-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ସ୍କାଉଟ ଗାଇଡ ର ପ୍ରତିଷ୍ଠା ଦିବସ ପାଳିତ

08-Nov-2021



ବରଗଡ (ନିରଞ୍ଜନ ତ୍ରିପାଠୀ) -ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ  ଗାଇଡ ର ପ୍ରତିଷ୍ଠା ଦିବସ ନଭେମ୍ବର ୭ତାରିଖରେ ପାଳିତ ହୋଇଥାଏ ।ଚଳିତ ବର୍ଷ ବରଗଡ଼ ଜିଲ୍ଲା ରେ ଏହି ଦିବସ ର ମହତ ଉଦ୍ଦେଶ୍ୟକୁ ବ୍ୟାପକ କରିବା ପାଇଁ ଏହାକୁ ଦୁଇ ଦିନ ଧରି ପାଳନ କରାଯାଇଥିଲା।  ଜାତୀୟ  ବରିଷ୍ଠ ଉପ ସଭାପତି  ତଥା ରାଜ୍ୟ ମୁଖ୍ୟ କମିଶନର ଡଃ ଶ୍ରୀ କlଳିପ୍ରସାଦ ମିଶ୍ର  ଙ୍କ ନିର୍ଦ୍ଦେଶରେ  ଭାରପ୍ରlପ୍ତ   ଜିଲ୍ଲା ଶିକ୍ଷା ଅଧିକାରୀ ତଥା ଜିଲ୍ଲା ସ୍କାଉଟ ଗାଇଡ କମିଶନର ଶ୍ରୀ ରାଧାକାନ୍ତ ଛତ୍ରି ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ  ।   ଜିଲ୍ଲାର  ଗ୍ରାମାଞ୍ଚଳ

ଠୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ବିଦ୍ୟାଳୟ ଗୁଡିକରେ  ଏହି ଦିବସ କୁ ବିଭିନ୍ନ ପ୍ରକାରର କାର୍ଯ୍ୟକ୍ରମ ଜରିଆରେ କରିଛନ୍ତି। ପ୍ରଥମ ଦିବସରେ ଭାରତ ତୁଝେ ସଲାମ, ଭାରତ ବାସୀଙ୍କୁ କୋଟି ପ୍ରଣାମ ଏହି ନାରl ଦେଇ କେଉଁଠି  ସାଇକେଲ ରାଲି, କେଉଁଠି ପଦଯାତ୍ରା ତ ଆଉ କେଉଁଠି ସ୍ୱଚ୍ଛ ଭାରତ ଅଭିଯାନ ଓ ବୃକ୍ଷରୋପଣ ମାଧ୍ୟମରେ ଲୋକଙ୍କୁ ସଚେତନ କରିଛନ୍ତି।ମହିଳା ସଶକ୍ତିକରଣ ,ଏକତା,ଅଖଣ୍ଡତା  ରକ୍ଷା କରିବା ପାଇଁ ପରସ୍ପର ମଧ୍ୟରେ ସହଯୋଗୀ ମନୋଭାବ ରଖିବା  ଆଦି ଉପରେ ଗୁରୁତ୍ଵ ଦିଆଯାଇଥିଲା। ପ୍ରତିଷ୍ଠା ଦିବସର ଦ୍ଵିତୀୟ ଦିବସରେ ଅତାବିରା ନୋଡାଲ ବିଦ୍ୟାଳୟରେ  ସଚେତନତା ରାଳି, ,ଜିଲ୍ଲାସ୍ତରୀୟ ସମାଗମ ଓ ପରିଶେଷରେ  ଅତାବିରା ଓ ଭେଡେନ ବ୍ଲକ ର  ସ୍କାଉଟ୍ ମାଷ୍ଟର ,ଗାଇଡ କ୍ୟାପଟେନ ତଥା ସ୍କାଉଟ୍ ଓ ଗାଇଡ ମାନଙ୍କୁ ନେଇ ସର୍ବଧର୍ମ ପ୍ରାର୍ଥନା  କରାଯାଇଥିଲା ।ଏଥିରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପଦ୍ମାଳୟା ଭୋଇ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ ଜିଲ୍ଲା ସ୍କାଉଟ ଗାଇଡ ସମ୍ପାଦକ ତଥା ଶାରୀରିକ ଶିକ୍ଷା ଓ ଖେଳ ନିରୀକ୍ଷକ ଆଶୁତୋଷ ଦେ  ଙ୍କ  ତତ୍ବାବଧାନରେ ଅନୁଷ୍ଠିତ ହୋଇଥିବା   ଏହି  ସର୍ବଧର୍ମ ପ୍ରାର୍ଥନା ସଭାରେ  ଗାଇଡ କ୍ୟାପଟେନ ଅନୁସୂୟା ଦେବତା ସର୍ବଧର୍ମ ସଭାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ଗାଇଡ କ୍ୟାପଟେନ ସରମା ନାଏକ ,ପୁଷ୍ପଲତା  ନାଏକ,ଲକ୍ଷ୍ମୀ ମହାପାତ୍ର ,ଗିରିଜା ପ୍ରଧାନ, ସ୍କାଉଟ୍ ମାଷ୍ଟର  କିଶୋର ସାହୁ, ଲବ ସାହୁ,ସୁଧାଂଶୁ ସାହୁ ,ବିଶ୍ଵନାଥ ସାହୁ ପ୍ରମୁଖ ସହଯୋଗ କରିଥିଲେ। ଏହି ଦିବସର ଦ୍ଵିତୀୟ ପର୍ଯ୍ୟାୟରେ ସ୍କାଉଟ୍ ଗାଇଡ ମାନଙ୍କ ପାଇଁ ଅନଲାଇନ ପଞ୍ଜିକରଣ କାର୍ଯ୍ୟକ୍ରମ ଓ ଏଠି ନିମନ୍ତେ କର୍ମଶାଳା ର ଆୟୋଜନ ହୋଇଥିଲା।ଏହା ବ୍ୟତୀତ ଜିଲ୍ଲାର ସମସ୍ତ ସ୍କୁଲ ଗୁଡିକୁ ଏଥିରେ ସାମିଲ କରିବା ପାଇଁ  ଆଜିଠାରୁ ୧୬ ନଭେମ୍ବର ପର୍ଯ୍ୟନ୍ତ ଏହି ପଞ୍ଜିକରଣ ଚାଲୁ ରହିବ ।ଏହି

ପଞ୍ଜିକରଣ ପାଇଁ  କମ୍ପ୍ୟୁଟର ଡାଟା ଅପରେଟର ଭାବରେ ସ୍କାଉଟ ମାଷ୍ଟର ରମେଶ ସେଠ୍ ଓ ଭବାନୀ ଶଙ୍କର ସାହୁ ଙ୍କୁ ଜିଲ୍ଲା ସ୍ତରରୁ ନିଯୁକ୍ତି କରାଯାଇଛି। ଏହାପରେ ଜନ ସଚେତନତା ପାଇଁ  ସ୍କାଉଟ ଗାଇଡ ମାନଙ୍କୁ  ନେଇ ଏକ ସାଇକେଲ ରାଳି କରାଯାଇଥିଲା । ଭେଡେନ ତଥା ଅତାବିରା ବ୍ଲକ ର ସମସ୍ତ ସ୍କlଉଟ୍ ମାଷ୍ଟର ଗାଇଡ କ୍ୟାପଟେନ ଏଥିରେ  ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like