-+91-9937148622 |

prerana_bgr@rediffmail.com |

  Saturday 11th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||     

HOME   ଜିଲ୍ଲା

କୋଶଳିଆ ମାଳୀ ସମାଜ ସାଙ୍ଗଠନିକ ବୈଠକ

08-Nov-2021



ପଦ୍ମପୁର:-(ନିରଞ୍ଜନ ତ୍ରିପାଠୀ) କୋଶଳିଆ ମାଳୀ ସମାଜ ବିଜେପୁର ସର୍କଲର ଜୋନ୍ ସ୍ତରୀୟ ଚତୁର୍ଥ ସାଂଗଠନିକ ବୈଠକ ଜାରିଂ କମ୍ଯୁନିଟ ସେଣ୍ଟରଠାରେ ଉପସଭାପତି ଶ୍ରୀଯୁକ୍ତ ସନ୍ତୋଷ ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେଲା।ପ୍ରେମରାଜ ପଟେଲ ସଭା ର ଉଦ୍ଦେଶ୍ଯ ଜ୍ଞାପନ କରିବା ସାଙ୍ଗକୁ ସମସ୍ତେ କରୋନା ଟୀକା ନେବା ଓ ସାମାଜିକ ଦୂରତା ବଜାୟ ରଖିବା ପାଇଁ ଅନୁରୋଧ କଲେ।
ବ୍ଯକ୍ତିର ଆର୍ଥିକ ସ୍ୱଚ୍ଛଳତା ଉପରେ ସମାଜର ଏକାତ୍ମତା ଓ ସାମାଜିକ ସମରସତା ନିର୍ଭର କରେ, ଏଇ କଥାରୁ ଏଡଭୋକେଟ୍ ଯଦୁମଣି ପଟେଲ ଆଲୋଚନା ଆରମ୍ଭ କଲେ, ଏକବିଂଶ ଶତାବ୍ଦୀର ଅତ୍ଯାଧୁନିକ ବ୍ଯାବସାୟିକ ବୁଦ୍ଧି ଓ କୌଶଳ ବ୍ୟବହାର ହେଉଥିଲେ ମଧ୍ଯ ଆମ ଉତ୍ପାଦନର ଯଥାର୍ଥ ମୂଲ୍ଯାୟନ ହୋଇ ପାରୁନାହିଁ,ଆଜି ବି ଦ୍ରବ୍ଯ ବିନିମୟରେ ଆମ ଜାତିଭାଇଙ୍କ କୃଷି ଉପଜ ବିକ୍ରି ହେତୁ ଆର୍ଥିକ ବିକାଶ  ଯଥାନୁରୂପ ହୋଇପାରୁ ନାହିଁ।ସାମାଜିକ ଓ ଆର୍ଥିକ ଅନଗ୍ରସର ଶ୍ରେଣୀଭୁକ୍ତ ହୋଇ ମଧ୍ଯ ଜନପ୍ରିୟ ସରକାରଙ୍କ ତରଫରୁ

ଯୋଗାଇ ଦିଆ ଯାଉଥିବା ବହୁବିଧ ସୁବିଧାସୁଯୋଗ ରୁ ଆମେ ବଞ୍ଚିତ ହେଉଛୁ,ଏଥିରେ ପରିବର୍ତ୍ତନ ଆବଶ୍ଯକ ବୋଲି ମତ ପ୍ରକାଶ ପାଇଥିଲା।
ସମ୍ପୂର୍ଣ୍ଣ ଜୈବିକ କୃଷିଉତ୍ପାଦନ କୁ ନେଇ ବିଜେପୁର ଠାରେ ଏକ ସ୍ବତନ୍ତ୍ର ବଜାର ସୃଷ୍ଟି ପାଇଁ ସାମାଜିକ କର୍ମୀ ସୁଶାନ୍ତ ପଟେଲ ଆହ୍ବାନ ଦେଇଥିଲେ। କୋଶଳିଆ ମାଳୀ ସମାଜ କେଉଁ ଆବହମାନ କାଳରୁ ଅନ୍ନଦାତା ଭୂମିକା ତୁଲାଇ ଆସୁଛି ଆଗକୁ ମଧ୍ଯ ଏପରି ଚାଲିଥିବ ଏଥିପାଇଁ ଆମେ ପ୍ରତିଶ୍ରୁତିବଦ୍ଧ। 
ଶ୍ରୀଯୁକ୍ତ ଜଟାଧାରୀ ପଟେଲ, ସାମିଲ ପଟେଲ, ପ୍ରହଲ୍ଲାଦ ପଟେଲ, ପଞ୍ଚାନନ ଚୌଧୁରୀ ପ୍ରମୁଖ ସମାଜ ସଂଗଠନକୁ ଦୃଢ଼ୀଭୂତ କରିବା କରିବା ପାଇଁ ମୂଲ୍ଯବାନ ପରାମର୍ଶ  ଦେଇଥିଲେ। ଏପରିପେକ୍ଷିରେ ସର୍ବଶ୍ରୀ:- ଲୋକନାଥ ପଟେଲ,ମଧୁସୂଦନ ଚୌଧୁରୀ,ନବୀନ ମଣ୍ଡା,ଗଂସ ପଟେଲ,ଗଜରାଜ ପଟେଲ, ସାଗର ପଟେଲ, ନିମାଇଁ ପଟେଲ ଓ ଧନେଶ୍ଵର ପଟେଲଙ୍କୁ ନେଇ ଜୋନାଲ କମିଟୀ ଗଠିତ ହେଲା। ଶେଷରେ  ଶ୍ରୀଯୁକ୍ତ ବିଦ୍ୟାଧର ମନ୍ଥରା ଧନ୍ୟବାଦ ଅର୍ପଣ କରି ସଭାକାର୍ଯ୍ୟ ସାଙ୍ଗ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି   10-Jul-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ   10-Jul-2026
  ଜିଲ୍ଲା  
ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   10-Jul-2026
  ରାଜ୍ୟ  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026

You Might Also Like