-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ଆଜି ସିଏମ୍ ଙ୍କ କଳାହାଣ୍ଡି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଙ୍କ ସହ ବସିବେ ଦିବ୍ୟ ଶଙ୍କର, ବିଜେପି କରିବ ପ୍ରତିବାଦ

08-Nov-2021



କଳାହାଣ୍ଡି (ସଂଜୀବ ଦାସ) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି ଜିଲ୍ଲା ଗସ୍ତରେ ଯିବେ। ସେ ଆଜି ଭବାନୀପାଟଣାରେ ଆୟୋଜିତ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ଯୋଗ ଦେବେ। ତେବେ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ବିବାଦୀୟ ହୋଇପଡ଼ିଥିବା ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହିତ ମଞ୍ଚରେ ବସିବେ ବୋଲି ଜଣାପଡ଼ିଛି। ସେ ଖାଲି ମଞ୍ଚରେ ବସିବେ ନାହିଁ, ଭାଷଣ ମଧ୍ୟ ଦେବେ ବୋଲି ଜଣାପଡ଼ିଛି।ମିଳିଥିବା ସୂଚନା ଅନୁଯାୟୀ,ଏହି କାର୍ଯ୍ୟକ୍ରମରେ ଟୁକୁନି ସାହୁ ସ୍ୱାଗତ ଭାଷଣ ଦେବେ। ଯେଉଁ ତାଲିକା ପ୍ରସ୍ତୁତ କରାଯାଇଛି ସେଥିରେ ଅଭିଭାଷଣ ଦେବା ପାଇଁ ତିନି ନମ୍ବରରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ନାଁ ରହିଛି। ଚାରି ନମ୍ବରରେ ନବ ଦାସ ଭାଷଣ ଦେବେ। ତା’ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ କାର୍ଯ୍ୟକ୍ରମ ରହିଛି। ଆଉ ଶେଷରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଧନ୍ୟବାଦ ଦେବାର କାର୍ଯ୍ୟକ୍ରମ ରହିଛି। ବିଜେପି ପକ୍ଷରୁ ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଜିଲ୍ଲାଗସ୍ତକୁ ବିରୋଧ କରାଯିବ। ଏମିତିକି କଳାପତାକା ପ୍ରଦର୍ଶନ କରାଯିବ ବୋଲି ଜଣାପଡ଼ିଛି। ଅନ୍ୟପକ୍ଷରେ ବିଜେପିର ବିରୋଧକୁ ଦୃଷ୍ଟିରେ ରଖି ପୁଲିସ୍ ଆଗୁଆ ପଦକ୍ଷେପ ନେଇଛି। ଜିଲ୍ଲାର ବିଭିନ୍ନ ସ୍ଥାନରେ ପୁଲିସ୍ ବିଜେପି କର୍ମୀମାନଙ୍କୁ ଥାନାରେ ଅଟକ ରଖାଯାଇଛି। ତେବେ କେବଳ କଳହାଣ୍ଡି ନୁହେଁ, ଆଜି ବିଜେପି ପକ୍ଷରୁ ସାରା

ରାଜ୍ୟରେ ପ୍ରତିବାଦ କରାଯିବାର କାର୍ଯ୍ୟକ୍ରମ ରହିଛି। ଗତକାଲି ଠାରୁ ବିଜେପି ପକ୍ଷରୁ କଳାହାଣ୍ଡି ଜିଲ୍ଲାରେ ନ୍ୟାୟ ଶୋଭାଯାତ୍ରା ଆରମ୍ଭ ହୋଇଛି, ଯାହା ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ।*ଏହା ଏକ ସରକାରୀ କାର୍ଯ୍ୟକ୍ରମ ହୋଇଥିବାରୁ ଏଠାକୁ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା ଓ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କୁ ମଧ୍ୟ ଆମନ୍ତ୍ରଣ କରାଯାଇଛି। ତେବେ ଏହି ଦୁଇ ନେତା ଯୋଗ ଦେବେ ନାହିଁ। ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ମଞ୍ଚରେ ବସିବାର କାର୍ଯ୍ୟକ୍ରମ ରହିଥିବାରୁ ଉଭୟ ବସନ୍ତ ଓ ପ୍ରଦୀପ୍ତ ଏହାକୁ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେହିପରି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବିରୋଧରେ ଅଭିଯୋଗ ଥିବା ସତ୍ତ୍ୱେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନଥିବାରୁ ସେମାନେ ଏହି ସଭାକୁ ବର୍ଜନ କରିବେ ବୋଲି କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like