୍ଦ ଭୋଇ,ସଦର ବ୍ଲକ ଉପସଭାପତି ଅଚ୍ୟୁତ ଧରୁଆ,ନଗର ସଭାପତି ନିତ୍ୟାନନ୍ଦ ମାଝି,ଉପସଭାପତି ଇନ୍ଦ୍ରମଣି ମାଝି,ଥବିର ପୂଝlରୀ,ଜ଼ିଲ୍ଲା ସମ୍ପାଦକ ହେମେନ୍ଦ୍ର ନାଥ ହାଁସଦା,ପ୍ରଫୁଲ୍ଲ ପ୍ରଧାନୀ,ସୁଶୀଲ ଭୋଇ,ସୁନୀଲ ମାଝି,ପତ୍ରଙ୍ଗି ମାଝି,ରୀନା ମାଝି,ପ୍ରମୁଖ ମଂଚାସୀନ ଥିଲେ.


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like