-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||     

HOME   ବିଶେଷ

ବିଶିଷ୍ଟ ଭଜନ କଣ୍ଠଶିଳ୍ପୀ ଭିକାରୀ ମହମ୍ମଦଙ୍କ ପରଲୋକ

05-Nov-2020



ନୟାଗଡ (ପ୍ରେରଣା ଖବର) : ବିଶିଷ୍ଟ ଭଜନ କଣ୍ଠଶିଳ୍ପୀ ଭିକାରୀ ମହମ୍ମଦଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୭୬ବର୍ଷ ବୟସ ହୋଇଥିଲା । ସେ ପକ୍ଷାଘାତ ରୋଗରେ ଆକ୍ରାନ୍ତ ଥିଲେ । ତାଙ୍କ ଅବସ୍ଥା ଗୁରୁତର ହେବାକୁ ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧୀନ ଅବସ୍ଥାରେ କଟକ ତାଙ୍କର ଦେହାନ୍ତ ହୋଇଛି ।*

*ଓଡିଶାର ଦ୍ବିତୀୟ ସାଲବେଗ ଭାବେ ପରିଚିତ ଭିକାରୀ ମହମ୍ମଦ ମୁସଲମାନ ସମ୍ପ୍ରଦାୟର ହୋଇଥିଲେ ମଧ୍ୟ ସେ ଛାନ୍ଦ, ଚଉପଦୀ, ଜଣାଣ, ଭଜନ, ଓଡିଶୀ ତଥା ଖଣ୍ଡପଡାର ପାରମ୍ପରିକ ଢୁମ୍ପା ସଙ୍ଗୀତ ଗାନ କରି ରାଜ୍ୟ ତଥା ରାଜ୍ୟ ବାହାରେ ସୁନାମ ଅର୍ଜନ କରିଛନ୍ତି । ସଙ୍ଗୀତ ସମ୍ରାଟ ଭିକାରୀ ବଳ, ଅକ୍ଷୟ ମହାନ୍ତି, ପ୍ରଣବ ପଟ୍ଟନାୟକ, ଚିତ୍ତ ଜେନା, ପ୍ରଫୁଲ୍ଲ କର, ଦିବାକର ମହାନ୍ତିଙ୍କ ଭଳି ରାଜ୍ୟର ବରିଷ୍ଠ କଣ୍ଠଶିଳ୍ପୀମାନଙ୍କ ସହ ବିଭିନ୍ନ ମଞ୍ଚରେ ଶ୍ରୀଜଗନ୍ନାଥ ଭଜନ ପରିବେଷଣ କରିଛନ୍ତି ।*


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026

You Might Also Like