-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ଝାରମୁଣ୍ଡା ଗ୍ରାମରେ ଏକ ଦିବସିୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଟିତ

08-Nov-2021



ବଲାଙ୍ଗୀର (ସନ୍ତୋଷ କୁମାର ଠାକୁର) : ଦେଓଗାଁ ବ୍ଲକ ଉଡାର ଗ୍ରାମପଞ୍ଚାୟତର ଝାରମୁଣ୍ଡା ଗ୍ରାମରେ ର ଏକ ଦିବସିୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଟିତ ହୋଇଯାଇଛି। ସୂଚନା ଅନୁଯାୟୀ ଏହି ଟୁର୍ଣ୍ଣାମେଣ୍ଟ ଝାରମୁଣ୍ଡା ୟୁଥ କିମିଟି ର ମୁଖ୍ୟ ଅବନୀ ସାହୁ ଏବଂ ବାଞ୍ଛାନିଧି ସାହୁ ଙ୍କ ତତ୍ତ୍ଵବଧାନ ରେ ୮ ଟି ଦଳକୁ ନେଇ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଟିତ ହୋଇଯାଇଥିଲା। ମୁଖ୍ୟ ଅତିଥି ଭାବେ ଆମ୍ ଆଦମୀ ପାର୍ଟିର ଜିଲ୍ଲା ଆବାହକ, ଆପ୍ ଓଡିଶା ମୁଖପାତ୍ର ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେ ଯୋଗଦେଇ ଥିଲେ ଏବଂ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରିଥିଲେ। ଭୋଳାନାଥ ସାହୁ, କାନ୍ତ ଧାରୁଆ, ପ୍ରକାଶ ସାହୁ, ବୀରେନ୍ ସାହୁ ଆଦି ଅମ୍ପାୟାର ଭାବେ ଖେଳ ପରିଚାଳନା କରିଥିଲେ । ଏହି କ୍ରିକେଟ ଟୁର୍ଣ୍ଣାମେଣ୍ଟ ୬ ଓଭର ଖେଳା ଯାଇଥିଲା। ଫାଇନାଲ୍ ମେଚ୍ ରତନପୁର ଏବଂ ସାଗର ପାଳି ମଧ୍ୟ ରେ ହୋଇଥିଲା। ରତନପୁର୍ର ଚାମ୍ପିଅନ୍ତ ହୋଇଥିଲା। ରତନପୁର୍ ଦଲ ୬ ଓଭର୍ ରେ ୪ ୱିକେଟ ହରାଇ ୬୨ ରନ୍ କରିଥିଲେ ଏବଂ ସାଗରପାଲି ଦଳ ୫୪ ରନ୍ ରେ ଅଲ୍ ଆଉଟ ହୋଇ ଟୁର୍ଣ୍ଣାମେଣ୍ଟ ହାରି ଯାଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like